ଲଣ୍ଡନ ବ୍ରିଜ୍‌ ଆକ୍ରମଣରେ ୨ ମୃତ

ଲଣ୍ଡନ,୧ା୧୨(ପି.ଟି.): ଲଣ୍ଡନ ବ୍ରିଜ୍‌ରେ ଶୁକ୍ରବାର ଜଣେ ଆତଙ୍କବାଦୀଙ୍କ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ହେବା ସହ ୩ ଆହତ ହୋଇଥିଲେ। ପୋଲିସ ଗୁଳିରେ ଆକ୍ରମଣକାରୀ ନିହତ ହୋଇଛନ୍ତି।…

ସିଆଚେନରେ ହିମସ୍ଖଳନ : ୨ ଯବାନ ଶହୀଦ

ଶ୍ରୀନଗର, ୧ା୧୨(ପି.ଟି.): କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ଦକ୍ଷିଣ ସିଆଚେନ୍‌ ଗ୍ଲାସିୟର୍‌ ସେକ୍ଟର ନିକଟରେ ଶନିବାର ପାଟ୍ରୋଲିଂ କରୁଥିବା ବେଳେ ହଠାତ୍‌ ହିମସ୍ଖଳନ ହେବାରୁ ୨ ଭାରତୀୟ ଯବାନ…

ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲା: ୩ ପୋଲିସ ନିଲମ୍ବିତ

ହାଇଦ୍ରାବାଦ, ୧ା୧୨ (ଆଇଏଏନ୍‌ଏସ୍‌): ତେଲଙ୍ଗାନାର ମହିଳା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କୁ ଶନିବାର ୧୪ ଦିନ ପାଇଁ ବିଚାର ବିଭାଗୀୟ…

ପାକିସ୍ତାନକୁ ଭାରତ ଓ ଜାପାନର ଆହ୍ବାନ: ଆତଙ୍କବାଦକୁ ଲଗାମ ଦିଅ

ନୂଆଦିଲ୍ଲୀ,୧ା୧୨: ପାକିସ୍ତାନରେ ଥିବା ଆତଙ୍କବାଦୀ ନେଟଓ୍ବର୍କ ଆଞ୍ଚଳିକ ସୁରକ୍ଷା ପ୍ରତି ବିପଦ ବୋଲି ଭାରତ ଓ ଜାପାନ ଏକ ମିଳିତ ବିବୃତିରେ କହିଛନ୍ତି। ଆତଙ୍କବାଦୀ ସଂଗଠନଗୁଡ଼ିକ ବିରୋଧରେ…

କିଡ୍‌ନୀ ଷ୍ଟୋନ ଦୂରକରିବାକୁ ଚାହୁଁଛନ୍ତି, ଆପଣାନ୍ତୁ ଏହି ଉପାୟ..

ସପୁରୀ, ଏକ ସ୍ବାଦିଷ୍ଟ ଫଳ। ଏଥିରେ ଭିଟାମିନ୍‌ ଏ, ଭିଟାମିନ୍‌ ସି, ପୋଟାସିୟମ, ଫାଇବର, ଆଣ୍ଟିଅକ୍ସିଡାଣ୍ଟ ଓ ଫସଫରସ୍‌ ଭରପୂର ମାତ୍ରାରେ ରହିଥାଏ। ଏହା ଶରୀର ପାଇଁ…

ଝିଅ ହତ୍ୟାକାରୀ ମା’ଙ୍କୁ ଆଜୀବନ ଜେଲ

ଅନୁଗୋଳ ଅଫିସ, ୧।୧୨ - ଅନୁଗୋଳ ଜିଲା ନାଲ୍‌କୋ ଥାନା ବାଙ୍କିହଟିଂ ଅଞ୍ଚଳରେ ସାଢେ ୪ ବର୍ଷ ତଳେ ଜଣେ ନାବାଳିକା ହତ୍ୟା ମାମଲାର ରାୟ ଶନିବାର…

୨୯ରେ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ବାର୍ଷିକ ଅଧିବେଶନ: ଯୋଗଦେବେ ସୁପ୍ରିମକୋର୍ଟ ବିଚାରପତି

ଅନୁଗୋଳ ଅଫିସ, ୧।୧୨ - ରାଜ୍ୟ ଆଇନଜୀବୀମାନଙ୍କ ସର୍ବପୁରାତନ ସଙ୍ଗଠନ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ଉତ୍ସବ ଅନୁଗୋଳ ଷ୍ଟାଡ଼ିୟମଠାରେ ଆସନ୍ତା ଡିସେମ୍ବର ୨୯…

ନାସା ଚିଠିକୁ ନେଇ ହଟୁନି ସନ୍ଦେହ: ଆଜି ରିପୋର୍ଟ ଦେବ ସାଇବର ସେଲ୍‌

ଅନୁଗୋଳ ଅଫିସ, ୧।୧୨ - ଅନୁଗୋଳ ହୁଲୁରିସିଂହାର ଲକ୍ଷ୍ମଣ ନାୟକଙ୍କ ପୁଅ ଶୁଭ୍ରାଂଶୁଙ୍କ ମାଭିକ୍‌ ଡ୍ରୋନକୁ ଉଚ୍ଚ ପ୍ରଶଂସା କରି ଆମେରିକା ଯିବାକୁ ଇମେଲ୍‌ରେ ଆସିଥିବା ଚିଠି…

ସିସିଏଙ୍କ ମାଡ଼ରେ ଛାତ୍ର ଆହତ

ଫୁଲବାଣୀ ଅଫିସ,୧ା୧୨- ଟିକାବାଲି ବ୍ଲକ ଛତିଝର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହଷ୍ଟେଲରେ ରହି ପଢ଼ୁଥିବା ଜଣେ ଛାତ୍ର ସିସିଏ(କୁକ୍‌ କମ୍‌ ଆଟେଣ୍ଡାଣ୍ଟ)ଙ୍କ ମାଡରେ ଆହତ ହୋଇଛନ୍ତି।…

ଆଜି ବିଶ୍ୱ ଏଡ୍‌ସ ଦିବସ: ଗଞ୍ଜାମରେ ରାଜ୍ୟର ଏକତୃତୀୟାଂଶ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ୍‌,୧ା୧୨-ଗଞ୍ଜାମ ଜିଲାରେ ଏଡ୍‌ସ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ମଧ୍ୟ ସ୍ଥିତି ସଙ୍ଗିନ ରହିଛି। ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଦେଖିଲେ, ସେଥିରୁ ଏକ ତୃତୀୟାଂଶ ଆକ୍ରାନ୍ତ…