ଦକ୍ଷିଣ ଆଫ୍ରିକା ଦଳକୁ ପାକିସ୍ତାନ ପଠାଇବାକୁ ପିସିବିର ପ୍ରସ୍ତାବ

କରାଚୀ,୨।୧୧(ପି.ଟି.): ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ)କୁ ତା’ର ଜାତୀୟ ଦଳକୁ ଆସନ୍ତା ମାର୍ଚ୍ଚରେ ଟି୨୦ ସିରିଜ୍‌ ପାଇଁ ପଠାଇବାକୁ ପ୍ରସ୍ତାବ ଦେଇଛି।…

ଜିଲାପରିଷଦ ଉପନିର୍ବାଚନ : ବିଜେଡିରୁ ୨, ଭାଜପାରୁ ୪ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ

କୋରାପୁଟ,୨।୧୧(ସ୍ବ.ପ୍ର.) : ଚଳିତମାସ ୨୭ ତାରିଖରେ ହେବାକୁ ଥିବା କୋରାପୁଟ ଜିଲା ଦଶମନ୍ତପୁରର ୧ନଂ. ଜୋନ୍‌ ଏବଂ ପଟ୍ଟାଙ୍ଗି ବ୍ଲକର ୧ନଂ. ଜୋନ୍‌ରେ ହେବାକୁ ଥିବା ଉପନିର୍ବାଚନ…

ବାପା, ପୁଅଙ୍କୁ ହତ୍ୟା : ଥାନାରେ ଆତ୍ମସମର୍ପଣ କଲେ ୨ ଅଭିଯୁକ୍ତ

ମାଲକାନଗିରି,୨।୧୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଉଦୁଲିବେଡ଼ା ଗ୍ରାମର ପିତା-ପୁତ୍ରଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଉଦୁଲିବେଡ଼ା ଗ୍ରାମର ନିଳେନ୍ଦ୍ର ଖିଲ ଓ ବାପା ସୁଦନ…

ପ୍ରଧାନମନ୍ତ୍ରୀ ଆବାସ ଅନିୟମିତତା ନେଇ ତଦନ୍ତ

ତିହିଡ଼ି,୨।୧୧ (ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ନେଇ ଅଭିଯୋଗ ହୋଇଥିଲା। ଜଣେ ଯୁବତୀଙ୍କୁ ବିଧବା ଦର୍ଶାଇ…

ବାର୍‌ହା ଆକ୍ରମଣରେ ଚାଷୀ ଗୁରୁତର

ଖୋର୍ଦ୍ଧା ଅଫିସ,୨।୧୧ : ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ନିଳାଦ୍ରୀପ୍ରସାଦ ପଞ୍ଚାୟତ ଅରାଙ୍ଗ ଗାଁରେ ବସନ୍ତ ଶବର(୪୦) ବିଲକୁ ଯାଇଥିବାବେଳେ ଶନିବାର ପୂର୍ବାହ୍ନରେ ବାର୍‌ହା ଆକ୍ରମଣରେ ଗୁରୁତର…

ଏହି ପ୍ରଶ୍ନର ଉତ୍ତର ଦେଇ ଐଶ୍ୱର୍ଯ୍ୟା ହୋଇଥିଲେ ବିଶ୍ୱସୁନ୍ଦରୀ

ବଲିଉଡ୍‌ରେ ଏମିତି କିଛି ଅଭିନେତ୍ରୀ ଅଛନ୍ତି, ଯେଉଁମାନେ କେବଳ ସୁନ୍ଦର ଚେହେରାକୁ ନେଇ ନୁହେଁ, ଭଲ ହୃଦୟ ଏବଂ ବ୍ୟବହାରକୁ ନେଇ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି…

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ହେଉ, ନଚେତ ବିଧାନସଭା ଅଚଳ କରିଦିଆଯିବ: ଭାଜପା

ଭୁବନେଶ୍ୱର,୨।୧୧(ବ୍ୟୁରୋ): ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ…

୨୩ ବର୍ଷରୁ କମ୍‌ ବିଶ୍ୱ ରେସ୍‌ଲିଂ: ପୂଜାଙ୍କୁ ରୌପ୍ୟ

ବୁଦାପେଷ୍ଟ,୨।୧୧- ଏଠାରେ ଚାଲିଥିବା ୨୩ ବର୍ଷରୁ କମ୍‌ ବିଶ୍ୱ ରେସ୍‌ଲିଂ ଚାମ୍ପିୟନଶିପରେ ଭାରତ ପାଇଁ ପୂଜା ଗେହଲଟ (୫୩ କେଜି) ଦ୍ୱିତୀୟ ରୌପ୍ୟ ପଦକ ହାସଲ କରିଛନ୍ତି।…

ଭାଲୁ ଆକ୍ରମଣ ବୃଦ୍ଧ ଗୁରୁତର

ଲଖନପୁର,୨।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଭଇଁସାମୁଣ୍ଡା ଗ୍ରାମର ଜଣେ ବୃଦ୍ଧ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ମନିଜର ବାରିକ(୬୫ ) । ସୂଚନାଯୋଗ୍ୟ,…

ମହିଳା କ୍ରିକେଟ: ରୋମାଞ୍ଚଭରା ମ୍ୟାଚ୍‌ରେ ୧ ରନ୍‌ରେ ହାରିଲା ଭାରତ

ଆଣ୍ଟିଗୁଆ,୨।୧୧- ଏଠାରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ରୋମାଞ୍ଚଭରା ପ୍ରଥମ ମ୍ୟାଚ୍‌ରେ ଭାରତୀୟ ମହିଳା ଦଳ ୧ ରନ୍‌ରେ ପରାସ୍ତ ହୋଇଛି। ସ୍ଥାନୀୟ ସାର୍‌ ଭିଭିଆନ ରିଚାଡର୍‌ସ ଷ୍ଟାଡିୟମ୍‌ରେ…