ବନ୍ଧୁକ ଦେଖାଇ ଗହଣା ଲୁଟ୍‌ ଘଟଣା: ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗ ଠାବ, କାର୍‌ ଜବତ

ରୂପ୍‌ସା, ୨୬।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ତାହାରପୁର ଗ୍ରାମର ଗହଣା ଦୋକାନୀ ମୃତ୍ୟୁଞ୍ଜୟ ଗିରିଙ୍କ ଗହଣା ଦୋକାନରୁ ୩୦ଲକ୍ଷ ଟଙ୍କାର ସୁନା, ରୁପା ଅଳଙ୍କାର ଲୁଟ୍‌…

ଏସବୁ ଲକ୍ଷଣ ଥିଲେ ହୋଇପାରେ ବ୍ରେନ ଟ୍ୟୁମର

ରୋଗ ଯେତେ ବଡ଼ ହେଉନା କାହିଁକି, ଠିକ୍‌ ସମୟରେ ଉପଯୁକ୍ତ ଚିକିତ୍ସା କଲେ ଉପଶମ ମିଳିବାର ସମ୍ଭାବନା ବେଶ୍‌ ଅଧିକ ରହିଥାଏ। ତେଣୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା…

ଭାଇଚାରା ଯାତ୍ରା ସାରି ଫେରିଲା ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୨୬ା୧୧: ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାରେ ଗତ ୯ତାରିଖରେ ସୁପ୍ରିମକୋର୍ଟ ଐତିହାସିକ ରାୟ ଦେଇଥିଲେ । ଏହି ରାୟକୁ ସ୍ବାଗତ…

ଦେବ ଦୀପାବଳି ଉତ୍ସବ: କୌଶଲ୍ୟା, ଦଶରଥଙ୍କୁ ଦୀପଦାନ

ପୁରୀ ଅଫିସ,୨୬ା୧୧: ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ ଦୀପାବଳି…

୨୬/୧୧ ଆକ୍ରମଣକୁ ପୂରିଲା ୧୧ ବର୍ଷ: ବାଲୁକାକଳାରେ ଶହୀଦଙ୍କୁ ମନେପକାଇଲେ ସୁଦର୍ଶନ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ୨୦୦୮ ନଭେମ୍ବର ୨୬ରେ ବମ୍ବେରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ଆଜି ପୂରିଛି ୧୧ବର୍ଷ। ଏହି ଅବସରରେ ହିରୋମାନଙ୍କୁ ମନେପକାଇ ବାଲୁକାଶିଳ୍ପୀ ସୁଦର୍ଶନ ପୁରୀ ବେଳାଭୂମିରେ…

ଅନୁସୂଚିତ ଜନଜାତିଙ୍କ ଜମିରେ ନିର୍ମାଣ ମାମଲା: କାର୍ଯ୍ୟ ବନ୍ଦ ରଖିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨୬ା୧୧- ରାଉରକେଲା ହାମିରପୁର ଅଞ୍ଚଳର ସୁବୋଧ କୁଲୁଙ୍କ ଜମି ଉପରେ ରାଉରକେଲା ମ୍ୟୁନିସିପାଲିଟିର ଚାଲିଥିବା ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…

ବାଲୁକାକଳାରେ ଦେଶବାସୀଙ୍କୁ ସମ୍ବିଧାନ ଦିବସର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ଆଜି ୭୦ତମ ସମ୍ବିଧାନ ଦିବସ। ଏହି ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକାକଳା କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସ୍ବତନ୍ତ୍ରତା,ସମାନତା ଏବଂ…

କାଟ୍ରୋସାଟ-୩ ଉତ୍‌କ୍ଷେପଣ ପୂର୍ବରୁ ତିରୁମାଲା ଦର୍ଶନ କଲେ ଇସ୍ରୋ ମୁଖ୍ୟ

ତିରୁପତି,୨୬।୧୧: ଇସ୍ରୋ ମୁଖ୍ୟ କେ. ଶିବନ୍‌ ଭାରତର ଉପଗ୍ରହ କାଟ୍ରୋସାଟ-୩ ଉତ୍‌କ୍ଷେପଣ ପୂର୍ବରୁ ମଙ୍ଗଳବାର ତିରୁପତିସ୍ଥିତ ତିରୁମାଲା ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ଏଥିସହ ଭଗବାନ୍‌ଙ୍କ ଆଶୀର୍ବାଦ ମଧ୍ୟ…

ମାଲିରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୧୩ ଫ୍ରାନ୍ସ ସେନା ଶହୀଦ

ପ୍ୟାରିସ୍‌,୨୬।୧୧: ପ୍ୟାରିସ୍‌ର ମାଲିରେ ଇସ୍‌ଲାମ ଚରମପନ୍ଥୀ ବିରୋଧରେ ଚାଲିଥିବା ଏକ ଅପରେଶନରେ ସୋମବାର ରାତିରେ ୨ ହେଲିକପ୍ଟର ମୁହାଁମୁହିଁ ହୋଇଥିଲେ। ଏହି ଦୁର୍ଘଟଣାରେ ଫ୍ରାନ୍ସର ୧୩ ସେନା…

ଭାଜପା ବରିଷ୍ଠ ବିଧାୟକ କାଳିଦାସ ହେଲେ ଅସ୍ଥାୟୀ ବାଚସ୍ପତି

ମୁମ୍ବାଇ,୨୬।୧୧: ଭାଜପାର ବରିଷ୍ଠ ବିଧାୟକ କାଳିଦାସ କୋଲମ୍ବକରଙ୍କୁ ମଙ୍ଗଳବାର ଅସ୍ଥାୟୀ ବାଚସ୍ପତି ଭାବେ ମନୋନୀତ କରାଯାଇଛି। ସନ୍ଧ୍ୟାରେ ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂହ କୋଶିୟାରି କାଳିଦାସଙ୍କୁ ରାଜଭବନରେ…