୨୦୨୧ ଜନଗଣନା ପରେ ସାରା ଦେଶରେ ଲାଗୁ ହେବ ଏନ୍‌ଆର୍‌ସି

ନୂଆଦିଲ୍ଲୀ,୨।୧୧: ରାଷ୍ଟ୍ରୀୟ ସ୍ତରରେ ୨୦୨୧ରେ ଜନ ଗଣନା ସରିବା ପରେ ସାରା ଦେଶରେ ଆସାମ ଭଳି ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର(ଏନ୍‌ଆର୍‌ସି) ଲାଗୁ କରାଯିବ ବୋଲି ଜଣାପଡିଛି। ରାଷ୍ଟ୍ରୀୟ…

ମହାରାଷ୍ଟ୍ର ରାଜନୀତିରେ ଆସିଲା ନୂଆ ମୋଡ଼: ଶିବସେନା ସହିତ ସରକାର ଗଠନ ପାଇଁ ସୋନିଆଙ୍କୁ ପରାମର୍ଶ ଦେଲେ କଂଗ୍ରେସ ସଦସ୍ୟ

ମୁମ୍ବାଇ,୨।୧୧: ମହାରାଷ୍ଟ୍ର ରାଜନୀତିରେ ଏବେ ଏକ ନୂଆ ମୋଡ଼ ଆସିଛି। ଶିବସେନା-ଭାଜପା ମଧ୍ୟରେ ଅଙ୍କକଷା ଛିଣ୍ଡୁନି। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ସଦସ୍ୟମାନେ ଶିବସେନା ସହିତ ମେଣ୍ଟ…

‘ରାଧେ’ର ଶୁଟିଂ ଆରମ୍ଭ

ମୁମ୍ବାଇ:ବଲିଉଡ୍‌ ଭାଇଜାନ୍‌ ସଲମାନ୍‌ ଖାନ୍‌ଙ୍କ ଆଗାମୀ ଫିଲ୍ମ ‘ରାଧେ’ର ଶୁଟିଂ ଆରମ୍ଭ ହୋଇଛି। ଏହି ଫିଲ୍ମ ଆସନ୍ତା ବର୍ଷ ଇଦ୍‌ ଅବସରରେ ମୁକ୍ତିଲାଭ କରିବ। ସଲମାନ୍‌ ଶୁକ୍ରବାର…

୯୦ ବର୍ଷ ବୟସରେ ପୁଲ୍‌-ଅପ୍‌ସ: ଚର୍ଚ୍ଚାରେ ଅବସରପ୍ରାପ୍ତ ଏୟାର ମାର୍ଶାଲ

ନୂଆଦିଲ୍ଲୀ: ନିଜକୁ ଫିଟ୍‌ରଖିବା ଲାଗି ସମସ୍ତେ ଚାହାନ୍ତି। ହେଲେ ସମୟ ଅଭାବରୁ ଅଧିକାଂଶ ଜିମ୍‌ ଯିବା କିମ୍ବା ଶାରୀରିକ ପରିଶ୍ରମ କରିବା ପସନ୍ଦ କରି ନ ଥାନ୍ତି।…

୩ ଦିନିଆ ବିଦେଶ ଗସ୍ତରେ ମୋଦି

ନୂଆଦିଲ୍ଲୀ,୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଥାଇଲାଣ୍ଡ ଗସ୍ତ କାର୍ଯ୍ୟକ୍ରମରେ ଶନିବାର ତାଙ୍କର ଯାତ୍ରା ଆରମ୍ଭ କରିଛନ୍ତି। ହୁଷ୍ଟନରେ ଆୟୋଜିତ କାର୍ଯ୍ୟକ୍ରମ ଭଳି ଥାଇଲାଣ୍ଡରେ ଶନିବାର…

ବାରାଣସୀରେ ବିଦ୍ୟୁତ୍‌ କାଟ୍‌: ହାଣ ମୁହଁରେ ନିର୍ଦ୍ଦେଶକ; ତଳ ପଦବୀରେ ଇଞ୍ଜିନିୟର ଭାବେ ହେଲେ ନିଯୁକ୍ତ

ଲକ୍ଷ୍ନୌ,୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର ବାରାଣସୀରେ ବିଦ୍ୟୁତ୍‌ କାଟ୍‌ ଯୋଗୁ ଶକ୍ତିି ବିଭାଗର ଜଣେ ନିର୍ଦ୍ଦେଶକ ପ୍ରଶାସନର ହାଣ ମୁହଁରେ ପଡ଼ିଛନ୍ତି। ତାଙ୍କୁ ମୁଖ୍ୟମନ୍ତ୍ରୀ…

ନିଯୁକ୍ତି ବାଟ ଫିଟୁନି

ଝାରସୁଗୁଡ଼ା ଏକ ଶିଳ୍ପ ବହୁଳ ଜିଲା। ଏଠାରେ ପ୍ରାୟ ୧୧ଟି ବୃହତ୍‌ ଓ ମଧ୍ୟମ ଶ୍ରେଣୀର ଶିଳ୍ପାନୁଷ୍ଠାନ ରହିଛି। ମାତ୍ର ସରକାରଙ୍କ କୋହଳ ନୀତି ଯୋଗୁ ଅଞ୍ଚଳର…

ସର୍କୁଲାର ଜାରି କଲେ ପରିବହନ କମିଶନର: ଯେକୌଣସି ଆର୍‌ଟିଓରେ ଡିଏଲ୍‌ ଆବେଦନ କରିହେବ

କଟକ ଅଫିସ, ଭୁବନେଶ୍ୱର,୨ା୧୧ (ବ୍ୟୁରୋ): ଯାନବାହନ ମାଲିକମାନେ ରାଜ୍ୟର ଯେକୌଣସି ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କ କାର୍ଯ୍ୟାଳୟରେ ନିଜ ଗାଡିର ପଞ୍ଜୀକରଣ କରିବା ସହ ଡ୍ରାଇଭିଂ ଲାଇସେନ୍ସ ପାଇଁ…

ଶିବସେନାକୁ ଝଟ୍‌କା: ମେଣ୍ଟ କରିବେନି ଶରଦ

ମୁମ୍ବାଇ,୨।୧୧: ମହାରାଷ୍ଟ୍ର ବିଧାନସଭାକୁ ନେଇ ସରକାର ଗଠନ କରିବା ଯୋଜନା କରୁଥିବା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଝଟ୍‌କା ଦେବାକୁ ଚାହଁୁଥିବା ଶିବସେନାକୁ ଲାଗିଛି ଝଟ୍‌କା। କାରଣ ଏବେ…

ଉପକୂଳରେ ସବୁଜିମା ସୃଷ୍ଟିକୁ ଗୁରୁତ୍ୱ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ ସମସ୍ୟା ଭାବେ ଦେଖାଦେଲାଣି। ତାପମାତ୍ରା ବୃଦ୍ଧି ଯୋଗୁ ସମୁଦ୍ର ଜଳପତ୍ତନ ବୃଦ୍ଧି…