ଦୋକାନ ଭଡ଼ା ବୃଦ୍ଧିକୁ ବିରୋଧ

ଅନୁଗୋଳ ଅଫିସ, ୨୬।୧୧ଅନୁଗୋଳ ପୌରପାଳିକାର ଦୋକାନ ଘର ବୃଦ୍ଧିକୁ ବିରୋଧ କରି ବ୍ୟବସାୟୀ ଓ ଅନୁଗୋଳ ଭାଜପା ପକ୍ଷରୁ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସହରରେ…

ହାର୍ଟ ଆଟାକ୍‌ ଆଶଙ୍କା କମ୍‌ କରେ ଏହି ପତ୍ର

ଓସ୍ତ ପତ୍ରରେ ଅନେକ ଔଷଧୀୟ ଗୁଣ ରହିଛି। ଓସ୍ତ ପତ୍ରରେ ଭିଟାମିନ୍‌ ଏବଂ ଅନେକ ଆଣ୍ଟିଅକ୍ସିଡେଣ୍ଟ ତତ୍ତ୍ୱ ରହିଛି। ଯାହା ଶରୀର ବିଭିନ୍ନ ଗମ୍ଭୀର ରୋଗ ଦୂର…

୯ ବର୍ଷ ହେବ ମିଳିନି ଦରମା:ଅନଶନରେ ବସିଲେ ଆକାଉଣ୍ଟାଣ୍ଟ

ଅନୁଗୋଳ ଅଫିସ, ୨୬।୧୧ଷଷ୍ଠ ଓ ସପ୍ତମ ବେତନ କମିଶନଙ୍କ ସୁପାରିଶ ମୁତାବକ ବେତନ ନ ପାଇବା ପ୍ରତିବାଦରେ ଅନୁଗୋଳ ଜିଲା ଯୋଗାଣ ବିଭାଗ କାର୍ଯ୍ୟାଳୟ ପରିସରରେ ଉକ୍ତ…

ନେହେରୁ କପ୍‌ ହକି ଫାଇନାଲରେ ମାରପିଟ୍‌

ନୂଆଦିଲ୍ଲୀ,୨୬।୧୧- ହକି ଗ୍ରାଉଣ୍ଡରେ ସାଧାରଣତଃ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌ ହେବା ଘଟଣା କ୍ୱଚିତ ଦେଖାଯାଏ। ମାତ୍ର ଏଭଳି ଘଟଣା ଜାତୀୟ ସ୍ତରୀୟ ହକି ଟୁର୍ନାମେଣ୍ଟ ନେହେରୁ କପ୍‌ର…

ଆଖି ହରାଇବା ପରେ ସାମ୍‌ଙ୍କ ଅଲିମ୍ପିକ ଖେଳିବା ଲକ୍ଷ୍ୟ

ଲଣ୍ଡନ, ୨୬।୧୧- ହକିକୁ ପ୍ରତ୍ୟାବର୍ତ୍ତନ କରିବା ପାଇଁ ସବୁକିଛି କରିବାକୁ ପ୍ରସ୍ତୁତ ରହିଛି ବୋଲି ନିକଟରେ ବଲ୍‌ ବାଜି ବାମଆଖି ହରାଇଥିବା ଗ୍ରେଟ୍‌ ବ୍ରିଟେନ ଓ ଇଂଲଣ୍ଡ…

ସୟଦ ମୁସ୍ତାକ ଅଲି ଟି୨୦ : ମୁମ୍ବାଇକୁ ଜିତାଇଲେ ସୂର୍ଯ୍ୟ କୁମାର

ସୁରତ, ୨୬।୧୧ (ପି.ଟି.)- ଏଠାରେ ଚାଲିଥିବା ସୟଦ ମୁସ୍ତାକ ଅଲି ଟି୨୦ ପ୍ରତିଯୋଗିତାର ସୁପର ଲିଗ ପର୍ଯ୍ୟାୟର ଏକ ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ…

ଆର୍ଚରଙ୍କୁ କ୍ଷମାପ୍ରାର୍ଥନା କଲା ନ୍ୟୁଜିଲାଣ୍ଡ କ୍ରିକେଟ

ଓ୍ବେଲିଂଟନ,୨୫।୧୧(ପି.ଟି.)- ଏଠାରେ ଘରୋଇ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟର ଅନ୍ତିମ ଦିନରେ ଇଂଲଣ୍ଡ ପେସର ଜୋଫ୍ରା ଆର୍ଚରଙ୍କୁ ସହ ଜଣେ ଦର୍ଶକ ବର୍ଣ୍ଣବୈଷମ୍ୟ ଆକ୍ଷେପ ଅଭିଯୋଗ…

ପାକିସ୍ତାନ କ୍ରିକେଟର୍‌ଙ୍କ ସହ ଡିନର୍‌ କଲେ ଭାରତୀୟ ଟ୍ୟାକ୍ସି ଡ୍ରାଇଭର

ବ୍ରିସବେନ, ୨୫।୧୧- ଅଷ୍ଟ୍ରେଲିଆ ଗସ୍ତରେ ଥିବା ପାକିସ୍ତାନ କ୍ରିକେଟ ଦଳର କିଛି ଖେଳାଳି ଜଣେ ଭାରତୀୟ ଟ୍ୟାକ୍ସି ଡ୍ରାଇଭରଙ୍କ ସହ ମିଶି ଏକାଠି ଡିନର କରିଛନ୍ତି। ଯାହା…

ବ୍ୟାଙ୍କରୁ ଟଙ୍କା ଲୁଟ୍‌ ମାମଲା: ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ

ଢେଙ୍କାନାଳ ଅଫିସ,୨୫ା୧୧-ଢେଙ୍କାନାଳ ସଦର ଥାନା ସିମିନଈସ୍ଥିତ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଶାଖାରୁ ୨୦୧୭ରେ ସଙ୍ଗଠିତ ଲୁଟ୍‌ ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌…

ଦିଲ୍ଲୀ ଏମ୍‌ସ ଆକାଉଣ୍ଟରୁ ୪.୭୬ କୋଟି ଠକି ନେଲେ ବ୍ୟବସାୟୀ: ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ସମ୍ପୃକ୍ତି ସନ୍ଦେହ

ଫୁଲବାଣୀ ଅଫିସ, ୨୫ା୧୨- ୪ କୋଟି ୭୬ ଲକ୍ଷ ୪୬ ହଜାର ୬୨୫ ଟଙ୍କା ଦିଲ୍ଲୀ ଏମ୍‌ସ(ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ)ର ଆକାଉଣ୍ଟରୁ ଚେକ୍‌…