ମଦନପୁର କଟ୍‌ ନିକଟରୁ ମଦ ଦୋକାନ ଉଚ୍ଛେଦ ଦାବି

ପଟ୍ଟାମୁଣ୍ଡାଇ,୨।୧୨ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ପଞ୍ଚାୟତ ମଦନପୁର କଟ୍‌ ନିକଟରେ ଥିବା ଏକ ଲାଇସେନ୍ସ ପ୍ରାପ୍ତ ବିଦେଶୀ ମଦ ଦୋକାନ ଉଚ୍ଛେଦ ପାଇଁ…

ଏତଲା ହଜାଇ ଦେଲା ପୋଲିସ

ପଟ୍ଟାମୁଣ୍ଡାଇ,୨।୧୨ (ସ୍ବ.ପ୍ର.): ଟ୍ରାକ୍ଟର ଧକ୍କାରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଧୀନ ପନ୍ତୁରୀ ଗ୍ରାମର ଦମୟନ୍ତୀସାମଲ ଗୁରୁତର ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ହେଲେ…

ସୀମାରେ ବଢ଼ୁଛି ଅନୁପ୍ରବେଶ ଉଦ୍ୟମ: ବିଏସ୍‌ଏଫ୍‌ ଡିଜି

ନୂଆଦିଲ୍ଲୀ,୨ା୧୨(ପି.ଟି.): ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ-ପାକ୍‌ ସୀମାନ୍ତ ଅଧିକ ସମ୍ବେଦନଶୀଳ ହୋଇଥିବା ସୀମା…

ସ୍ଥାନାନ୍ତର ହେଲା ବୌଦ୍ଧ ସବ୍‌ଜେଲ

ବୌଦ୍ଧ, ୨।୧୨(ସ୍ବ.ପ୍ର): ବୌଦ୍ଧ ସବ୍‌ଜେଲ୍‌କୁ ଲାଣ୍ଡିବନ୍ଧକୁ ସ୍ଥାନାନ୍ତର କରାଯାଇଛି। ୧୯୧୭ ମସିହାରେ ବୌଦ୍ଧ ସହରର ପୁରୁଣା ବ୍ଲକ ଛକ ଠାରେ ସବ୍‌ଜେଲ ନିର୍ମାଣ ହୋଇଥିଲା । ଏହି…

ଦୀର୍ଘବର୍ଷ ଦାବି ସତ୍ତ୍ୱେ ଶୁଣିଲାନି ପ୍ରଶାସନ: ସେତୁ ନିର୍ମାଣ କଲେ ଲୋକେ

ଆଳି,୨।୧୨ (ଡି.ଏନ୍‌.ଏ.): ସ୍ବାଧୀନତାର ୭୨ ବର୍ଷ ପରେ ବି କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅଧୀନ ପଦନୀପାଳ ପଞ୍ଚାୟତକୁ ଏ ପର୍ଯ୍ୟନ୍ତ ଗମନାଗମନ ଭଳି ମୌଳିକ ସୁବିଧା…

ତିତ୍‌ଲିରେ ଧୋଇଯାଇଛି କଳିଙ୍ଗକୁ ରାସ୍ତା: ବର୍ଷକ ପରେ ବି ପଦକ୍ଷେପ ଶୂନ

ପାରଳାଖେମୁଣ୍ଡି,୨ା୧୨(ସ୍ବ.ପ୍ର.)- ୨୦୧୮ ତିତ୍‌ଲି ବାତ୍ୟାରେ ଗଜପତି ଜିଲା ପ୍ରଭାବିତ ହେବା ସହ ରାୟଗଡ଼ ବ୍ଲକ୍‌ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟା ପରବର୍ତ୍ତୀ ବର୍ଷାରେ ସମସ୍ତ ନଦୀ ନାଳ…

ଦେଶରେ ଥମୁନି ଲଜ୍ଜା

ନୂଆଦିଲ୍ଲୀ,୨ା୧୨: ଦୁଇବର୍ଷ ବିଳମ୍ବ ପରେ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ପକ୍ଷରୁ ଗତ ଅକ୍ଟୋବର ୨୮ରେ ପ୍ରକାଶ ପାଇଥିଲା ଭାରତର ବାର୍ଷିକ ଅପରାଧ ରିପୋର୍ଟ-୨୦୧୭। ଉକ୍ତ…

ଥାନାରେ କୁଠା ଅଭାବ୍‌: ଗଛ୍‌ତଲେ କାମ୍‌ କରୁଛନ୍‌ ଅଧ୍‌କାରୀ

ବିଜେପୁର, ୨।୧୨(ଡି.ଏନ୍‌.ଏ.)- ଆଏଜ୍‌କେ ଶହେ ଦଶ ବଛର୍‌ ତଲେ ବରଗଡ଼ ଜିଲା ବିଜେପୁର ଥାନା ଥାପନା ହେଇଥିଲା। ଏଛେନ୍‌ ଶହେ ଦଶ ଖଁଡ ରାଜସ୍ବ ଗାଁ ସଂଗେ…

ନଳୀନିକାନ୍ତ ସ୍ମାରକୀ ରାଜ୍ୟ ବ୍ୟାଡ୍‌ମିଣ୍ଟନ ଉଦ୍‌ଯାପିତ: ଶ୍ରୁତି, ସ୍ବାଧୀନ ଚାମ୍ପିୟନ

ଭୁବନେଶ୍ୱର, ୨।୧୨(କ୍ରୀଡ଼ା ପ୍ରତିନିଧି)- ଆମେଚର ବ୍ୟାଡ୍‌ମିଣ୍ଟନ କ୍ଲବ ଆନୁକୂଲ୍ୟରେ ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍‌ଡୋର ଷ୍ଟାଡିୟମରେ ୬ଷ୍ଠ ନଳିନୀକାନ୍ତ ମହାନ୍ତି ସ୍ମାରକୀ ରାଜ୍ୟ ଓପନ ର଼୍ୟାଙ୍କିଙ୍ଗ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ…

ହାଇଦ୍ରାବାଦ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର, ହତ୍ୟା ଘଟଣା: ଅଭିଯୁକ୍ତଙ୍କ ମା’ କହିଲେ ବଳାତ୍କାରୀ ପୁଅକୁ ଜାଳିଦିଅ

ହାଇଦ୍ରାବାଦ,୨ା୧୨: ମୋ ପୁଅ ଯଦି ଅପରାଧ ଘଟାଇଛି, ସେ ମୋ ପାଇଁ କେହି ନୁହେଁ। ସେ ଯଦି ବଳାତ୍କାର ଓ ହତ୍ୟା କରିଛି ତାକୁ ବି ଜାଳିଦିଅ।…