୨୦୩୯ ସୁଦ୍ଧା ଭାରତ ତୃତୀୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୩୧।୧୦: ୨୦୩୯ ସୁଦ୍ଧା ଭାରତ ବିଶ୍ୱର ତୃତୀୟ ବୃହତ୍‌ ଅର୍ଥ ବ୍ୟବସ୍ଥା ହେବ। ବ୍ଲୁମବର୍ଗ ପକ୍ଷରୁ ବୁଧବାର ପ୍ରକାଶିତ ନିୟୁ ଇକୋନୋମି ଡ୍ରାଇଭର୍‌ସ ଆଣ୍ଡ ଡିସରପ୍ଟର୍ସ ଇଣ୍ଡେକ୍ସ ରିପୋର୍ଟରେ…

ଏନ୍‌ସିଏର ଉନ୍ନତି ଲାଗି ଡ୍ରାଭିଡଙ୍କୁ ଭେଟିଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୩୧।୧୦(ପି.ଟି.)- ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ)ର ଉନ୍ନତି ପାଇଁ ନବ ନିଯୁକ୍ତ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ତତ୍ପରତା ଦେଖାଇଛନ୍ତି। ଏଥିପାଇଁ…

ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଫିସରସ୍ତରରେ ବୁଧବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୃଷିବିଭାଗ ଅତିରିକ୍ତ ନିର୍ଦ୍ଦେଶକ(ଆଡମିନ୍‌) ଶିବନାରାୟଣ…

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଛେଣ୍ଡିପଦା,୩୧।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ମାରୁଢିପ ଗାଁରେ ଭାଲୁ ଆକ୍ରମଣରେ ଗୁରୁବାର ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣକ ହେଲେ…

‘ଅଯୋଧ୍ୟା ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ମାମଲା’

ନୂଆଦିଲ୍ଲୀ,୩୧ା୧୦: ଅଯୋଧ୍ୟା ଜମି ବିବାଦ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ମାମଲାଗୁଡିକ ମଧ୍ୟରୁ ଅନ୍ୟତମ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା…

ପ୍ରତ୍ୟକ୍ଷ ଟିକସ ହ୍ରାସ ସମ୍ଭାବନା କ୍ଷୀଣ

ନୂଆଦିଲ୍ଲୀ,୩୧।୧୦: ସରକାର ଚଳିତ ବର୍ଷ ପ୍ରତ୍ୟକ୍ଷ ଟିକସ ବା ଆୟକର ହ୍ରାସ ନ କରିପାରନ୍ତି। ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଟିକସ ହ୍ରାସ ଯୋଗୁ ବିତ୍ତୀୟ…

ପେହଲୁ ଖାନ୍‌ଙ୍କ ବିରୋଧରେ ଗୋ-ଚାଲାଣ ମାମଲା ଖାରଜ

ଜୟପୁର,୩୧ା୧୦(ପି.ଟି.): ୨୦୧୭ ଏପ୍ରିଲରେ ଗୋସୁରକ୍ଷା କର୍ମୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ପେହଲୁ ଖାନ୍‌ଙ୍କ ବିରୋଧରେ ଗୋରୁ ଚୋରାଚାଲାଣ ମାମଲାକୁ ବୁଧବାର ରାଜସ୍ଥାନ ହାଇକୋର୍ଟ ଖାରଜ କରିଦେଇନ୍ତି। ଏଥିସହିତ…

କାମ କରୁଥିବା ବ୍ୟକ୍ତିର ପଦପାଇଁ କୌଣସି ଆକାଂକ୍ଷା ନ ଥାଏ

୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ମଧୁସୂଦନ ପାଢ଼ୀ ରାଜ୍ୟ ପ୍ରଶାସନର ଏକ ଜଣାଶୁଣା ନଁା। ଦୀର୍ଘ ୨୮ବର୍ଷ ଧରି ସେ ବିଭିନ୍ନ ସରକାରୀ ସଂସ୍ଥା ଓ ବିଭାଗରେ…

ମାଦି ଶର୍ମା କିଏ

ନୂଆଦିଲ୍ଲୀ,୩୧ା୧୦: ଇୟୁ ପ୍ରତିନିଧି ଦଳ ପାଇଁ କଶ୍ମୀର ଗସ୍ତର ଆୟୋଜିକା ମାଦି ଶର୍ମାଙ୍କୁ ନେଇ ବିବାଦ ଉଠିଛି। ମାଦି ତାଙ୍କ ଟୁଇଟର ଆକାଉଣ୍ଟରେ ନିଜକୁ ଜଣେ ‘ସୋସିଆଲ…

ସୁନା ପାଇଁ ଆସିବ ଆମ୍‌ନେଷ୍ଟି ସ୍କିମ୍‌

ନୂଆଦିଲ୍ଲୀ, ୩୧।୧୦: କଳାଟଙ୍କା ଉପରେ ରୋକ୍‌ ଲଗାଇବା ଲାଗି କେନ୍ଦ୍ର ସରକାର ବିମୁଦ୍ରୀକରଣ ପରେ ଦ୍ୱିତୀୟ ବଡ ପଦକ୍ଷେପ ନେବାକୁ ଯାଉଛନ୍ତି। ବେହିସାବି ବା ଚୋରା ଭାବେ ରଖାଯାଇଥିବା…