ଆସିକା,୨୮।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଣ୍ଡିଆପଥରରେ ପୋଲିସ ଏନ୍କାଉଣ୍ଟରରେ ଟିଙ୍ଗିରି ଦୋରା(୩୨) ନାମକ ଜଣେ ଅପରାଧୀ ଆହତ ହୋଇଛନ୍ତି। ତାଙ୍କୁ ବ୍ରହ୍ମପୁର ଡାକ୍ତରଖାନାରେ ଭର୍ତ୍ତି…
ହାଟଡ଼ିହୀ,୨୮।୧୦(ସ୍ବ.ପ୍ର./ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକର ବିଶିଷ୍ଟ ସାମାଜିକ ସଂଗଠନ ‘ସର୍ଭ ଫର ଫିପୁଲ’ ତରଫରୁ ଦୀପାବଳି ଉତ୍ସବ ନିଆରା ଢଙ୍ଗରେ ପଳିତ ହୋଇଯାଇଛି। ଏହି ବ୍ଲକ…
ସିରସା,୨୮।୧୦: ଜନନାୟକ ଜନତା ପାର୍ଟି(ଜେଜେପି)ର ମୁଖ୍ୟ ଦୁଷ୍ୟନ୍ତ ଚୌତାଲା ହରିୟାଣାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ସେ ତାଙ୍କ ନିର୍ବାଚନ ମଣ୍ଡଳି ଗସ୍ତ କରିଛନ୍ତି।…
ଉଜ୍ଜୟିନୀ,୨୮।୧୦: ମଧ୍ୟପ୍ରଦେଶ ଉଜ୍ଜୟିନୀ ନିକଟବର୍ତ୍ତୀ ବଡ଼ନଗର ତହସିଲ୍ରେ ଥିବା ଭିଡ଼ାବଦ୍ ଗାଁରେ ପୁରାତନ ପରମ୍ପରା ସୋମବାର ପାଳିତ ହୋଇଛି। ଏଠାରେ ଶହ ଶହ ଶ୍ରଦ୍ଧାଳୁ ଗାଈ ଖୁରାକୁ…
ଭଦ୍ରକ ଅଫିସ,୨୮।୧୦: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ ସପ୍ତମାତୃକା ବେଶର ପ୍ରଥମ ଦିନ ଅର୍ଥାତ ରବିବାର ବେଦମାତା ବେଶ ଓ ଦ୍ୱିତୀୟ ଦିନ ସୋମବାର ମହାକାଳୀ…
ଓ୍ବାଶିଂଟନ,୨୮।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆସନ୍ତା ଅକ୍ଟୋବର ୩୧ରେ ଗ୍ରହପିଣ୍ଡ ୨୦୧୯ ୟୁଜେ-୩ ପୃଥିବୀ ସହିତ ଧକ୍କା ହେବାର ଆଶଙ୍କା ଥିବା ନାସା ପକ୍ଷରୁ…
ମୁମ୍ବାଇ,୨୮।୧୦: ମହାରାଷ୍ଟ୍ରରେ ନୂଆ ସରକାର ଗଠନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ଅଙ୍କ କଷା ଛିଡିପାରୁ ନାହିଁ। ଉଭୟଙ୍କ ମଧ୍ୟରେ ମେଣ୍ଟ ହୋଇଥିବା…
ତ୍ରିଚି,୨୮।୧୦: ତାମିଲନାଡୁର ତ୍ରିଚିରେ ଜଣେ ୨ ବର୍ଷର ଶିଶୁ ବୋରଓ୍ବେଲ ମଧ୍ୟକୁ ଖସି ପଡିଥିଲେ। ଆଉ ୬୦ ଘଣ୍ଟା ପରେ ଅର୍ଥାତ୍ ରବିବାର ରାତି ପର୍ଯ୍ୟନ୍ତ ସେ…
ପାଟନା,୨୮।୧୦: ବିହାରରେ ଦୀପାବଳିରେ ରକ୍ତ ସମ୍ପର୍କରେ ରକ୍ତର ଛିଟା ଲାଗିଛି। ସ୍ଥାନୀୟ ବେଗୁସରାଇରେ ଟ୍ରିପଲ୍ ମର୍ଡ଼ର ଘଟିଛି। ଭାଇଙ୍କ ଗୁଳିରେ ଭାଇ-ଭାଉଜ ଏବଂ ଝିଆରୀଙ୍କ ମୃତ୍ୟୁ ହୋଇଛି।…
ଓ୍ବାଶିଂଟନ,୨୮।୧୦: ଆଇଏସ୍ ଆତଙ୍କବାଦୀ ଅବୁ ବକର ଅଲ୍ ବଗଦାଦିଙ୍କ ମୃତ୍ୟୁ ଘଟିଛି। ସିରିୟାରେ ଜାରି ରହିଥିବା ମିଳିତ ସର୍ଚ୍ଚ ଅପରେଶନ୍ରେ ଏଭଳି ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍…