ଗାଡି ବିକ୍ରି ହ୍ରାସ ଧାରା ଜାରି

ନୂଆଦିଲ୍ଲୀ, ୩-୧୨: ନଭେମ୍ବର ମାସରେ ଘରୋଇ ବଜାରରେ କମ୍ପାନୀଙ୍କ ଯାନ ବିକ୍ରି ହ୍ରାସ ଧାରା ଜାରି ରଖିଛି। ଏହି ସମୟରେ ଟୟୋଟା କିର୍ଲୋସ୍କାର ମୋଟର୍ସ ବିକ୍ରି ୧୯%…

ଶହେ ଟଙ୍କା ପାଇବାକୁ ୯୮.୪୪ ଟଙ୍କା ଖର୍ଚ୍ଚ କରୁଛି ରେଲଓ୍ବେ

ନୂଆଦିଲ୍ଲୀ, ୩-୧୨: ଭାରତୀୟ ରେଲଓ୍ବେର ଆୟ ୧୦ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଯାଇଛି। ୨୦୧୭-୧୮ ଆର୍ଥତ୍କ ବର୍ଷରେ ଏହାର ଅପରେଟିଂ ରେସିଓ ବା ପରିଚାଳନା ଅନୁପାତ ୯୮.୪୪%…

ପେଟ୍ରୋଲ ଟାଙ୍କି କରାଇଦେବା ନାଁରେ ୪୦ ଲକ୍ଷ ଟଙ୍କା ଠକେଇ:ବିହାରରୁ ୩ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନ, ୩ା୧୨(ଡି.ଏନ.ଏ) ପେଟ୍ରୋଲ ଟାଙ୍କି କରାଇଦେବା ନାଁରେ ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ୩ନଂ ୱାର୍ଡର ଓମ ପ୍ରକାଶ ମିଶ୍ରଙ୍କଠାରୁ ୪୦ ଲକ୍ଷ ୪୫ ହଜାର ଟଙ୍କା…

ଲିଙ୍କ୍‌ ଫେଲ ହେବାରୁ କାର୍ଯ୍ୟ ଠପ୍‌:ପରିବହନ କାର୍ଯ୍ୟାଳୟରେ ଉତ୍ତେଜନା

ଢେଙ୍କାନାଳ ଅଫିସ,୩ା୧୨ ଲାଇସେନ୍ସ, ଗାଡ଼ି କାଗଜପତ୍ର କରାଇବାକୁ ସୋମବାର ଢେଙ୍କାନାଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ଆସିଥିବା ଲୋକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ସକାଳ ୧୦ଟାରୁ ଇଣ୍ଟରନେଟ୍‌…

ପ୍ରାଥମିକ ବିଦ୍ୟାଳୟକୁ ହାଇସ୍କୁଲରେ ମିଶ୍ରଣ ଦାବି

ବନ୍ତଳା,୩।୧୨(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ମିଶାଇବା ପାଇଁ ସୋମବାର ଜିଲାପାଳଙ୍କ ନିକଟରେ ଗ୍ରାମର ଯୁବକମାନେ ଦାବି…

ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ

କଣିହାଁ, ୩ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ବାଲିପଶିସାହିର ଏକ କୂଅରୁ ଗତ ୨୮ ତାରିଖରେ ଦୁର୍ଯ୍ୟୋଧନ ତୁଙ୍ଗଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ଘଟଣାର…

ଫୁଲଝରଠାରେ ଖୋଲିଲା ରାଜ୍ୟର ପ୍ରଥମ ମହିଳା ଶାଖା ଡାକଘର

ଲହୁଣୀପଡା, ୩।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଳକ ଅନ୍ତର୍ଗତ ଫୁଲଝରଠାରେ ଡାକ ବିଭାଗ ପକ୍ଷରୁ ଓଡ଼ିଶାର ପ୍ରଥମ ଥର ପାଇଁ ଏକ ମହିଳା ଶାଖା ଡାକଘର…

ବଢ଼ୁଛି ବାର୍‌ହା ଶିକାର: ମାଂସ ଜବତ, ୭ ଗିରଫ

ହେମଗିର, ୩।୧୨ (ଡି.ଏନ.ଏ)- ଦିନକୁ ଦିନ ହେମଗିର ଜଙ୍ଗଲର ବାର୍‌ହା ଶିକାର ବୃଦ୍ଧି ପାଉଥିବାର ଦେଖାଯାଉଛି। ବନ ବିଭାଗ ଶିକାରୀମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା…

ମଦଭାଟି ବନ୍ଦ ପାଇଁ ମହିଳାଙ୍କ ଦାବି

ସୋନପୁର, ୩।୧୨(ନି.ପ୍ର.) ସୁବର୍ଣ୍ଣପୁର ଜିଲା ତରଭା ବ୍ଲକର ମରାଡୁଗୋଛା ମଦଭାଟି ବନ୍ଦ ପାଇଁ ପଞ୍ଚାୟତର ଲୋକପ୍ରତିନିଧି ଓ ମହିଳାମାନେ ସୋମବାର ଜିଲାପାଳ ମୋନିଷା ବାନାର୍ଜୀଙ୍କ ନିକଟରେ ଦାବି…