ମୁଖ୍ୟ ପର୍ଯ୍ୟାୟରେ ତନଭୀ, ଋତୁପର୍ଣ୍ଣା

ଲକ୍ଷ୍ନୌ, ୨୬।୧୧ (ପି.ଟି.)- ଭାରତୀୟ ମହିଳା ଶଟ୍‌ଲର ତନଭୀ ଲାଡ୍‌ ଓ ଋତୁପର୍ଣ୍ଣା ଦାସ ଏଠାରେ ଅନୁଷ୍ଠିତ ସୟଦ ମୋଦି ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମୁଖ୍ୟ ପର୍ଯ୍ୟାୟରେ…

ନିଖୋଜ ଅଙ୍ଗନୱାଡି ସହାୟିକାଙ୍କୁ ତୁରନ୍ତ ଖୋଜି ବାହାର କରିବା ଦାବି: ଉପଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ

ଆଠମଲ୍ଲିକ,୨୬ା୧୧(ଡି.ଏନ.ଏ.)- ଗତ ଅକ୍ଟୋବର ୯ରୁ ନିଖୋଜ ଥିବା ଅଙ୍ଗନୱାଡି ସହାୟିକା ବାଲି ପ୍ରଧାନଙ୍କୁ ତୁରନ୍ତ ଖୋଜି ବାହାର କରିବା ଦାବି ନେଇ ମଙ୍ଗଳବାର ଆଞ୍ଚଳିକ ମହିଳା ସୁରକ୍ଷା…

ସିଦ୍ଧପୁର ଖେସରା ଜଙ୍ଗଲରୁ ଦନ୍ତାହାତୀର ମୃତଦେହ ଉଦ୍ଧାର

ଆଠମଲ୍ଲିକ,୨୬ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ରେଞ୍ଜ ସିଦ୍ଧପୁର ଖେସରା ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର କରାଯାଇଛି। ଆଠମଲ୍ଲିକ ଜଙ୍ଗଲରେ ବୁଲୁଥିବା ୨୨ ଟିକିଆ ହାତୀପଲରେ…

ପୋଖରୀରୁ କୁମ୍ଭୀର ଉଦ୍ଧାର

ଦିଗପହଣ୍ଡି,୨୬ା୧୧(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଗଡ ସାମନ୍ତରାପୁର ଗ୍ରାମର ବାଲିବନ୍ଧ ପୋଖରୀରୁ ମଙ୍ଗଳବାର ଅପରାହ୍ନରେ ଏକ ଗୋ ମୁହାଁ କୁମ୍ଭୀର ଉଦ୍ଧାର କରାଯାଇଛି। ପୋଖରୀରୁ ଧୀବରମାନେ…

ଚାଷୀ ବୈଠକରେ ନିଷ୍ପତ୍ତି: ଟୋକନ ବ୍ୟବସ୍ଥା ଉଚ୍ଛେଦ ନ ହେଲେ ଧାନବିକ୍ରି ବନ୍ଦ

ବେଗୁନିଆପଡ଼ା,୨୬ା୧୧(ଡି.ଏନ.ଏ.)- ବେଗୁନିଆପଡ଼ା ବ୍ଲକ ସେବା ସମବାୟ ସମିତିରେ ମଙ୍ଗଳବାର ଧାନକ୍ରୟ ନିମନ୍ତେ ଏକ ଚାଷୀ ସଚେତନ ବୈଠକ ସମିତି ସଭାପତି ରବିନାରାୟଣ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି।…

କଲଭର୍ଟରେ ପିଟି ହେଲା ବାଇକ: ୨ ମୃତ, ଜଣେ ଗୁରୁତର

ଚାନ୍ଦବାଲି,୨୬ା୧୧(ଡି.ଏନ.ଏ.)-ଭଦ୍ରକ ଜିଲା ମତୋ-ଚୌଧୁରୀ ଘାଟ ରାସ୍ତାର ବିଲ ନୂଆଗାଁ ଛକ ନିକଟରେ ସୋମବାର ରାତିରେ ଏକ ବାଇକ ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହୋଇଯିବାରୁ ୨ ଜଣ…

କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଭଦ୍ରକ ଜିଲା ଗସ୍ତ ଓ କାର୍ଯ୍ୟ ନୀରିକ୍ଷଣ: ବକେୟା ମାମଲା ଫଇସଲା ଉପରେ ଗୁରୁତ୍ୱ

ଭଦ୍ରକ ଅଫିସ, ୨୬ା୧୧- କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ ମଙ୍ଗଳବାର ଅପରାହ୍ନରେ ଭଦ୍ରକ ଜିଲା ଗସ୍ତ କରିବା ଅବସରରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ବିଭିନ୍ନ ବିଭାଗର…

ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନ ଭୋଜନ ଖାଇଲେ ବିଡିଓ

ବନ୍ତ, ୨୬ା୧୧(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବିଡିଓ ରେବିକା ବିଲୁଙ୍ଗ ମଙ୍ଗଳବାର ବଡ ବର୍ଚ୍ଚିକୟାଁ ପଞ୍ଚାୟତ ପରିଦର୍ଶନରେ ଯାଇ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହିତ…

ଶରତ ଘାଟିରେ ଗାଡ଼ି ଓଲଟିଲା: ୩ ଗୁରୁତର, ୧୧ ଆହତ

ଠାକୁରମୁଣ୍ଡା,୨୬ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାଠାରୁ ୨୦ କିମି ଦୂର ଶରତ ଘାଟିରେ ମଙ୍ଗଳବାର ଏକ ସଫାରୀ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୩ ଯାତ୍ରୀ ଗୁରୁତର…

ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ପ୍ରଶାସନ: ପୁଣି ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ବାରିପଦା ଅଫିସ,୨୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘ ଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ, ଏମଏଡ…