ସିରିଜାପାଲିରେ ବୁଧବାର ସମିତି ସଭ୍ୟ ନିର୍ବାଚନକୁ ନେଇ ପ୍ରଶାସନ ପ୍ରସ୍ତୁତ

କେସିଙ୍ଗା, ୨୬।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରିଜାପାଲି ପଞ୍ଚାୟତରେ ବୁଧବାର ସମିତି ସଭ୍ୟ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ମଙ୍ଗଳବାର କର୍ମଚାରୀମାନେ ଆବଶ୍ୟକୀୟ ଉପକରଣ…

୧୦୦ କୋଟି ତ ପଛ କଥା, ୧୦୦ ଟଙ୍କାର ପ୍ରମାଣ ଦେଲେ ରାଜନୀତି ଛାଡ଼ିଦେବି: ମହାରଥୀ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ୧୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସରକାରୀ ଜମିକୁ ହଡ଼ପ କରିଥିବା ଭାଜପା ଅଭିଯୋଗ କରିବାକୁ…

ଅନନ୍ତନାଗ ପଞ୍ଚାୟତ କାର୍ଯ୍ୟାଳୟରେ ଗ୍ରେନେଡ ଆକ୍ରମଣ: ସରପଞ୍ଚ ସମେତ ୨ମୃତ

ଶ୍ରୀନଗର,୨୬।୧୧: ଜମ୍ମୁ-କଶ୍ମୀର ଅନନ୍ତନାଗରେ ମଙ୍ଗଳବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଅନନ୍ତନାଗରେ ଥିବା ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଆତଙ୍କବାଦୀମାନେ ଗ୍ରେନେଡ ମାଡ କରିଛନ୍ତି। ଏହି ଦୁର୍ଘଟଣାରେ ସରପଞ୍ଚ ସମେତ…

ବିଧାନସଭାରେ ମହାନଦୀ ପ୍ରସଙ୍ଗ ଉଠାଇଲେ ନରସିଂହ: କହିବାକୁ ନ ଦେବାରୁ ବିରୋଧୀଙ୍କ ହଟ୍ଟଗୋଳ, ବୁଧବାର ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ମହାନଦୀ ଜଳବିବାଦ ପ୍ରସଙ୍ଗ ଶାନ୍ତ ପଡ଼ିବା ନେଇ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ମଙ୍ଗଳବାର ବିଧାନସଭା ଶୂନ୍ୟକାଳରେ…

ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ପ୍ରଦାନ କଲେ ଫଡ୍‌ନବିସ

ମୁମ୍ବାଇ,୨୬।୧୧: ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ମଙ୍ଗଳବାର ଘୋଷଣା କରିଥିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ। ଏହାପରେ ସେ ସନ୍ଧ୍ୟାରେ ରାଜ୍ୟପାଳ ଭଗତ…

ସାବରିମାଲା ମନ୍ଦିରରେ ଗଛ ପଡ଼ି ୧୧ ଶ୍ରଦ୍ଧାଳୁ ଆହତ

କୋଚି,୨୬।୧୧: ସାବରିମାଲା ମନ୍ଦିରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ମାରାକୋଟାମ୍‌-ଚନ୍ଦ୍ରନନ୍ଦନା ମାର୍ଗରେ ଏକ ଗଛ ପଡ଼ିବାରୁ ୧୧ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଏନ୍‌ଡିଆରଏଫ୍‌ ଟିମ୍‌ ପହଞ୍ଚି…

ଆସନ୍ତା କାଲି ଶପଥ ନେଇ ପାରନ୍ତି ଉଦ୍ଧବ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ରରେ ଗଣିତ ହୋଇଗଲା ଓଲଟ ପାଲଟ। ଫେଲ୍‌ ମାରିଲା ଭାଜପାର ଚାଣକ୍ୟ କୁହାଯାଉଥିବା ଅମିତ ଶାହଙ୍କ ପ୍ଲାନ୍‌। ଏବେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ୫…

ରାଶିଫଳ: ବୁଧବାର, ନଭେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ବନ୍ଧୁକାରକ ବୁଧଙ୍କ ପ୍ରଭାବରେ ଯେଉଁମାନେ ପାଖ ମାଡୁନଥିଲେ ଆଜି ସେହିମାନେ ନିଜ ତରଫରୁ ମିଶିବା ପାଇଁ ଆଗେଇ ଆସିବେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସଙ୍ଗକୁ…

ସାବରିମାଳା ମନ୍ଦିରରେ ମହିଳାଙ୍କ ଉପରକୁ ଲଙ୍କା ପାଉଡର ସ୍ପ୍ରେ କଲେ ଯୁବକ

ଥିରୁଭନନ୍ତପୁରମ,୨୬।୧୧: କେରଳର ସାବରିମାଳା ମନ୍ଦିରରେ ଜଣେ ମହିଳାଙ୍କ ଲଙ୍କା ପାଉଡର ସ୍ପ୍ରେ କରାଯାଇଛି। ମନ୍ଦିରରେ ମହିଳାଙ୍କ ପ୍ରବେଶ ଅଧିକାର ଉପରେ ଲଢୁଥିବା ବିନ୍ଦୁ ଅମିନିଙ୍କ ଉପରେ ମଙ୍ଗଳବାର…

ଉଦ୍ଧବ ହେବେ ୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ: ସଞ୍ଜୟ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ରାଜନୀତିର ଡ୍ରାମା ଏବେ ନୂଆ ମୋଡ ନେଇଛି। ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରଥମେ ଉପ ମୁଖ୍ୟମନ୍ତ୍ରୀ ପଦରୁ ଏନ୍‌ସିପି ନେତା ଅଜିତ ପାଓ୍ବାର…