ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲେ କୃଷକ

ପୁଣେ,୧।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା ଏବଂ ଶିବସେନା ମଧ୍ୟରେ ଛକାପଞ୍ଝା ଲାଗିଛି। ଏସବୁ ଭିତରେ ବିଡ ଜିଲାର ଜଣେ ଚାଷୀ ମୁଖ୍ୟମନ୍ତ୍ରୀ ପଦ ପାଇଁ…

ଦୁଇଟି ଗାଡ଼ିରେ ନିଆଁ ଲଗାଇଲେ ଆତଙ୍କବାଦୀ

ଶ୍ରୀନଗର,୧।୧୧: ଜମ୍ମୁ-କଶ୍ମୀର କୁଲଗାମ ଜିଲାରେ ଆତଙ୍କବାଦୀ ସକ୍ରିୟ ରହିଛନ୍ତି। ଶୁକ୍ରବାର ସକାଳେ ବୋନିଗମ ଗଁ। ନିକଟରେ ଦୁଇଟି ଗାଡିରେ କିଛି ଆତଙ୍କବାଦୀ ନିଆଁ ଲଗାଇଦେଇଛନ୍ତି। ନିଆଁ ଲଗାଯାଇଥିବା…

ଘର ସମ୍ମୁଖରୁ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲା ପରିବାର

ବରଗଡ଼ ଅଫିସ/ଝାରବନ୍ଧ, ୧।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ଟୁର୍ଲା ଗ୍ରାମର ଜଣେ ବ୍ୟକ୍ତିଙ୍କ ମୃତଦେହ ନିଜ ଘର ସମ୍ମୁଖରୁ ଗୁରୁବାର ବିଳମ୍ବିତ ରାତିରେ ଉଦ୍ଧାର…

ଆଜିଠୁ ଏଫ୍‌ଆଇଏଚ୍‌ ଅଲିମ୍ପିକ କ୍ୱାଲିଫାୟର୍ସ ହକି ମ୍ୟାଚ୍‌ : ଭୁବନେଶ୍ୱରରେ ଟ୍ରାଫିକ କଟକଣା

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାରଠାରୁ କଳିଙ୍ଗ ଷ୍ଟାଡିୟମରେ ହକିର ମେଗା ଇଭେଣ୍ଟ ଆରମ୍ଭ ହେବ। ଏଫ୍‌ଆଇଏଚ୍‌ ଅଲିମ୍ପିକ୍ସ କ୍ୱାଲିଫାୟର୍ସ ହକି ମ୍ୟାଚ୍‌ ପାଇଁ ଷ୍ଟାଡିୟମ୍‌…

ଏସ୍‌ସିବି ମେଡିକାଲ : କାଡାଭରିକ୍‌ ଟ୍ରାନ୍ସପ୍ଲାଣ୍ଟ ପାଇଁ ତତ୍ପରତା

କଟକ ଅଫିସ,୧।୧୧: ଏସ୍‌ସିବି ମେଡିକାଲରେ କାଡାଭରିକ ଟ୍ରାନ୍ସପ୍ଲାଣ୍ଟ ପାଇଁ ତତ୍ପରତା ପ୍ରକାଶ ପାଇଛି। ଗୁରୁବାର ମେଡିକାଲର ଅଡିଟୋରିୟମ ହଲ୍‌ରେ ଏ ନେଇ ଏକ ଉଚ୍ଚସ୍ତରୀୟ କର୍ମଶାଳା ଅନୁଷ୍ଠିତ…

ମୋଦିଙ୍କୁ ପ୍ରଶଂସା କଲେ ଆମେରିକା ଏମ୍‌ପି

ଓ୍ବାଶିଂଟନ୍‌,୧।୧୧: ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ହଟିବା ନିଷ୍ପତ୍ତି ବେଶ୍‌ ପ୍ରଶଂସନୀୟ ବୋଲି ଆମେରିକା ଏମ୍‌ପି ଜର୍ଜ ହୋଲ୍ଡିଂ କହିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସାର ପାତ୍ର…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା : ପୂର୍ବତନ ଖଣି ଅଧିକାରୀଙ୍କୁ ଜେଲ୍‌ଦଣ୍ଡ

କଟକ ଅଫିସ,୧।୧୧ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଜଣେ ଅବସରପ୍ରାପ୍ତ ଖଣି ଅଧିକାରୀଙ୍କୁ ଜେଲ୍‌ ଓ ଜରିମାନା ଦଣ୍ଡାଦେଶ ହୋଇଛି। ସେ ହେଲେ କେନ୍ଦୁଝର…

ଅନୁଷ୍କାଙ୍କୁ କ୍ଷମା ମାଗିଲେ ଫାରୁକ୍‌ ଇଞ୍ଜିନିୟର

ନୂଆଦିଲ୍ଲୀ,୧।୧୧:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ କ୍ଷମା ମାଗିଛନ୍ତି ଫାରୁକ୍‌ ଇଞ୍ଜିନିୟର। ଇଂଲଣ୍ଡରେ ଅନୁଷ୍ଠିତ ବିଶ୍ୱକପରେ ଭାରତୀୟ ଦଳର…

ଆଜି ଖୋଲିଲା ଶିମିଳିପାଳ : ପ୍ରଥମ ଦିନରେ ପର୍ଯ୍ୟଟକଙ୍କୁ ସ୍ବାଗତ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା

ବାରିପଦା ଅଫିସ,୧।୧୧: ପର୍ଯ୍ୟଟକମାନଙ୍କ ପାଇଁ ଶୁକ୍ରବାରଠାରୁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି। ଅଭୟାରଣ୍ୟ ଭିତରକୁ ପର୍ଯ୍ୟଟକମାନେ ପିଠାବଟା(ଲୁଲୁଙ୍ଗ) ଓ କାଳିଆଣି(ଯଶିପୁର) ଗେଟ୍‌ ଦେଇ ଯାଇଛନ୍ତି। ପିଠାବଟା ଗେଟ୍‌ ଦେଇ…

ବସ୍ତିମୁକ୍ତ ଭୁବନେଶ୍ୱର, ଉଚ୍ଛେଦ ହେବ ୪ ବସ୍ତି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ମିଳିତ ଏନ୍‌ଫୋର୍ସମେଣ୍ଟ ଦଳ ଦ୍ୱାରା ନଭେମ୍ବର ପ୍ରଥମ ସପ୍ତାହରେ ୪ଟି ବସ୍ତିରେ ଉଚ୍ଛେଦ କରାଯିବ। ଶୁକ୍ରବାର ନୀଳମାଧବ ବସ୍ତିର ‘ସି’ ବ୍ଲକ୍‌ରେ ଉଚ୍ଛେଦ କରାଯିବାକୁ ଥିବା…