ପ୍ରତ୍ୟେକ ମାସରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ): ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା, କ୍ରୀଡ଼ା ଓ ଯୁବସେବା ବିଭାଗ ସଚିବଙ୍କୁ ନେଇ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ…

ହରିଦାସପୁର ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା: ମହିଳା କମିଶନ ଅଧ୍ୟକ୍ଷାଙ୍କ ଇସ୍ତଫା ଦାବି ତେଜିଲା

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଆନ୍ଦୋଳନକୁ ତୀବ୍ର କରିଛି ଭାଜପା। ରାଜ୍ୟ…

୩୨୭୮ ଡାକ୍ତର ପଦବୀ ପୂରଣ ପାଇଁ ଓପିଏସ୍‌ସିକୁ ଚିଠି

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜ୍ୟରେ ଡାକ୍ତର ପଦବୀ ପୂରଣ ପାଇଁ ସୋମବାର ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି)କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଚିଠି ଲେଖିଛି। ବିଭାଗୀୟ ସଚିବ…

ସୁପ୍ରିମକୋର୍ଟ ପରେ ଆଇନଜୀବୀଙ୍କୁ ବିସିଆଇର ଚରମବାଣୀ: ଆନ୍ଦୋଳନ ବନ୍ଦ କର

କଟକ ଅଫିସ,୨୯ା୧୦: ବିଭିନ୍ନ ଦାବିରେ ଓଡ଼ିଶା ହାଇକୋର୍ଟ ବାର ଆସୋସିଏଶନ ଓ ରାଜ୍ୟର ୬୮ଟି ବାର ଆସୋସିଏଶନ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ଫଳରେ ହାଇକୋର୍ଟ…

ନିଆରା ଢଙ୍ଗରେ ପାଳିଲେ ଦୀପାବଳି ପ୍ରଶାସନିକ ଅଧିକାରୀ, ସାଧାରଣ ଜନତା ସାମିଲ

ନୟାଗଡ଼ ଅଫିସ,୨୯ା୧୦: ନୟାଗଡ଼ ଜିଲାରେ ବିଭିନ୍ନ ସ୍ଥାନରେ ସୋମବାର ନିଆରା ଢଙ୍ଗରେ ଦୀପାବଳି ପାଳିତ ହୋଇଯାଇଛି। ଜିଲା ପ୍ରଶାସନଠାରୁ ଆରମ୍ଭ କରି ବିଭିନ୍ନ କ୍ଲବର ପିଲାମାନେ ଏହାକୁ…

ପ୍ରେମରେ ପଡ଼ିଲେ ବଢେ ଶରୀରର ଓଜନ

ଅଷ୍ଟ୍ରେଲିଆର ସେଣ୍ଟ୍ରାଲ୍‌ କୁଇନ୍ସ ଲ୍ୟାଣ୍ଡ ୟୁନିଭର୍ସିଟିରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି ପ୍ରେମରେ ପଡିବା ପରେ ଉଭୟେ ଝିଅ ଓ ପୁଅଙ୍କ ଶରୀରର ଓଜନ ବୃଦ୍ଧି ପାଇଥାଏ।…

ଆଇସ୍‌କ୍ରିମ୍‌ରୁ ବାହାରିଲା ବ୍ଲେଡ୍‌

ନୟାଗଡ଼ ଅଫିସ,୨୯ା୧୦: ନୟାଗଡ଼ ସଦର ବ୍ଲକ ବାଘେରା ଧବଳେଶ୍ୱର ଯାତ୍ରାରେ ସୋମବାର ଏକ ଆଇସ୍‌କ୍ରିମ୍‌ରୁ ବ୍ଲେଡ୍‌ ବାହାରିଥିବା ଦେଖିବାକୁ ମିଳିଥିଲା। ଇଟାମାଟି ତେଲିସାହିର ରଞ୍ଜନ କୁମାର ବସନ୍ତରାୟ…

ଅଳଙ୍କାର ଦୋକାନରୁ ଲୁଟ୍‌ : ସିସିଟିଭି ଫୁଟେଜରୁ ଧରାପଡ଼ିଲେ ଦୁଇ ମହିଳା 

ବାଲୁଗାଁ ,୨୯।୧୦(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ବାଲୁଗାଁ  ବଜାରସ୍ଥିତ ଏକ ଜୁଏଲେରୀ ଦୋକାନରୁ ଗତ ଶନିବାର ମଧ୍ୟାହ୍ନରେ ଅଳଙ୍କାର କିଣିବା ବାହାନାରେ ୪ ମହିଳା ରୁପା ଗହଣା ଲୁଟି ନେଇଥିଲେ…

ପାଇଖାନା ଟାଙ୍କିରେ ପଡ଼ି ଶିଶୁ ମୃତ

ରଣପୁର,୨୯।୧୦(ସ୍ବ.ପ୍ର.)-ନୟାଗଡ଼ ଜିଲା ରଣପୁର ବ୍ଲକ ଖତିଆ ଭଞ୍ଜସାହିରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଡ଼ି ଜଣେ ୪ ବର୍ଷର ଶିଶୁଙ୍କ ରବିବାର ମୃତ୍ୟୁ ଘଟିଛି । ସେ ହେଲେ…

ମହାବାତ୍ୟାକୁ ପୂରିଲା ୨୦ ବର୍ଷ: ସୃଷ୍ଟି ହେଉନି ହେନ୍ତାଳ ବଣ, ଚିନ୍ତାରେ ଉପକୂଳବାସୀ

କେନ୍ଦ୍ରାପଡା ଅଫିସ, ୨୯ା୧୦-୧୯୯୯ ମହାବାତ୍ୟାକୁ ମଙ୍ଗଳବାର ୨୦ ବର୍ଷ ପୂରୁଛି। ମାତ୍ର ଏହାର କରାଳ ରୂପ ଲୋକଙ୍କ ମନରେ ଏବେ ବି ଜୀବିତ ହୋଇ ରହିଛି। ଏହି…