ଢାକା/ଦୁବାଇ, ୨୯ା୧୦ (ପି.ଟି.)- ବାଂଲାଦେଶ ଟେଷ୍ଟ ଏବଂ ଟି୨୦ ଅଧିନାୟକ ଶକିବ ଅଲ୍ ହସନ ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦ୍ୱାରା ୨ବର୍ଷ ସସ୍ପେଣ୍ଡ ହୋଇଛନ୍ତି।…
ପାଲଲହଡା,୨୯।୧୦(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡର ପ୍ରସିଦ୍ଧ ଶୈବପୀଠ ଝାରବେଡାସ୍ଥିତ ଖୁଲୁଡି ଗିରିଶ୍ୱର ମନ୍ଦିରର ବିକାଶ ପାଇଁ ଆଗାମୀ ୫ ବର୍ଷରେ ୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା…
ଶେରଗଡ଼/ଧରାକୋଟ,୨୯ା୧୦ (ଡି.ଏନ୍.ଏ.)- ଶେରଗଡ ବ୍ଲକ ଧରାକୋଟ ଥାନା ବାଦଗଡ ଗ୍ରାମରେ ଗତ ୨୩ ତାରିଖରେ ଖଣ୍ଡାରେ ହାଣି ବାବୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି…
ଭଞ୍ଜନଗର,୨୯।୧୦(ଡି.ଏନ.ଏ.)- ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡରେ ମଙ୍ଗଳବାର ସୁଦ୍ଧା ପ୍ରାୟ ୩୫ରୁ ଉର୍ଦ୍ଧ୍ୱ ହାତୀ ଥିବା ଜଣାପଡ଼ିଛି। ସନ୍ଧ୍ୟା ହେଲେ ହାତୀମାନେ ଜଙ୍ଗଲରୁ ବାହାରି ଧାନ…
ଶେରଗଡ,୨୯ା୧୦(ଡି.ଏନ.ଏ.)- ଶେରଗଡ ବ୍ଲକ କେରିକେରି ଝୋଳା ଗ୍ରାମରେ ମଙ୍ଗଳବାର ରାତିରେ ବାପା ଶିବ ଗୌଡ ତାଙ୍କ ପୁଅ ପିଣ୍ଟୁଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଥିଲେ। ଶେରଗଡ…
ଯୋଡ଼ା, ୨୯।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ଗଣେଶ ଭବନ ଠାରେ ବୋଲେରୋ ଚଢ଼ିଯିବାରୁ ଏକ ପରିବାରର ୩ଜଣଙ୍କ ମୃତ୍ୟୁ ପରେ ପରିବାରକୁ ଆର୍ଥିକ କ୍ଷତି ପୂରଣ ଦାବି…
ବାଲେଶ୍ୱର ଅଫିସ,୨୯।୧୦-ବାଲେଶ୍ୱର ଫକୀରମୋହନ ଗୋଲେଇରୁ ବସ୍ଷ୍ଟାଣ୍ଡ ପର୍ଯ୍ୟନ୍ତ ଥିବା ରାଜ୍ୟର ସର୍ବପୁରାତନ ଓ ପ୍ରଥମ ଓଭରବ୍ରିଜ୍ର ମରାମତି ପାଇଁ ଦୀର୍ଘଦିନ ହେଲା ସିଭିଲ୍ ସୋସାଇଟି ଆନ୍ଦୋଳନ କରିଆସୁଥିଲା।…
ରୂପ୍ସା/ସଜନାଗଡ଼/ବାହାନଗା, ୨୯।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାର ପୃଥକ ସ୍ଥାନରେ ମଙ୍ଗଳବାର ପୋଖରୀରେ ବୁଡି ୩ଜଣଙ୍କ ସଳିଳ ସମାଧି ଘଟିଛି। ମୃତକମାନେ ହେଲେ ରୂପ୍ସା ଥାନା ପୋଡ଼ାଡ଼ିହା ଗ୍ରାମର ଗୋପାଳ ଚନ୍ଦ୍ର…
ମୁମ୍ବାଇ: ସମାନ ଧରଣର କାହାଣୀ ଉପରେ ପର୍ଯ୍ୟବେଶିତ ଦୁଇ ବଲିଉଡ୍ ଫିଲ୍ମ ‘ଉଜଡା ଚମନ’ ଏବଂ ‘ବାଲା’ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଭିନ୍ନ ମୋଡ ନେଉଛି।…
ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଆସନ୍ତା ନଭେମ୍ବରରେ ମିଳିବ କାଳିଆ ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା। ମୁଖ୍ୟ ସଚିବ ଅସିତ୍ ତ୍ରିପାଠୀଙ୍କ ସହ ଆଲୋଚନା ପରେ ମଙ୍ଗଳବାର କୃଷି ସଚିବ ସୌରଭ…