୩ ପଦାଧିକାରୀଙ୍କୁ ସସ୍‌ପେଣ୍ଡ କଲା କ୍ରିକେଟ ସାଉଥ୍‌ ଆଫ୍ରିକା

ଜୋହାନ୍ସବର୍ଗ,୩୧।୧୦(ଏଏଫ୍‌ପି)- କ୍ରିକେଟ ସାଉଥ ଆଫ୍ରିକା (ସିଏସ୍‌ଏ) ବୁଧବାର ତା’ର ୩ଜଣ ପଦାଧିକାରୀଙ୍କୁ ସସ୍‌ପେଣ୍ଡ କରିଛି। ତେବେ ଏହି ୩ ପଦାଧିକାରୀଙ୍କ ନାମ ସ୍ପଷ୍ଟ କରାଯାଇ ନାହିଁ। ଏମାନଙ୍କ…

ଗସ୍ତକୁ ନେଇ ଝଡ଼ : ସିରିଆ କି ଆଫଗାନିସ୍ତାନ ନ ହେଉ କଶ୍ମୀର

ଶ୍ରୀନଗର,୩୧ା୧୦(ପି.ଟି./ଆଇଏଏନ୍‌ଏସ୍‌): ଯୁଦ୍ଧ ପ୍ରଭାବିତ ସିରିଆ କିମ୍ବା ଆଫଗାନିସ୍ତାନ ଭଳି ସ୍ଥିତି ଜମ୍ମୁ-କଶ୍ମୀରରେ ସୃଷ୍ଟି ନ ହେଉ। କଶ୍ମୀର ଆଉ ଏକ ସିରିଆ କି ଆଫଗାନିସ୍ତାନ ନ ପାଲଟୁ।…

ଏଣ୍ଡୋକ୍ରାଇନୋଲୋଜି ବିଭାଗରେ ତାଲା ଝୁଲିବ

କଟକ ଅଫିସ,୩୧ା୧୦: ଏସ୍‌ସିବି ମେଡିକାଲ୍‌ର ଗୋଟିକ ପରେ ଗୋଟିଏ ବିଭାଗ ଏବେ ବନ୍ଦ ହେବା ସ୍ଥିତିରେ। ଗୁରୁତ୍ୱପୂର୍ଣ୍ଣ ହୃଦ୍‌ବକ୍ଷଶଲ୍ୟ (ସିଟିଭିଏସ୍‌) ବିଭାଗ ଡାକ୍ତର ଅଭାବରୁ ଅଚଳାବସ୍ଥାକୁ ଆସି…

ସୋଲଡ଼ାରେ ପ୍ରଶାସନ ପକ୍ଷରୁ ପଲ୍ଲିସଭା: ଧଉରାଗୋଠ ପ୍ରକଳ୍ପକୁ ଗ୍ରାମବାସୀଙ୍କ ବିରୋଧ

ବଇଣ୍ଡା, ୩୧ା୧୦(ଡି.ଏନ.ଏ.) - ଅନୁଗୋଳ ଜିଲା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ଧଉରାଗୋଠ ଗ୍ରାମରେ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପ ନିର୍ମାଣ ପୂର୍ବରୁ ଏହାକୁ ବିରୋଧ…

ଆଇଏଏସ୍‌ ଅଫିସରଙ୍କୁ ମେଡିକାଲ ଦାୟିତ୍ୱ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ସାରା ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମି, ରକ୍ଷଣାବେକ୍ଷଣ, ସାମଗ୍ରିକ ପ୍ରଦର୍ଶନ ଇତ୍ୟାଦି ସମ୍ପର୍କିତ କାର୍ଯ୍ୟର ସଂଯୋଜନା ପାଇଁ ବୁଧବାର ୧୦ ଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ…

ଟ୍ରେନ, ଷ୍ଟେଶନରେ କମିଛି ଫେରି ବିକ୍ରି

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଜିରୋ ଟଲରେନ୍ସ ନୀତିରେ ପୂର୍ବତଟ ରେଳପଥ ଷ୍ଟେଶନ ଓ ଟ୍ରେନରେ ଅଣସ୍ବୀକୃତିପ୍ରାପ୍ତ ଫେରିବାଲା ବିକ୍ରି ଉପରେ ଅଙ୍କୁଶ ଲଗାଯିବା ପରେ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟାନୁଷ୍ଠାନ ନେଇ…

ବିଦ୍ୟାଳୟରେ ୧୨ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ରକ୍ତହୀନତାର ଶିକାର ୪୫

ବନ୍ତଳା, ୩୧ା୧୦(ଡି.ଏନ.ଏ.) - ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଜଗନ୍ନାଥପୁର ପଞ୍ଚାୟତ ଟାକରିଶିଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ୧୨ ଜଣ ଛାତ୍ରୀଛାତ୍ର ଅସୁସ୍ଥ ହେବା…

ରାଷ୍ଟ୍ରୀୟ ଭାବ୍‌ ମାନବିକତାର ଅସଲ ପରିଚଏ

ଲାଠୋର, ୩୧।୧୦(ଡି.ଏନ୍‌.ଏ.)- ଜାତି ଭିନ୍‌ ଭିନ୍‌ ମୁନୁଷ୍‌ ଏକ। ଭାଷା ଭିନ୍‌ ଭିନ୍‌ ସାହିତିଅ ଗୁଟେ। ରାଷ୍ଟ୍ରୀୟ ଭାବ୍‌ ହେଉଛେ ମାନବିକତାର ଅସଲ ପରିଚଏ। ବଲାଙ୍ଗୀର ଜିଲା…

ଥାନାରେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ମାଡ଼

କଟକ ଅଫିସ,୩୧ା୧୦: ରାଜଧାନୀର ନନ୍ଦନକାନନ ଥାନାରେ ଜଣେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ୧୪ ଘଣ୍ଟାର ଅଟକ ପରେ କୌଣସି ପ୍ରମାଣ…

ଅଧ୍ୟକ୍ଷ, ୩ କର୍ମଚାରୀଙ୍କ କାର୍ଯ୍ୟକାଳ ବଢ଼ିଲାନି: ଉଚ୍ଚଶିକ୍ଷା ବିଭାଗକୁ ସ୍ପଷ୍ଟୀକରଣ ମାଗିଲା ପ୍ରଶାସନ

ଢେଙ୍କାନାଳ ଅଫିସ, ୩୧।୧୦ - ଢେଙ୍କାନାଳ ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରତାପରୁଦ୍ର ମହାପାତ୍ରଙ୍କ ସମେତ ୩ କର୍ମଚାରୀଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇନାହିଁ। ସେମାନଙ୍କ କାର୍ଯ୍ୟକାଳ ଅବଧି ବଢ଼ାଇବାକୁ…