ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଥିବା ଏମ୍‌ପି ପିଡିପିରୁ ବିଦା

ଶ୍ରୀନଗର,୨ା୧୧(ପି.ଟି.): ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗଦେଇଥିବା ପିଡିପି ରାଜ୍ୟ ସଭା ସଦସ୍ୟ ନାଜିର ଅହମଦ ଲଓ୍ବେଙ୍କୁ ଶୁକ୍ରବାର ଦଳରୁ ବହିଷ୍କାର କରାଯାଇଛି।…

ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ: ବ୍ଲାକବୋର୍ଡରେ ଲେଖାଗଲା ପ୍ରଶ୍ନ

ଭୁବନେଶ୍ୱର (ବ୍ୟୁରୋ)/ ପୁରୀ ଅଫିସ/ ଗୋପ, (ଡି.ଏନ.ଏ)୨ା୧୧: ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ଷାଣ୍ମାସିକ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। କିନ୍ତୁ ପ୍ରଥମ ଦିନରେ ବିଭ୍ରାଟ…

୧୦,୯୨୬ ଲୋକଙ୍କୁ ଜଣେ ଏଲୋପାଥିକ ଡାକ୍ତର

ନୂଆଦିଲ୍ଲୀ, ୨ା୧୧: ଭାରତରେ ପ୍ରତି ୧୦,୯୨୬ ଲୋକଙ୍କ ଚିକିତ୍ସା ଲାଗି ମାତ୍ର ଜଣେ ଏଲୋପାଥିକ ସରକାରୀ ଡାକ୍ତର ଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ)…

୧୨ ବର୍ଷରେ ଗଡ଼ିଛି ୧,୧୦୯ ଖବରଦାତାଙ୍କ ମୁଣ୍ଡ

ଲଣ୍ଡନ, ୨ା୧୧(ପି.ଟି.): ରାଜନୀତି, ଅପରାଧ ଓ ଦୁର୍ନୀତି ସମ୍ପର୍କରେ ରିପୋର୍ଟିଂ କରୁଥିବା ଖବରଦାତାଙ୍କୁ ବିଭିନ୍ନ ସମୟରେ ଆକ୍ରମଣ କରାଯାଉଛି। ରାଜନୈତିକ ବାହୁଛାୟା ତଳେ ରହି ଅପରାଧୀମାନେ ଗୋଟିଏ…

୨୦୦୮ ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ଆକ୍ରମଣ ମାମଲା: ୩ ପାକିସ୍ତାନୀ ସମେତ ୬ ଦୋଷୀ

ରାମପୁର(ଉତ୍ତରପ୍ରଦେଶ),୨ା୧୧(ଆଇଏଏନ୍‌ଏସ୍‌): ୧୨ ବର୍ଷ ତଳର ସିଆର୍‌ପିଏଫ୍‌ କ୍ୟାମ୍ପ ଆକ୍ରମଣ ଘଟଣାରେ ୮ ଅଭିଯୁକ୍ତଙ୍କ ମଧ୍ୟରୁ ୬ ଜଣଙ୍କୁ ରାମପୁରର ଅତିରିକ୍ତ ଜିଲା ଜଜ୍‌ କୋର୍ଟ ଦୋଷୀସାବ୍ୟସ୍ତ କରିଛନ୍ତି।…

ରଘୁବରଙ୍କୁ ହଟାଇବା ବିରୋଧୀଙ୍କ ପାଇଁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ/ରାଞ୍ଚତ୍,୨ା୧୧: ଝାଡ଼ଖଣ୍ଡ ବିଧାନସଭା ଭୋଟ ପାଇଁ ଶୁକ୍ରବାର ନିର୍ବାଚନ କମିଶନଙ୍କ ତାରିଖ ଘୋଷଣା ସହ ବିଧିବଦ୍ଧ ଭାବେ ବିଗୁଲ ବାଜିଛି। ଏହି ଆଦିବାସୀ ଅଧ୍ୟୁଷିତ ରାଜ୍ୟର ୨.୨୬…

ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ପ୍ରତିଷ୍ଠା ଦିବସ: ଶିଶୁଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସମ୍ମାନଜନକ ଜୀବନ ବଞ୍ଚିବା ପ୍ରତ୍ୟେକ ଶିଶୁର ମୌଳିକ ଓ ଜନ୍ମଗତ ଅଧିକାର। ଶିଶୁଙ୍କ ସାମଗ୍ରିକ ବିକାଶ ପାଇଁ କେବଳ ସରକାର ନୁହନ୍ତି, ସାମାଜିକ ଅନୁଷ୍ଠାନ ଓ…

ପୂର୍ବତଟ ରେଳପଥର ଭିଜିଲାନ୍ସ ବୁଲେଟିନ୍‌ ଉନ୍ମୋଚିତ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ପୂର୍ବତଟ ରେଳପଥ ପକ୍ଷରୁ ଭିଜିଲାନ୍ସ ବୁଲେଟିନ ଉନ୍ମୋଚନ କରାଯାଇଛି। ଶୁକ୍ରବାର ଚନ୍ଦ୍ରଶେଖରପୁରସ୍ଥିତ ରେଳ ସଦନଠାରେ ଏକ ପୁରସ୍କାର…

ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି, ପାର୍କିଂ ଫିକୁ ବିରୋଧ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ବିଏମ୍‌ସି ହୋଲ୍ଡିଂ ଟିକସ ବୃଦ୍ଧି ଓ ବେଆଇନ ପାର୍କିଂ ଫି ଆଦାୟକୁ ତୀବ୍ର ବିରୋଧ କରିଛି ସମାଜବାଦୀ ପାର୍ଟି, ସିପିଏମ୍‌, ଫର୍‌ଓ୍ବାର୍ଡ଼ ବ୍ଲକ୍‌ ଓ…

କିଟ୍‌ ଓ କିସ୍‌ ପରିଦର୍ଶନ କଲେ ରିଜିଜୁ: ଅଲିମ୍ପିକ୍ସରେ ଭାରତକୁ ଜିତାଇବେ ଜନଜାତି

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଅଲିମ୍ପିକ୍ସରେ ଜନଜାତି ଛାତ୍ରୀଛାତ୍ରଙ୍କ ଭୂମିକା ଯଥେଷ୍ଟ ଗୁରୁତ୍ୱ ବହନ କରିବ। ଭାରତରେ ପ୍ରତିଭାର ଅଭାବ ନାହିଁ। ଦେଶର ଗ୍ରାମାଞ୍ଚଳରେ ବହୁ କ୍ରୀଡା ପ୍ରତିଭା ଲୁକ୍କାୟିତ ଭାବେ…