ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଉତ୍ତର: ଦେଶରେ ନାହିଁ ମାନ୍ଦାବସ୍ଥା

ନୂଆଦିଲ୍ଲୀ,୨୮-୧୧: ଅର୍ଥନୈତିକ କାର୍ଯ୍ୟକଳାପ ମନ୍ଥର ହୋଇଥାଇପାରେ ମାତ୍ର ଦେଶ ଉପରେ ମାନ୍ଦାବସ୍ଥାର ବିପଦ ନ ଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବୁଧବାର କହିଛନ୍ତି। ରାଜ୍ୟ ସଭାରେ ଅର୍ଥନୀତିରେ ମାନ୍ଦାବସ୍ଥା…

ଇ-ସିଗାରେଟ୍‌ ନିଷିଦ୍ଧ ବିଲ୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ଇ-ସିଗାରେଟ୍‌ ନିଷିଦ୍ଧ ବିଲ୍‌ ବୁଧବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ଫେଶନ ନାଁରେ କମ୍ପାନୀଗୁଡ଼ିକ ପ୍ରୋତ୍ସାହିତ କରୁଥିବା ନୂଆ ନିଶାଠାରୁ ଯୁବପିଢ଼ିଙ୍କୁ ସୁରକ୍ଷା ପାଇଁ ଏଭଳି…

ଜିଲା ମୁଖ୍ୟ ଚିକିତ୍ସାଳୟରେ କେନ୍ଦ୍ରାଞ୍ଚଳ ଆର୍‌ଡିସି: ଚିକିତ୍ସା ସେବାକୁ ପ୍ରାଥମିକତା ଦିଅ

ବାଲେଶ୍ୱର ଅଫିସ,୨୮।୧୧- କେନ୍ଦ୍ରାଞ୍ଚଳ ଆର୍‌ଡ଼ିସି ଇଂ. ଅନିଲ କୁମାର ସାମଲ ବୁଧବାର ପୂର୍ବାହ୍ନ ୧୦ଟା ସମୟରେ ଅଚାନକ ଗସ୍ତରେ ଆସି ବାଲେଶ୍ୱର ଫକୀରମୋହନ ମେଡ଼ିକାଲ କଲେଜ ଓ…

ଦିଲ୍ଲୀ ଏମ୍‌ସ ଆକାଉଣ୍ଟରୁ ୪.୭୬ କୋଟି ଠକେଇ ଘଟଣା; ମାମଲାର ତଦନ୍ତ କରିବ ଦିଲ୍ଲୀ ସିବିଆଇ

ଫୁଲବାଣୀ ଅଫିସ, ୨୮ା୧୧ -ଦିଲ୍ଲୀ ଏମ୍‌ସ (ଅଲ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ)ର ଆକାଉଣ୍ଟରୁ ୪ କୋଟି ୭୬ ଲକ୍ଷ ୪୬ ହଜାର ୬୨୫ ଟଙ୍କା…

ଆସିକା ଚିନିଶିଳ୍ପର ସାଧାରଣ ବୈଠକ: ଆଧୁନିକୀକରଣ ନିମନ୍ତେ ୪୨କୋଟି ଟଙ୍କାର ବ୍ୟୟ ଅଟକଳ

ଆସିକା, ୨୮ା୧୧(ଡି.ଏନ୍‌.ଏ.)-ଆସିକା ସମବାୟ ଚିନିଶିଳ୍ପ ପରିଚାଳନା ପରିଷଦର ସାଧାରଣ ବୈଠକ ବୁଧବାର ମଧ୍ୟାହ୍ନରେ ଚିନିଶିଳ୍ପ ସଭାଗୃହରେ ଅନୁଷ୍ଠିତ ହୋଇଥିଲା। ପରିଚାଳନା ପରିଷଦ ସଭାପତି ବିପିନ ବିହାରୀ ପାତ୍ରଙ୍କ…

ଆଦିବାସୀଙ୍କ ଧାରଣା ପ୍ରତ୍ୟାହୃତ

ପାତ୍ରପୁର,୨୮ା୧୧(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକ ତୁମ୍ବା, ବୁରାତାଲ ଓ ଆଙ୍କୁଲି ପଞ୍ଚାୟତବାସୀ ତିତ୍‌ଲି ବାତ୍ୟା ପରବର୍ତ୍ତୀ ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ଠାରୁ ତହସିଲ କାର୍ଯ୍ୟାଳୟ ଆଗରେ ଦେଇଥିବା ଧାରଣା…

୧୦ ଦିନ ପରେ ଥାନାରେ ଏତଲା

ଗଞ୍ଜାମ,୨୮ା୧୧(ଡି.ଏନ.ଏ.)- ଗଞ୍ଜାମ ଥାନା ଅଞ୍ଚଳରେ ଜଣେ ନାବାଳିକା (୧୬)ଙ୍କୁ ଅପହରଣ କରାଯାଇଥିବା ନେଇ ଗତ ୨୧ରେ ଅଭିଯୋଗ ହୋଇଛି। ଅପହରଣର ୧୦ ଦିନ ପରେ ଅପହୃତା ନାବାଳିକାଙ୍କ…

କଶ୍ମୀର ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୨୮ା୧୧(ପି.ଟି.):ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ଲାଗୁ ହୋଇଥିବା କଟକଣାକୁ ଚ୍ୟାଲେଞ୍ଜ କରି ଦାଏର ଏକାଧିକ ପିଟିଶନର ଶୁଣାଣି ଶେଷ କରି ବୁଧବାର ରାୟ ସଂରକ୍ଷିତ ରଖିଛନ୍ତି…

ଶାଶୁ, ଶ୍ୱଶୁର, ଦିଅରଙ୍କ ମାଡ଼ରେ ବୋହୂ ଗୁରୁତର

ଖଲ୍ଲିକୋଟ,୨୮ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ମହେଶ୍ୱରପୁର ଗ୍ରାମରେ ବୁଧବାର ଶାଶୁ, ଶ୍ୱଶୁର ଓ ଦିଅରଙ୍କ ମାଡ଼ରେ ବୋହୁ ଗୁରୁତର ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ନଂ. ୩୪୭/୧୯ରେ…

ମହିଳାଙ୍କ ତଣ୍ଟିକାଟି ହତ୍ୟା

ଶେରଗଡ଼,୨୮ା୧୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଶେରଗଡ଼ ନିକଟସ୍ଥ ପାରସିଙ୍ଗି ଗ୍ରାମରେ ବୁଧବାର ରାତି ପ୍ରାୟ ୯ଟାରେ ଜଣେ ମହିଳାଙ୍କୁ ତଣ୍ଟିକାଟି ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ କବିତା…