ନିର୍ବାଚନରେ ବ୍ୟବହୃତ ଗାଡି ଭଡା ମିଳିନି: ଭିକ୍ଷାଥାଳ ଧରି ଧାରଣାରେ ବସିଲେ ଗାଡି ମାଲିକ

ସୋନପୁର, ୨।୧୨(ନି.ପ୍ର.): ଗତ ସାଧାରଣ ନିର୍ବାଚନରେ ବ୍ୟବହୃତ ହୋଇଥିବା ବେସରକାରୀ ଗାଡିର ଭଡା ମିଳୁନି। ଗାଡି ମାଲିକ ମାନେ ବାରମ୍ବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ହେଁ…

ଆମ୍ବଗାଁରେ ଧାନକିଣା ଆରମ୍ଭ

ଘଣ୍ଟାପଡା, ୨।୧୨ (ଡି.ଏନ.ଏ): କଣ୍ଟାମାଳ ବ୍ଲକ ଘଣ୍ଟାପଡା ସେବା ସମବାୟ ସମିତି ଲିଃ ତରଫରୁ ସମ୍ପାଦକ କର୍ଣ୍ଣ ରଣାଙ୍କ ତତ୍ତ୍ବାବଧାନରେ ସୋମବାର ଧାନକିଣା ଆରମ୍ଭ ହୋଇଛି ।…

ଶିକାରକୁ ଯିବା ହେଲା କାଳ: ଗୁଳି ମାଡ଼ରେ ଶିକାରୀ ମୃତ, ବାପାଙ୍କ ସମେତ ୩ ଅଟକ

ଦାରିଙ୍ଗବାଡ଼ି,୨।୧୨(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜଙ୍ଗଲକୁ ଶିକାର ପାଇଁ ଯିବା ଜଣେ ଯୁବକଙ୍କ ପାଇଁ କାଳ ହୋଇଛି। ଗୁଳିମାଡ଼ରେ ସହଯୋଗୀମାନଙ୍କ ସହ ଯାଇଥିବା ଶିକାରୀଙ୍କ ମୃତ୍ୟୁ ଘଟିଛି।…

ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ : ଅଭିଯୁକ୍ତ ଗିରଫ

ଆସିକା,୨ା୧୨ (ଡି.ଏନ୍‌.ଏ.): ଆସିକା ଥାନା ଇଲାକାରେ ଜଣେ କଲେଜ ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଦେବା ଅଭିଯୋଗରେ ଅଭିଯୁକ୍ତଙ୍କୁ ପୋଲିସ ସୋମବାର ଗିରଫ କରିଛି ା ସେ ହେଲେ…

ଜମିପଟ୍ଟା ପାଇଁ ଶତାଧିକ ଲୋକ ଜିଲାପାଳଙ୍କ ଦ୍ୱାରସ୍ଥ

ଭଦ୍ରକ ଅଫିସ,୨।୧୨- ସ୍ଥାୟୀ ଜମିପଟ୍ଟା, ବିଦ୍ୟୁତ୍‌ ସଂଯୋଗ ଓ ଗମନାଗମନ ପରି ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ପାଇଁ ସୋମବାର ଶତାଧିକ ଭୂମିହୀନ ଲୋକ ଜିଲାପାଳଙ୍କ ଦ୍ୱାରସ୍ଥ…

‘ବୁଲ୍‌ବୁଲ୍‌’ କ୍ଷତିଗ୍ରସ୍ତଙ୍କୁ ସହାୟତା ଦାବି: ସମିତି କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ରୂପ୍‌ସା, ୨।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କସିପଦା ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଚାଷୀମାନେ ଆନ୍ଦୋଳନ କରିଛନ୍ତି। ‘ବୁଲ୍‌ବୁଲ୍‌’ କ୍ଷତିଗ୍ରସ୍ତଙ୍କୁ ସମିତିରୁ ଋଣ ଛାଡ଼…

ଜଳେଶ୍ୱର ତହସିଲ: ଆଜିଠୁ ସୌରାତରୁ ବାଲି ପରିବହନ ବନ୍ଦ

ଜଳେଶ୍ୱର, ୨।୧୨(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧୀନ ସମସ୍ତ ସୌରାତରୁ ବାଲି ପରିବହନ ୩ତାରିଖଠାରୁ ବନ୍ଦ ରହିବ ବୋଲି ସୌରାତ ମାଲିକ ସଂଘ ତରଫରୁ ନିଷ୍ପତ୍ତି ନିଆଯାଇଛି।…

୨ ସାଧାରଣ ନାଗରିକଙ୍କୁ ହତ୍ୟା କଲେ ମାଓବାଦୀ

ନାଗପୁର,୨।୧୨: ମହାରାଷ୍ଟ୍ର ଗଡଚିରୋଲି ଗଁାରେ ମାଓବାଦୀ ପୁଣି ଥରେ ନିଜର ଉପସ୍ଥିତି ଜାହିର କରିଛନ୍ତି। ରବିବାର ବିଳମ୍ବିତ ରାତିରେ ଗଡଚିରୋଲିର ପୁରାସ୍ଲାଗୋନ୍ଧି ଗଁ।ରେ ୨ଜଣ ସାଧାରଣ ନାଗରିକଙ୍କୁ…

ନ୍ୟାୟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣରୁ ବଞ୍ଚିତ ଅଭିଭାବକ

ଯୋଡ଼ା,୨।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ବନେଇକଳା ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣରୁ ବଞ୍ଚିତ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ସୋମବାର ନ୍ୟାୟ ପାଇଁ ଲିଖିତ ଆକାରରେ ଜିଲାପାଳଙ୍କ…

ସଫେଇ କାମକୁ ନେଇ ଲଙ୍କାକାଣ୍ଡ ଘଟଣା: ୨ ମାମଲାରେ ୩ ଗିରଫ, ୩ ଜେଜେବିରେ ହାଜର

ବ୍ରହ୍ମପୁର ଅଫିସ ,୨।୧୨: ବ୍ରହ୍ମପୁର ମହାନଗର ନିଗମ( ବିଏମ୍‌ସି)ର ସଫେଇ କାମକୁ ନେଇ ୨ ଜମାଦାର ଗୋଷ୍ଠୀ ମଧ୍ୟରେ ସଙ୍ଗଠିତ ଲଙ୍କାକାଣ୍ଡ ଘଟଣାରେ ବଡ଼ବଜାର ପୋଲିସ ୨…