କାମ କରୁନି ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରର ଶୌଚାଳୟ: ଡାଇପର ପିନ୍ଧୁଛନ୍ତି ମହାକାଶ ଯାତ୍ରୀ

ଓ୍ବାଶିଂଟନ,୨୮।୧୧: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରର ଶୌଚାଳୟ କାମ କରୁନି। ଫଳରେ ମହାକାଶ ଯାତ୍ରୀମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେମାନେ ଏବେ ଡାଇପର ପିନ୍ଧୁଛନ୍ତି। ଏହି କେନ୍ଦ୍ରରେ…

ଟି-ଶାର୍ଟକୁ ନେଇ ଚର୍ଚ୍ଚାରେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ର ସବୁଠାରୁ ବ୍ୟସ୍ତ ଷ୍ଟାର୍‌ ଭାବେ ସୁପର୍‌ଷ୍ଟାର୍‌ ଅକ୍ଷୟ କୁମାର ପରିଚିତ। ତାଙ୍କର ଗୋଟିଏ ପରେ ଗୋଟିଏ ଫିଲ୍ମ ରିଲିଜ୍‌ ହେଉଥିବାବେଳେ ଏଥିପାଇଁ ସେ ଲଗାତର…

ଡିସେମ୍ବର ପହିଲାରୁ କଡ଼ାକଡ଼ି ହେବ ଯାନବାହନ ଯାଞ୍ଚ: ବିଧାନସଭାରେ କୋହଳ ଅବଧିକୁ ଆଉ ତିନି ମାସ ବଢ଼ାଇବାକୁ ଦାବି

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସମଗ୍ର ଦେଶରେ ସଂଶୋଧିତ ମୋଟର ଯାନ ଆଇନ ୨୦୧୯ ଲାଗୁ ହୋଇଛି। ସେପ୍ଟେମ୍ବର ପହିଲାରୁ ଏହି ଆଇନ ରାଜ୍ୟରେ ଲାଗୁ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପୂର୍ଣ୍ଣମାତ୍ରାରେ…

କଲରାଡୋରେ ପ୍ରବଳ ବରଫପାତ: ୫୦ ଲକ୍ଷ ଲୋକ ପ୍ରଭାବିତ

ଡେନଭର,୨୮।୧୧: ଆମେରିକାର ପଶ୍ଚିମଭାଗ କଲରାଡୋର ରାଜଧାନୀ ଡେନଭର ଓ ଏହାର ଆଖପାଖ ଅଞ୍ଚଳରେ ହୋଇଥିବା ବରଫପାତ ଓ ବରଫଝଡ଼ରେ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ସେଠାରେ ଆୟୋଜିତ…

ହାଇଦ୍ରାବାଦକୁ ପର୍ଯ୍ୟଟନ ମନ୍ତ୍ରୀ ମହିଳାଙ୍କୁୁ ନେବା ପ୍ରସଙ୍ଗ: ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ରାଜ୍ୟ ସରକାରଙ୍କ ଦ୍ୱାରା ହାଇଦ୍ରାବାଦରେ ଆୟୋଜିତ ରୋଡ ଶୋ’କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଦୁଇଜଣ ମହିଳାଙ୍କୁ ସାଙ୍ଗରେ…

ଉଦ୍ଧବଙ୍କ ଆଗରେ ୫ ଆହ୍ବାନ: ମେଣ୍ଟ ସଦସ୍ୟଙ୍କ ମଧ୍ୟରେ ରଖିବାକୁ ହେବ ସନ୍ତୁଳନ !

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଶିବସେନା-ଏନ୍‌ସିପି-କଂଗ୍ରେସର ମେଣ୍ଟ ସରକାର ଗଠନ ହେବାକୁ ଯାଉଛି। ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସମ୍ମୁଖରେ ୫ଟି ମୁଖ୍ୟ ଆହ୍ବାନ ଦେଖାଦେବ ବୋଲି…

୩ ସମବାୟ ସମିତି ଜରିଆରେ ୧ଲକ୍ଷ ୫୦ ହଜାରରୁ ଊର୍ଦ୍ଧ୍ୱ କ୍ୱିଣ୍ଟାଲ ଧାନ କ୍ରୟ ଲକ୍ଷ୍ୟ

କର୍ଲାମୁଣ୍ଡା,୨୮।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୩ଟି ସମବାୟ ସମିତି ଜରିଆରେ ଚାଷୀଙ୍କ ଧାନ କ୍ରୟ କରାଯିବାକୁ ଆନୁଷ୍ଠାନିକ ଭାବେ ରିଷିଡା, କର୍ଲାମୁଣ୍ଡା, ଯୋରାଡବ୍ରାଠାରେ ମଣ୍ଡି ଉଦ୍‌ଘାଟନ…

ତେନ୍ତୁଲିଡିହୀ ପଞ୍ଚାୟତ ଉପନିର୍ବାଚନ: ପ୍ରତାପ ବିଶ୍ୱାଳ ବିଜୟୀ

ଚାନ୍ଦବାଲି,୨୮।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ତେନ୍ତୁଲିଡିହୀ ପଞ୍ଚାୟତ ଉପନିର୍ବାଚନରେ ବିଜେଡି ସମର୍ଥିତ ସରପଞ୍ଚ ପ୍ରାର୍ଥୀ ପ୍ରତାପ କୁମାର ବିଶ୍ୱାଳ ୪୨୪ ଭୋଟରେ ନିଜର ପ୍ରତଦ୍ୱନ୍ଦୀ ତପସ୍ବିନୀ…

ବ ଲି ଉ ଡ୍‌ ହା ଲ ଚା ଲ

*ନୂଆ ସିନେମା ‘ସତ୍ତେ ପେ ସତ୍ତା’ରେ ଅନୁଷ୍କା ଶର୍ମା ଜଣେ ଶିକ୍ଷୟିତ୍ରୀ ଭୂମିକାରେ ଅଭିନୟ କରିବେ। *‘ବଣ୍ଟି ଔର ବବଲି’ ସିକୁଏଲ୍‌ କାଷ୍ଟିଂରୁ ଅଭିଷେକ ବଚ୍ଚନ ବାଦ୍‌…

ବୁଲବୁଲ ଉଜାଡିଦେଲା ୪ ଏକର ଫସଲ: ନୂରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୂରୁଗାଁ ଗ୍ରାମର ଜଣେ ଚାଷୀ ବିଷପିଇ ଆତ୍ମହତ୍ୟା କରିଥିବା ଗୁରୁବାର ପରିବାରଲୋକେ ଅଭିଯୋଗ କରିଛନ୍ତି। ସେ ହେଲେ ରାମଚନ୍ଦ୍ର ବାରିକ(୮୦)।…