ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ: ୧୨ରେ ହାଜର ହେବାକୁ ଡ୍ରାଭିଡଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧।୧୧(ପି.ଟି.)- ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ପୂର୍ବତନ କ୍ରିକେଟର ତଥା ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ନିର୍ଦ୍ଦେଶକ ରାହୁଲ ଡ୍ରାଭିଡଙ୍କ ପିଛା ଛାଡୁନାହିଁ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ…

ରବି ଶାସ୍ତ୍ରୀ ଏନ୍‌ସିଏ ସହିତ ସମ୍ପୃକ୍ତ ରହିବେ

କୋଲକାତା, ୧ା୧୧ (ପି.ଟି.)-ରବି ଶାସ୍ତ୍ରୀଙ୍କୁ ସିନିୟର ଦଳର କୋଚ ଦାୟିତ୍ୱ ତୁଲାଇବା ବ୍ୟତୀତ ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନସିଏ) ସହିତ ସମ୍ପୃକ୍ତ ହେବାକୁ ପଡ଼ିବ ବୋଲି ଜାତୀୟ…

ଇଣ୍ଡିଆନ ସୁପରଲିଗ୍‌: ଓଡିଶା ଏଫ୍‌ସିର ପ୍ରଥମ ବିଜୟ

ଭୁବନେଶ୍ୱର, ୧।୧୧(କ୍ରୀଡ଼ା ପ୍ରତିନିଧି)-ଚଳିତ ଇଣ୍ଡିଆନ ସୁପର ଲିଗ୍‌(ଆଇଏସଏଲ)ରେ ଓଡ଼ିଶା ଏଫସି ଗୁରୁବାର ପ୍ରଥମ ବିଜୟ ସ୍ବାଦ ଚାଖିଛି। ମୁମ୍ବାଇ ଫୁଟବଲ ଏରେନାରେ ଅନୁଷ୍ଠିତ ଲିଗର ଦ୍ୱାଦଶ ମ୍ୟାଚରେ…

ପାରାଲିସିସ୍‌ରେ ପୀଡ଼ିତ ୩ ଥର ଅଲିମ୍ପିକ୍‌ ରୋଇଂ ଚାମ୍ପିୟନ

ଲଣ୍ଡନ,୧।୧୧(ଏଏଫ୍‌ପି)- ଟ୍ରିପଲ ଅଲିମ୍ପିକ୍‌ ରୋଇଂ (ନୌଚାଳନା) ଚାମ୍ପିୟନ ପିଟ ରିଡ୍‌ ପକ୍ଷାଘାତରେ ପୀଡ଼ିତ ହୋଇଛନ୍ତି। ମେରୁଦଣ୍ଡରେ ଷ୍ଟ୍ରୋକ୍‌ ଯୋଗୁ ତାଙ୍କ ଛାତି ତଳ ସମ୍ପୂର୍ଣ୍ଣ ଅକ୍ଷମ ହୋଇଯାଇଥିବା…

ଇଞ୍ଜିନିୟରଙ୍କ ଅଭିଯୋଗକୁ ଅନୁଷ୍କାଙ୍କ ଖଣ୍ଡନ

ନୂଆଦିଲ୍ଲୀ,୧।୧୧(ପି.ଟି.)- ଇଂଲଣ୍ଡରେ ଅନୁଷ୍ଠିତ ବିଶ୍ୱକପ୍‌ବେଳେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କୁ ଚୟନକର୍ତ୍ତା ଚା’ ପରଷି ଥିବା ଭଳି ଗୁରୁତର ଅଭିଯୋଗ ଆଣିଛନ୍ତି…

୧୨ ହଜାର କର୍ମଚାରୀ ଛଟେଇ କରିବ କଗ୍‌ନିଜାଣ୍ଟ

ନୂଆଦିଲ୍ଲୀ,୧-୧୧: ପ୍ରମୁଖ ଆଇଟି କମ୍ପାନୀ କଗ୍‌ନିଜାଣ୍ଟ ଆଗାମୀ ତ୍ରୈମାସଗୁଡିକରେ ଏହାର ୧୨ ହଜାର କର୍ମଚାରୀଙ୍କୁ ଛଟେଇ କରିବ। ଖର୍ଚ୍ଚ କାଟ ଯୋଜନାରେ କମ୍ପାନୀ ଏଭଳି ପଦକ୍ଷେପ ନେବ…

ଧାର୍ଯ୍ୟ ଲକ୍ଷ୍ୟର ୯୩% ଛୁଇଁଲା ବିତ୍ତୀୟ ନିଅଣ୍ଟ

ନୂଆଦିଲ୍ଲୀ,୧-୧୧: ଦେଶର ବିତ୍ତୀୟ ନିଅଣ୍ଟ ବଜେଟ ହୋଇଥିବା ଧାର୍ଯ୍ୟ ଲକ୍ଷ୍ୟର ୯୩% ଛୁଇଁଛି। ଚଳିତ ଆର୍ଥତ୍କ ବର୍ଷର ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ଏହା ୬.୫୨ ଲକ୍ଷ…

ପ୍ରମୁଖ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ୫.୨% ହ୍ରାସ

ନୂଆଦିଲ୍ଲୀ,୧-୧୧: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଚଳିତ ବର୍ଷ ସେପ୍ଟେମ୍ବରରେ ପ୍ରମୁଖ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ହାର ୫.୨% ହ୍ରାସ ଘଟିଛି। ଗତ ବର୍ଷ ସମାନ…

ଗୋଲ୍ଡ ଆମ୍‌ନେଷ୍ଟି ସ୍କିମ୍‌ ନେଇ ସରକାରଙ୍କ ପ୍ରସ୍ତାବ ନାହିଁ

ନୂଆଦିଲ୍ଲୀ,୧-୧୧: ଚୋରା ସୁନା ଉପରେ କାର୍ଯ୍ୟାନଷ୍ଠାନ ଅନ୍ତର୍ଗତ ଗୋଲ୍ଡ ଆମ୍‌ନେଷ୍ଟି ସ୍କିମ୍‌ ଆଣିବା ଲାଗି ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ। ଏଭଳି ଏକ ସ୍କିମଖ ଆସିବ ବୋଲି…

ଡିଡିଟି, କ୍ୟାପିଟାଲ ଗେନ୍ସ ଟାକ୍ସ କମିବନି

ନୂଆଦିଲ୍ଲୀ,୧-୧୧: ସରକାର ପୁଞ୍ଜିବଜାର ନିବେଶକଙ୍କୁ ଖୁସି କରାଇବା ଲାଗି ଲଙ୍ଗଟର୍ମ କ୍ୟାପିଟାଲ ଗେନ୍ସ ଏବଂ ଡିଜିଡେଣ୍ଡ ଡିଷ୍ଟ୍ରିବ୍ୟୁଶନ ଟାକ୍ସ(ଡିଡ଼ିଟି)ରେ କିଛିଟା କୋହଳ ବ୍ୟବସ୍ଥା କରିବା ନେଇ ଏକ…