ଉପସ୍ଥାନ ଯାଞ୍ଚ କଲେ ଉପଜିଲାପାଳ

ବନ୍ତଳା,୧ା୧୧(ଡି.ଏନ.ଏ.)-ଅନୁଗୋଳ ଜିଲା ବନ୍ତଳାସ୍ଥିତ ଶ୍ରୀ ଚନ୍ଦ୍ରଶ୍ରେଖର ଜୁନିୟର ମହାବିଦ୍ୟାଳୟ, ଯୁକ୍ତ ତିନି ଉଚ୍ଚତର ଶିକ୍ଷା ମହାବିଦ୍ୟାଳୟ ଓ ପାତେଳି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଗୁରୁବାର ଉପଜିଲାପାଳ…

କିଶୋରନଗର ପଞ୍ଚାୟତ ସମିତି ବୈଠକ: ପ୍ରଶାସନିକ ଅଧିକାରୀ ଅଧିକ ଯତ୍ନବାନ ହୁଅନ୍ତୁ

ବଇଣ୍ଡା,୧ା୧୧(ଡି.ଏନ.ଏ.)- କିଶୋରନଗର ପଞ୍ଚାୟତ ସମିତିର ୯ମ ବୈଠକ ବ୍ଲକ ସଭାଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷା ବବିତା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ଆଠମଲ୍ଲିକ…

ବହୁ ଚର୍ଚ୍ଚିତ ସନ୍ଦୀପ ନନ୍ଦ ହତ୍ୟା ମାମଲା:୧୦ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

ଭୁବନେଶ୍ୱର, ୧-୧୧(ବ୍ୟୁରୋ):ବହୁଚର୍ଚ୍ଚିତ ସନ୍ଦୀପ ନନ୍ଦ ହତ୍ୟା ମାମଲାର ଶୁଣାଣି କରି ଭୁବନେଶ୍ୱର ଚତୁର୍ଥ ଅତିରିକ୍ତ ଜିଲା ଦୌରାଜଜ୍‌ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ୧୦ଜଣ ଅଭିଯୁକ୍ତଙ୍କୁ…

ମହାରାଷ୍ଟ୍ରରେ କ୍ଷମତା ଯୁଦ୍ଧ:ଉଦ୍ଧବ ନେବେ ଚୂଡ଼ାନ୍ତ ନିଷ୍ପତ୍ତି

ମୁମ୍ବାଇ,୧-୧୧:ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମଧ୍ୟରେ କ୍ଷମତା ଲଢ଼େଇ ଜାରି ରହିଛି। ଶିବସେନାର ବରିଷ୍ଠ ନେତା ଏକ୍‌ନାଥ ସିନ୍ଧେ ବୁଧବାର ବିଧାୟକ ଦଳ ନେତା ନିର୍ବାଚିତ ହେବା…

ଯୋଗାଣ ସହାୟକଙ୍କୁ ମାଡ଼, ଥାନାରେ ଏତଲା

କୁକୁଡାଖଣ୍ଡି,୧ା୧୧(ଡି.ଏନ.ଏ.)- କୁକୁଡାଖଣ୍ଡି ବ୍ଲକ କଙ୍କିଆ ପଞ୍ଚାୟତର ଯୋଗାଣ ସହାୟକଙ୍କୁ ଗ୍ରାମର ଏକ ପରିବାର ଆକ୍ରମଣ କରିଥିବା ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, କଙ୍କିଆ ପଞ୍ଚାୟତର…

ସୋରଡା ଆଦର୍ଶ ବିଦ୍ୟାଳୟ: ୨ଦିନ ହେଲା ଆସୁନାହାନ୍ତି ଛାତ୍ରୀଛାତ୍ର

ସୋରଡା, ୧ା୧୧(ଡି.ଏନ୍‌.ଏ.)- ରାଜ୍ୟ ସରକାର ଗରିବ ମେଧାବୀ ଛାତ୍ରୀଛାତ୍ରଙ୍କୁ ଇଂରାଜୀ ମାଧ୍ୟମରେ ଶିକ୍ଷା ଦେବାକୁ ପଛୁଆ ବ୍ଲକରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ। ମାତ୍ର ବିଭିନ୍ନ ସ୍ଥାନରେ…

ପାକିସ୍ତାନରେ ରେଳ ଟ୍ରାଜେଡି: ଚଳନ୍ତା ଟ୍ରେନ୍‌ରେ ନିଆଁ: ୭୪ ଦଗ୍ଧ

ଇସ୍‌ଲାମାବାଦ/ଲାହୋର,୧-୧୧:(ପି.ଟି./ଆଇଏଏନ୍‌ଏସ୍‌)ପାକିସ୍ତାନର ପୂର୍ବ ପଞ୍ଜାବ ପ୍ରଦେଶସ୍ଥିତ ଲିଆକତ୍‌ପୁର ନିକଟରେ ଗୁରୁବାର ସକାଳେ ଏକ ଯାତ୍ରୀବାହୀ ଟ୍ରେନ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। କରାଚୀରୁ ରାଓ୍ବଲପିଣ୍ଡି ଯାଉଥିବା ତେଜ୍‌ଗାମ୍‌ ଏକ୍ସପ୍ରେସ୍‌ରେ ଦୁଇଟି…

ଗଞ୍ଜାମରେ ଟିକାକରଣ ଲକ୍ଷ୍ୟ ପୂରଣ: ପ୍ରଶଂସା ପ୍ରମାଣପତ୍ର ଗ୍ରହଣ କଲେ ଜିଲାପାଳ

ଛତ୍ରପୁର,୧ା୧୧(ଡି.ଏନ.ଏ)- ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ନୂଆଦିଲ୍ଲୀ ଜନପଥସ୍ଥିତ ଡ. ଆମ୍ବେଦକାର ଇଣ୍ଟରନ୍ୟାଶନାଲ ସେଣ୍ଟରଠାରେ ପଲ୍‌ସ ପୋଲିଓ ସିଲଭର ଜୁବିଲି…

ବେପରୁଆ ଗାଡ଼ି ଚାଳନା: ୨୩୭୦ ଜଣଙ୍କ ଡିଏଲ୍‌ ରଦ୍ଦ

ଛତ୍ରପୁର,୧ା୧୧(ଡି.ଏନ.ଏ)- ଚଳିତବର୍ଷ ସେପ୍ଟେମ୍ବର ମାସ ସୁଦ୍ଧା ଗଞ୍ଜାମ ଜିଲାରେ ୨,୩୭୦ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି। ବେପାରୁଆ ଗାଡିଚାଳନା, ହେଲ୍‌ମେଟ୍‌ ନ ପିନ୍ଧି ଓ ମଦ୍ୟପାନ…

ମଦ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ

ହାତୀଓଟ,୧ା୧୧- ପୋଲସରା ବ୍ଲକ ମନ୍ଦାର ପଞ୍ଚାୟତର ମାଳତୀବାଡି ଗ୍ରାମରେ ମଦ ବିକ୍ରିକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଗୁରୁବାର ଗ୍ରାମର ଏସ୍‌ଏଚ୍‌ଜି ମହିଳାମାନେ ମନ୍ଦାର - ଆସିକା ମୂଖ୍ୟ…