ଏମ୍‌ପି ଅନୁଭବ-ମନୋଜିତ କଳି: ଏସ୍‌ଡିଜେଏମ୍‌ କୋର୍ଟରେ ବୟାନ ରେକର୍ଡ

କଟକ ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ଛାତ୍ର ବିଜେଡି ନେତା ମନୋଜିତ ଦାସ ଏସ୍‌ଡିଜେଏମ୍‌ କୋର୍ଟରେ ଏକ କମ୍ପ୍ଲେନ କେସ୍‌ ଦାଏର କରିଥିଲେ। ଉକ୍ତ…

ଶିଳ୍ପସଂସ୍ଥାରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା: ଦଳମତ ନିର୍ବିଶେଷରେ ବିଧାୟକଙ୍କ ଅଭିଯୋଗ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟର ଜମି, ଜଳ, ଜଙ୍ଗଲକୁ ବ୍ୟବହାର କରି ସଂଖ୍ୟାଧିକ କମ୍ପାନୀ ଶିଳ୍ପ ସମୃଦ୍ଧ ହୋଇଛନ୍ତି। ହେଲେ ସେହି ପରିମାଣରେ ରାଜ୍ୟର ମାନବ ସମ୍ବଳକୁ ନିଯୁକ୍ତି ଦେବାରେ…

ଉଦ୍ଧବଙ୍କ ଶପଥ ଗ୍ରହଣ ପୂର୍ବରୁ ଲାଗିଲା ବାଲାସାହେବ-ଇନ୍ଦିରାଙ୍କ ପୋଷ୍ଟର

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଗତ ମାସେ ହେଲ ଲାଗି ରହିଥିବା ରାଜନୀତି ଡ୍ରାମା ପରେ ଶେଷରେ ଶିବସେନା ନେତା ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ଗ୍ରହଣ…

ଏସ୍‌ସିବି ମେଡିକାଲରୁ ଡିସ୍‌ଚାର୍ଜ ହେଲେ ଆଶୀର୍ବାଦ

କଟକ ଅଫିସ,୨୮ା୧୧: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ତଥା ବରିଷ୍ଠ କ୍ରୀଡ଼ା ସଙ୍ଗଠକ ଆଶୀର୍ବାଦ ବେହେରା ବୁଧବାର ଏସ୍‌ସିବି ମେଡିକାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି।…

ମହିଳାଙ୍କୁ ସୁରକ୍ଷା ଯୋଗାଇବାରେ ସରକାର ବିଫଳ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ରାଜ୍ୟ ସରକାର ମହିଳାମାନଙ୍କୁ ସୁରକ୍ଷା ଯୋଗାଇ ଦେବାରେ ବିଫଳ ହୋଇଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଅଭିଯୋଗ କରିଛନ୍ତି। ବୁଧବାର ବିଧାନସଭାର ଶୂନ୍ୟକାଳରେ…

ଉଦ୍ଧବଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୋଦିଙ୍କୁ ଆମନ୍ତ୍ରଣ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଗୁରୁବାର ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଶିବାଜୀ ପାର୍କରେ ସମସ୍ତ ବ୍ୟବସ୍ଥା କରାଯାଇଛି।…

ଉଦ୍ଧବଙ୍କ ଶପଥ ଗ୍ରହଣ ଉତ୍ସବରେ ଷ୍ଟେଜ୍‌ରେ ରହିବେ ଏହି କୃଷକ ପରିବାର

ମୁମ୍ବାଇ,୨୮।୧୧: ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ମୁମ୍ବାଇର ଶିବାଜୀ ପାର୍କରେ ହେବାକୁ ଥିବା ଏହି ଶପଥ…

ଓଡ଼ିଶାରେ ହ୍ରାସ ପାଉଛି ଦୁର୍ନୀତି

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଏକଦା ଦେଶର ଭୋକର ଭୂଗୋଳ ଥିବା ଓଡ଼ିଶା ଅନ୍ୟତମ ପ୍ରମୁଖ ଧାନ ଉତ୍ପାଦନକାରୀ ରାଜ୍ୟ ଭାବେ ଉଭା ହୋଇଛି। ସାରା ଭାରତବର୍ଷରେ ପୁଞ୍ଜିନିବେଶ ପାଇଁ ନିବେଶକମାନେ…

ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲେ ବିରୋଧୀ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ବ୍ୟାପକ ଅନିୟମିତତା ଅଭିଯୋଗ ନେଇ ବୁଧବାର ବିଧାନସଭାରେ ସରଗରମ ଆଲୋଚନା ହୋଇଥିଲା। ଏହି ପ୍ରସଙ୍ଗରେ ସରକାରଙ୍କୁ ଅକଳରେ ପକାଇବା ପାଇଁ ବିରୋଧୀ…

ବଦଳିପାରେ ମଧ୍ୟ ପ୍ରଦେଶ ରାଜନୈତିକ ପାଣିପାଗ, ନୂଆ ଦଳ ଗଠନ କରିପାରନ୍ତି ସିନ୍ଧିଆ

ଭୋପାଳ, ୨୮।୧୧: ମଧ୍ୟ ପ୍ରଦେଶରେ ନୂଆ ରାଜନୈତିକ ସମୀକରଣ ହେବାକୁ ଯାଉଛି। କଂଗ୍ରେସର ବରିଷ୍ଠ ନେତା ଜ୍ୟୋର୍ତିଆଦିତ୍ୟ ସିନ୍ଧିିଆ ନୂଆ ଦଳ ଗଠନ କରିବାକୁ ଯାଉଛନ୍ତି। ସିନ୍ଧିଆଙ୍କ…