ମହିଳାଙ୍କୁ କେଜରିଓ୍ବାଲଙ୍କ ଭେଟି: ଆଜିଠାରୁ ମାଗଣା ଯାତ୍ରା

ନୂଆଦିଲ୍ଲୀ,୨୯।୧୦: ଦିଲ୍ଲୀର କେଜରିଓ୍ବାଲ ସରକାର ମହିଳାମାନଙ୍କୁ ଏକ ବିଶେଷ ଉପହାର ପ୍ରଦାନ କରିଛନ୍ତି। ଏଣିକି ମହିଳାମାନେ ଦିଲ୍ଲୀର ଡିଟିସି ବସରେ ମାଗଣାରେ ଯାତ୍ରା କରିପାରିବେ। ସୋମବାର ରାତିରେ…

ସଡ଼କ ଦୁର୍ଘଟଣାରେ ଗୁରୁତରଙ୍କ ପାଇଁ ବ୍ୟବସ୍ଥା: ଘରୋଇ ହସ୍ପିଟାଲରେ ମିଳିବ ମାଗଣା ଚିକିତ୍ସା

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହେଉଥିବା ବ୍ୟକ୍ତିଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇ ଦିଆଯିବ। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ…

ଅରୁଣ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଜଣାଶୁଣା ବ୍ୟବସାୟୀ ତଥା ଭୁବନେଶ୍ୱର ବାପୁଜୀ ନଗରସ୍ଥିତ ଷ୍ଟାର୍‌ ଅପ୍ଟିକୋ ଏବଂ ନେତ୍ର ମନ୍ଦିରର ମ୍ୟାନେଜିଂ ପାର୍ଟନର୍‌ ଅରୁଣ କିଶୋର ଶତପଥୀଙ୍କର ସୋମବାର ଦେହାନ୍ତ ହୋଇଯାଇଛି।…

ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିଲେ ପୁରସ୍କାର: ଡାକ୍ତର, ଅନ୍ୟ କର୍ମଚାରୀଙ୍କୁ ମିଳିବ ଆର୍ଥିକ ପୁରସ୍କାର

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ): ସ୍ବାସ୍ଥ୍ୟସେବାରେ ସ୍ବଚ୍ଛତା ଆଣିବାକୁ ୫ଟି କାର୍ଯ୍ୟକ୍ରମ ମାଧ୍ୟମରେ କିଛିଦିନ ତଳେ ସଚିବମାନେ ବିଭିନ୍ନ ଡାକ୍ତରଖାନା ଗସ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉଥିଲେ। ସରକାରଙ୍କ ହଠାତ୍‌…

ଶେଷରେ ୯୦ ଫୁଟ ତଳେ ଜୀବନ ହାରିଲେ ୨ ବର୍ଷର ଶିଶୁ ସୁଜିତ୍‌

ଚେନ୍ନାଇ,୨୯।୧୦: ଗତ ଶୁକ୍ରବାର ତାମିଲନାଡୁର ତ୍ରିଚିରେ ଏକ ବୋରୱେଲ ଭିତରକୁ ଖସିପଡ଼ିଥିବା ୨ ବର୍ଷର ଶିଶୁ ସୁଜିତ ୱିଲଶନର ମୃତଦେହ ସୋମବାର ବିଳମ୍ବିତ ରାତିରେ ଉଦ୍ଧାର କରାଯାଇଛି।…

ଶ୍ରୀମନ୍ଦିର ଭିତରେ ଟିକ୍‌ଟକ୍‌

ପୁରୀ ଅଫିସ,୨୯ା୧୦: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ। କେତେ ବେଳେ ଭକ୍ତ ସେଲ୍‌ଫି ନେଇ ପୋଷ୍ଟ କରୁଛନ୍ତି ତ ଆଉ କେବେ…

ଦୁର୍ନୀତି ନ କରିବାକୁ ଶପଥ ନେଲେ ଅଧିକାରୀ, କର୍ମଚାରୀ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଚଳିତ ମାସ ୨୮ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ…

ପ୍ରତ୍ୟେକ ମାସରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ): ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା, କ୍ରୀଡ଼ା ଓ ଯୁବସେବା ବିଭାଗ ସଚିବଙ୍କୁ ନେଇ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ…

ହରିଦାସପୁର ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା: ମହିଳା କମିଶନ ଅଧ୍ୟକ୍ଷାଙ୍କ ଇସ୍ତଫା ଦାବି ତେଜିଲା

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଆନ୍ଦୋଳନକୁ ତୀବ୍ର କରିଛି ଭାଜପା। ରାଜ୍ୟ…

୩୨୭୮ ଡାକ୍ତର ପଦବୀ ପୂରଣ ପାଇଁ ଓପିଏସ୍‌ସିକୁ ଚିଠି

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜ୍ୟରେ ଡାକ୍ତର ପଦବୀ ପୂରଣ ପାଇଁ ସୋମବାର ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି)କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଚିଠି ଲେଖିଛି। ବିଭାଗୀୟ ସଚିବ…