୭ରେ ତପୋବନ ମହିମା ମେଳା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଢେଙ୍କାନାଳ ଅଫିସ, ୩୦।୧୦: ମହିମାଧର୍ମର ଆଦିପୀଠ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ତପୋବନ ମହିମା ବିହାରରେ ଆସନ୍ତା ୭ ତାରିଖରେ ତପୋବନ ମେଳା ଅନୁଷ୍ଠିତ ହେବ। ଏହାକୁ…

ବିହାରରୁ ନିଖୋଜ ବୃଦ୍ଧ ଢେଙ୍କାନାଳରୁ ଉଦ୍ଧାର

ଢେଙ୍କାନାଳ ଅଫିସ, ୩୦।୧୦: ବିହାରରୁ ୭ମାସ ତଳେ ନିଖୋଜ ହୋଇଯାଇଥିବା ଜଣେ ବୃଦ୍ଧଙ୍କୁ ଦୀପାବଳି ଦିନ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରୁ ଉଦ୍ଧାର କରାଯାଇଛି। ସେ…

ଭୀମ୍‌ସାରରେ ଏଚ୍‌ଆଇଭି ଆକ୍ରାନ୍ତଙ୍କ ଅସ୍ତ୍ରୋପଚାର ପ୍ରସଙ୍ଗ: ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ

ପୁରୀ ଅଫିସ, ୩୦ା୧୦:ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ଭୀମ୍‌ସାରରେ ଗତ ସୋମବାର ଜଣେ ଏଚ୍‌ଆଇଭି ସଂକ୍ରମିତ ରୋଗୀଙ୍କୁ ଚିକିତ୍ସା କରାଯାଇଥିଲା। ଦନ୍ତ ବିଭାଗରେ ଏହି ଅସ୍ତ୍ରୋପଚାର ହୋଇଥିଲା। କିନ୍ତୁ…

୨ ବର୍ଷରେ କାର୍ଯ୍ୟକ୍ଷମ ହେବ ଶ୍ରୀଜଗନ୍ନାଥ ମେଡିକାଲ କଲେଜ: ସ୍ବାସ୍ଥ୍ୟମନ୍ତ୍ରୀ

ପୁରୀ ଅଫିସ, ୩୦ା୧୦: ପୁରୀରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଏ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଜମିକୁ ନେଇ ବିଭିନ୍ନ ସମୟରେ ସମସ୍ୟା ଉପୁଜିବାରୁ କାମ ବିଳମ୍ବ ହେଲା।…

ବିଶାଖାପାଟଣାରୁ ସୁବେଦାରଗଞ୍ଜ ସ୍ପେଶାଲ ଟ୍ରେନ

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ (୦୮୫୨୭-୦୮୫୨୮)ବିଶାଖାପାଟଣା-ସୁବେଦାରଗଞ୍ଜ(ଆଲ୍ଲାହାବାଦ) ଏକ ସ୍ବତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଛି। ବିଶାଖାପାଟଣାରୁ ଏହି ଟ୍ରେନ ଭାୟା ବିଜୟନଗରମ, ଭୁବନେଶ୍ୱର, ଭଦ୍ରକ ଓ ଗୟା…

୧୩ ଆଇଏଏସ୍‌ ଅଧିକାରୀଙ୍କୁ ମେଡିକାଲ କଲେଜ,ହସ୍ପିଟାଲ ସଂଯୋଜନା ଦାୟିତ୍ୱ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ସାରା ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମି, ରକ୍ଷଣାବେକ୍ଷଣ, ସାମଗ୍ରିକ ପ୍ରଦର୍ଶନ ଇତ୍ୟାଦି ସମ୍ପର୍କିତ କାର୍ଯ୍ୟର ସଂଯୋଜନା ପାଇଁ ବୁଧବାର ୧୩ ଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ…

ଶିଶୁ କଲ୍ୟାଣ ଅନୁଷ୍ଠାନକୁ ଆର୍ଥିକ ସହାୟତା

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବିଭିନ୍ନ ଜିଲାର ଶିଶୁ କଲ୍ୟାଣ ଅନୁଷ୍ଠାନଗୁଡ଼ିକର ସର୍ବାଙ୍ଗୀନ ଉନ୍ନତି ପାଇଁ ବୁଧବାର ଆର୍ଥିକ ସହାୟତା ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ୩୦ ଜିଲାର…

ପୋଖରୀରେ ପଡ଼ି ଶିଶୁକନ୍ୟାଙ୍କ ଗଲା ଜୀବନ

ବାସୁଦେବପୁର, ୩୦।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତ ଅଧୀନ ଗଦେଇବିନ୍ଧା ଗ୍ରାମରେ ବୁଧବାର ଅପରାହ୍ନରେ ପୋଖରୀରେ ପଡ଼ି ବନ୍ଦନା କାଣ୍ଡି ନାମ୍ନୀ ୩ ବର୍ଷୀୟା…

ବ୍ୟକ୍ତିର ବିକାଶ ପାଇଁ ମିତବ୍ୟୟିତା ଅପରିହାର୍ଯ୍ୟ

ସୋନପୁର,୩୦।୧୦(ନି.ପ୍ର.): ସୁବର୍ଣ୍ଣପୁର ଜିଲା ସ୍ବଳ୍ପ ସଞ୍ଚୟ ବିଭାଗ ପକ୍ଷରୁ ବିଶ୍ୱ ମିତବ୍ୟୟିତା ଦିବସ ବୁଧବାର ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ରଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା…

କାଲିଫର୍ନିଆ ଜଙ୍ଗଲରେ ନିଆଁ : ଜଳିଗଲା ବହୁ ହଲିଉଡ୍‌ ଷ୍ଟାରଙ୍କ ଘର

ସାକ୍ରାମେଣ୍ଟୋ,୩୦।୧୦: ଗତ ସପ୍ତାହରୁ ଆମେରିକାର କାଲିଫର୍ନିଆ ଜଙ୍ଗଲରେ ଲାଗିଥିବା ନିଆଁ ଥମିବାର ନାଁ ନେଉନି। ପବନର ତୀବ୍ର ଗତି ଯୋଗୁ ଏହି ନିଆଁ ଏବେ ପ୍ରସିଦ୍ଧ ସହର…