ଜିଏସ୍‌ଟି ଢାଞ୍ଚାରେ ପରିବର୍ତ୍ତନ ନେଇ ଏନ୍‌.କେ.ସିଂଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ,୨୪-୧୧: ଜିଏସ୍‌ଟି ଢାଞ୍ଚାରେ ବଡ ଧରଣର ପରିବର୍ତ୍ତନ ନେଇ ଅର୍ଥ କମିଶନ ଅଧ୍ୟକ୍ଷ ଏନ୍‌.କେ.ସିଂ ଶନିବାର ଗୁରୁତ୍ୱାରୋପ କରିଛନ୍ତି। ବିଶେଷ କରି ଜିଏସ୍‌ଟିରେ ରହିଥିବା ଜଟିଳ ଅନୁପାଳନ…

ରାତିରେ ପଲଟିଗଲା ବାଜି: ଫଡ୍‌ନବିସ ମୁଖ୍ୟମନ୍ତ୍ରୀ, ଅଜିତ ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୪ା୧୧: ହିସାବ ସରିଥିଲା... ଭାଗବଣ୍ଟା ଛିଣ୍ଡିଥିଲା ଶିବସେନା, ଏନ୍‌ସିପି ଓ କଂଗ୍ରେସ ମଧ୍ୟରେ। ରାତି ପାହିଲେ ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ବିଧାୟକଙ୍କ ସମର୍ଥନପତ୍ର ଧରି ପହଞ୍ଚତ୍ଥାନ୍ତେ…

ବାରବାଟୀ ଷ୍ଟାଡିୟମ: ସ୍ଥିତି ଅନୁଧ୍ୟାନ କଲେ ଡିସିପି

କଟକ ଅଫିସ,୨୪ା୧୧-  ଡିସେମ୍ବର ୨୨ରେ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ ଏକଦିବସୀୟ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ନିମନ୍ତେ କଟକ ଡିସିପି ଅଖିଳେଶ୍ୱର ସିଂ ଶନିବାର ବାରବାଟୀ ଷ୍ଟାଡିୟମର ସ୍ଥିତି…

କୋହଲିଙ୍କ ଶତକ, ଇନିଂସ ବିଜୟ ଦ୍ୱାରରେ ଭାରତ

କୋଲ୍‌କାତା, ୨୪।୧୧- ପିଙ୍କ୍‌ ବଲ୍‌ ଦିବାରାତ୍ର କ୍ରିକେଟ ଟେଷ୍ଟରେ ଭାରତ ପକ୍ଷରୁ ପ୍ରଥମ ଶତକ ହାସଲ କରିଛନ୍ତି ଅଧିନାୟକ ବିରାଟ କୋହଲି। ସ୍ଥାନୀୟ ଇଡେନ୍‌ ଗାର୍ଡେନ୍ସରେ ଚାଲିଥିବା…

ଅଶ୍ୱାରୋହୀ ମିର୍ଜାଙ୍କୁ ଐତିହାସିକ ଅଲିମ୍ପିକ ଯୋଗ୍ୟତା

ନୂଆଦିଲ୍ଲୀ, ୨୪।୧୧- ଅଶ୍ୱ ଚାଳନାରେ ଦୁଇଥର ଏସୀୟ ପଦକ ବିଜେତା ଫଓ୍ବାଦ ମିର୍ଜା ୨୦୨୦ ଟୋକିଓ ଅଲିମ୍ପିକକୁ ଯୋଗ୍ୟତା ହାସଲ କରିଛନ୍ତି। ଏଥିସହ ଦୀର୍ଘ ୨୦ ବର୍ଷ…

ଜାଲିନା ହେଲେ ରାଜ୍ୟ ମହିଳା କମିଶନ ସଦସ୍ୟା

ଜି.ଉଦୟଗିରି,୨୪।୧୧(ଡି.ଏନ.ଏ.)-ରାଜ୍ୟ ସରକାର ରାଜ୍ୟ ମହିଳା କମିଶନର ସଦସ୍ୟା ଭାବେ ୪ ଜଣଙ୍କ ନାମ ଘୋଷଣା କରିଛନ୍ତି। ସେମାନଙ୍କ ମଧ୍ୟରେ ଜାଲିନା ପ୍ରିୟଦର୍ଶିନୀଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି…

ଧରାପଡ଼ିଲେ ନିଶାସକ୍ତ ୨ ଗାଡ଼ି ଚାଳକ

ଗୋପାଳପୁର,୨୪ା୧୧: ଗୋଳନ୍ଥରା ଥାନା ପୋଲିସ ରଣ୍ଢା, ଚିକରଡ଼ା ରାସ୍ତାରେ ଶୁକ୍ରବାର ରାତିରେ ପାଟ୍ରୋଲିଂ କରୁଥିବା ବେଳେ ମଦ୍ୟପାନ କରି ଗାଡ଼ି ଚଳାଉଥିବା ୨ ଚାଳକଙ୍କୁ ଅଟକାଇଥିଲା। ବ୍ରେଥ୍‌…

ବାୟୋମେଟ୍ରିକ୍‌ ଉପସ୍ଥାନ, ଟୁର ଡାଏରୀ ଦାଖଲ ବାଧ୍ୟତାମୂଳକ

ଛତ୍ରପୁର,୨୪ା୧୧(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ସରକାରଙ୍କ ୫-ଟି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ଉପସ୍ଥିତ…

ବସ୍‌ ମାଡିଯିବାରୁ ନାବାଳକ ମୃତ, ରାସ୍ତାରୋକୋ

ଦିଗପହଣ୍ଡି,୨୪ା୧୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡଗଁା ପଞ୍ଚାୟତ ଦାଉଣି ଗଁା ଛକରେ ଶନିବାର ଅପରାହ୍ନରେ ଯାତ୍ରୀବାହୀ ବସ୍‌ ମାଡିଯିବାରୁ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ଯୁବକଙ୍କୁ ଆକ୍ରମଣ

ଧରାକୋଟ,୨୪ା୧୧(ଡି.ଏନ.ଏ.)-ଧରାକୋଟ ଥାନା ଶରଧାପୁର ଗ୍ରାମ ମୁଖ୍ୟରାସ୍ତା ପାର୍ଶ୍ୱରେ ଶୁକ୍ରବାର ସରପଞ୍ଚ ପୁଷ୍ପାଞ୍ଜଳି ପଣ୍ଡାଙ୍କ ଦିଅର ଶ୍ରୀକାନ୍ତଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା। ଶ୍ରୀକାନ୍ତଙ୍କ ସ୍ତ୍ରୀ ସଙ୍ଗୀତାଙ୍କ ଅଭିଯୋଗକୁ ଭିତ୍ତିକରି…