ମାର୍କଣ୍ଡିର ଦୁଃଖ ଅସମ୍ପୂର୍ଣ୍ଣ ବ୍ରିଜ୍‌

ବ୍ରହ୍ମପୁର ଅଫିସ୍‌,୩୦ା୧୦- ରଙ୍ଗେଇଲୁଣ୍ଡା ବ୍ଲକ ମାର୍କଣ୍ଡି ପଞ୍ଚାୟତର ଦୁଃଖ ପାଲଟିଛି ଅସଂପୂର୍ଣ୍ଣ ବ୍ରିଜ୍‌। ଏହି ବ୍ରିଜ୍‌ର କାମ ସମ୍ପୂର୍ଣ୍ଣ କରିବା ପାଇଁ ଜନପ୍ରତିନିଧି ଠାରୁ ପ୍ରଶାସକ ପର୍ଯ୍ୟନ୍ତ…

୧୮ରେ ଶପଥ ନେବେ ନୂଆ ସିଜେଆଇ ବୋବ୍‌ଡେ

ନୂଆଦିଲ୍ଲୀ,୩୦ା୧୦(ଆଇଏଏନ୍‌ଏସ୍‌): ଜଷ୍ଟିସ୍‌ ଶରଦ ଅରବିନ୍ଦ ବୋବ୍‌ଡେ ଭାରତର ୪୭ତମ ପ୍ରଧାନ ବିଚାରପତି (ସିଜେଆଇ) ହେବେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ତାଙ୍କ ନିଯୁକ୍ତିପତ୍ରରେ ସ୍ବାକ୍ଷର କରିଛନ୍ତି। ଜଷ୍ଟିସ୍‌…

କେନ୍ଦୁଝରରେ ପହଞ୍ଚିଲେ ସିଇସି ଟିମ୍‌

ଯୋଡ଼ା/କେନ୍ଦୁଝର, ୩୦ା୧୦(ଡି.ଏନ.ଏ./ସ୍ବ.ପ୍ର.): ସୁପ୍ରିମକୋର୍ଟ ଦ୍ୱାରା ଗଠିତ ସେଣ୍ଟ୍ରାଲ ଏମ୍‌ପାଓ୍ବାରଡ୍‌ କମିଟି ଖଣି ପ୍ରଭାବିତ ଅଞ୍ଚଳରେ ଡିଷ୍ଟ୍ରିକ ମିନେରାଲ ଫାଉଣ୍ଡେସନ (ଡିଏମଏଫ) ଟଙ୍କା କିପରି ଖର୍ଚ୍ଚ ହେଉଛି ଏହାର…

ବାଘ ଗୁଜବ: ନିରାଶରେ ଫେରିଲେ ବନ କର୍ମଚାରୀ

ତିହିଡ଼,୩୦ା୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ସୟା ପଞ୍ଚାୟତ ଅଧୀନ ମଥୁରାପୁର ଗ୍ରାମ ନିକଟସ୍ଥ କେନାଲ ଆଡ଼ିରେ ମଙ୍ଗଳବାର ସକାଳେ ଏକ ବାଘ ବୁଲୁଥିବା ଖବର ପ୍ରଚାରିତ…

ନକଲି ବିଦେଶୀ ମଦ କାରଖାନା ଠାବ

ଭଦ୍ରକ ଅଫିସ/ତିହିଡ଼ି,୩୦।୧୦(ଡି.ଏନ୍‌.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ସିନ୍ଦୋଳ ଗ୍ରାମରେ ସୋମବାର ଅବକାରୀ ବିଭାଗ ପକ୍ଷରୁ ଏକ ନକଲି ବିଦେଶୀ ମଦ କାରଖାନା ଠାବ କରାଯାଇଛି। ଚଢାଉ…

ତେଜିଲା କ୍ଷମତା ଲଢ଼େଇ

ମୁମ୍ବାଇ,୩୦ା୧୦(ପି.ଟି./ ଆଇଏଏନ୍‌ଏସ୍‌): ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଅଡ଼ୁଆ ଛିଣ୍ଡୁନି। ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୁଇ ସହଯୋଗୀ ଭାଜପା ଓ ଶିବସେନା ମଧ୍ୟରେ ଟଣାଓଟଣା ଜାରି ରହିଛି।…

ବଜ୍ରକାପ୍ତା ଜବତ: ୪ ଚାଲାଣକାରୀ ଗିରଫ

ବାରିପଦା ଅଫିସ,୩୦ା୧୦- ବାରିପଦା ବନଖଣ୍ଡ ଅଧୀନ କୁଳିଅଣା ନିକଟରେ ଚଢାଉ କରି ମଙ୍ଗଳବାର ବନ ବିଭାଗ ଏକ ବଜ୍ରକାପ୍ତା ଜବତ କରିଛି। ଏହି ଘଟଣାରେ ୪ ଚାଲାଣକାରୀ…

ସମସ୍ୟା ସମାଧାନ ନ ହେଲେ ଅହିଂସା ପଦଯାତ୍ରା

ବାରିପଦା ଅଫିସ,୩୦ା୧୦- ମୟୂରଭଞ୍ଜ ଜିଲା ବାରିପଦା ତକତପୁର ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ସମନ୍ବିତ ବିଏଡ, ଏମଏଡ ପାଠ୍ୟକ୍ରମରେ ପଢ଼ୁଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ ପାଠ୍ୟକ୍ରମ ସମ୍ବନ୍ଧୀୟ…

ମଦମୁକ୍ତ ଅଞ୍ଚଳ ଦାବିରେ ମହିଳାଙ୍କ ପଦଯାତ୍ରା

ରେମୁଣା, ୩୦।୧୦(ଡି.ଏନ.ଏ.)-ରେମୁଣା ଥାନା ଅଧୀନ କଲ୍ୟାଣପୁର ପଞ୍ଚାୟତରେ ଦେଶୀମଦ କାରବାର ଦିନକୁ ଦିନ ବୃଦ୍ଧି ପାଉଛି। ଘରର ପୁରୁଷମାନେ ମଦ୍ୟପାନ କରି ନାନା ବିଶୃଙ୍ଖଳା ଘଟାଉଥିବାରୁ ଏଥିରେ…

ହଜିଗଲା ମାନବିକତା: ବୃଦ୍ଧାଙ୍କୁ ରାସ୍ତାରେ ଛାଡ଼ି ଦେଲେ

ଜଳେଶ୍ୱର, ୩୦।୧୦(ଡି.ଏନ.ଏ.)-ଦିନକୁ ଦିନ ଲୋକଙ୍କ ମଧ୍ୟରେ ହଜିଯାଉଛି ମାନବିକତା। ସମାଜରେ ଅସହାୟମାନଙ୍କୁ ସାହାଯ୍ୟ କରିବା ଦୂରେ ଥାଉ ନିଜ ପରିବାରର ସଦସ୍ୟଙ୍କୁ ଅସହାୟ ଅବସ୍ଥାରେ ରାସ୍ତାକଡରେ ଛାଡିଦେବାକୁ…