କଦଳା ଗଣ୍ଡର ପୁନରୁଦ୍ଧାର, ଦଳ ନିଷ୍କାସନ ଦାବି

ରସୁଲପୁର,୨୯।୧୧(ଡିଏନଏ): ଯାଜପୁର ଜିଲା ରସୁଲପୁର ବ୍ଲକ ନରସିଂହପୁର ପଞ୍ଚାୟତ ସୀମାଦେଇ ବହିଯାଇଥିବା କଦଳା ଗଣ୍ଡ (ଗୋବରୀ ନାଳ)ର ପୁନରୁଦ୍ଧାର ପାଇଁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ…

ଜିଲା ପରିଷଦ, ସମିତି ସଭ୍ୟ, ସରପଞ୍ଚ ଉପନିର୍ବାଚନ: ୪ ଜିଲା ପରିଷଦ ଅକ୍ତିଆର କଲା ବିଜେଡି

ଭୁବନେଶ୍ୱର,୨୯-୧୧(ବ୍ୟୁରୋ):ରାଜ୍ୟର ବିଭିନ୍ନ ଜିଲାରେ ଖାଲିପଡ଼ିଥିବା ୪ ଜିଲାପରିଷଦ ଆସନ, ୨୧ ସମିତି ସଭ୍ୟ, ୧୭ ସରପଞ୍ଚ ଓ ୩୦୩ ଓ୍ବାର୍ଡମେମ୍ବର ପଦ ପାଇଁ ବୁଧବାର ହୋଇଥିବା ଉପନିର୍ବାଚନର…

ଆଗୁଆ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୨୯-୧୧(ବ୍ୟୁରୋ):ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଆଗୁଆ ଶେଷ ହୋଇଛି। ସରକାରଙ୍କ ଆଉ କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ କିମ୍ବା ବିଲ୍‌ ନ ଥିବାରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର…

ଉଦ୍ଧବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ:୩ ଦଳରୁ ୨ ଜଣ ଲେଖାଏ ମନ୍ତ୍ରୀ

ମୁମ୍ବାଇ,୨୯-୧୧(ପି.ଟି.):ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ମହାରାଷ୍ଟ୍ରର ଅଷ୍ଟାଦଶ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ସନ୍ଧ୍ୟାରେ ଶପଥ ଗ୍ରହଣ କରିଛନ୍ତି। ଶିବସେନାରୁ ଏହି ଶୀର୍ଷ ପଦବୀ ଅଳଙ୍କୃତ କରିବାରେ ୫୯…

ସାଆନ୍ତରାପୁର(କ) ସରପଞ୍ଚ ପଦବୀ ଉପନିର୍ବାଚନ: ୮୬% ମତଦାନ, ଆଜି ଫଳାଫଳ

ଛେଣ୍ଡିପଦା/ବଅଁରପାଳ, ୨୮।୧୧(ଡି.ଏନ.ଏ.)-ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସାଆନ୍ତରାପୁର(କ) ପଞ୍ଚାୟତର ସରପଞ୍ଚ ଉପନିର୍ବାଚନ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମତଦାନ ପାଇଁ ୧୩ଟି ବୁଥ କରାଯାଇଥିଲା। ୩୬୦୫…

ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ୍‌ ଟୁର୍ନାମେଣ୍ଟ: ୬ ଗ୍ରାଉଣ୍ଡରେ ଖେଳାଗଲା ୧୨ ମ୍ୟାଚ

ଅନୁଗୋଳ ଅଫିସ, ୨୮।୧୧-ଅନୁଗୋଳ ଜିଲାରେ ବୁଧବାର ୧୭ବର୍ଷରୁ କମ୍‌ ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଛି। ୬ ଗ୍ରାଉଣ୍ଡରେ ମୋଟ ୧୨ ମ୍ୟାଚ ଖେଳାଯାଇଥିଲା। ପୁରୁଷ…

୧୦ଟା ପର୍ଯ୍ୟନ୍ତ ଛାଡୁନି କୁହୁଡ଼ି, ୧୧ଡିଗ୍ରୀ ତଳେ ପାରଦ

ବାଲିଗୁଡା,୨୯ା୧୧ (ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡାରେ ଘନ କୁହୁଡି ସହ ଶୀତ ଲହରି ଜାରି ରହିଛି। ସକାଳ ୧୦ ପଯର୍‌ୟନ୍ତ କୁହୁଡି ଆଚ୍ଛାଦିତ ହୋଇ ରହୁଥିବାରୁ ଜନଜୀବନ…

୩ ଦିନ ପରେ ଟଳିଲା ବସ୍‌ ଧର୍ମଘଟ

ବ୍ରହ୍ମପୁର ଅଫିସ,୨୯ା୧୧- ୩ ଦିନ ପରେ ଧର୍ମଘଟରୁ ହଟିଛନ୍ତି ଗଞ୍ଜମ ଘରୋଇ ବସ୍‌ ମାଲିକ ସଂଘ।ବ୍ରହ୍ମପୁର ସିଟି ବସ୍‌ଷ୍ଟାଣ୍ଡରୁ ଘରୋଇ ବସ୍‌ ଚଳାଚଳ କରିବା ନେଇ ମନ୍ତ୍ରୀଙ୍କ…

ବଡ଼ଭାଇ କୁରାଢ଼ି ଚୋଟରେ ସାନଭାଇ ମୃତ

ପୋଲସରା,୨୯ା୧୧- ଗଞ୍ଜାମ ଜିଲା ପୋଲସରା ବ୍ଲକ ବେଲଙ୍ଗା ପଞ୍ଚାୟତ ମନଶିଳା ଗ୍ରାମର ପଣ୍ଡିତ ନାହାକଙ୍କ ମବଡ଼ପୁଅ କେଶବ ତାଙ୍କ ସାନ ଭାଇ କୁନାଙ୍କୁ ଗୁରୁବାର ସକାଳେ ଘରୋଇ…

ସିବିଆଇ ଅଫିସର କହି ଲୁଟ୍‌

ଭଞ୍ଜନଗର,୨୯।୧୧(ଡି.ଏନ୍‌.ଏ.)- ଭଞ୍ଜନଗର ଆର୍‌ସିରୋଡ଼ରେ ଗୁରୁବାର ଜଣେ ଦୁର୍ବୃତ୍ତ ସିବିଆଇ ଅଫିସର କହି ଜଣେ ବ୍ୟକ୍ତିଙ୍କଠାରୁ ଅଳଙ୍କାର ଓ ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ରର ଶିକାର ହୋଇଛନ୍ତି ଡ଼ାଲିଆ…