ସୁରକ୍ଷାକର୍ମୀଙ୍କ ଉପରେ ଗ୍ରେନେଡ୍‌ ମାଡ଼: ୬ ଯବାନ ଆହତ

ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀମାନେ ଗ୍ରେନେଡ୍‌ ମାଡ଼ କରିଛନ୍ତି। ଏଥିରେ ୬ ଯବାନ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ଆର୍ମି ହସ୍ପିଟାଲରେ ଭର୍ତ୍ତି…

ମହାରାଷ୍ଟ୍ରର ଅଧିକାଂଶ ବିଧାୟକ ଅପରାଧୀ

ମୁମ୍ବାଇ,୨୭।୧୦: ମହାରାଷ୍ଟ୍ର ବିଧାନସଭା ଲାଗି ନିର୍ବାଚିତ ହୋଇଥିବା ବିଧାୟକମାନଙ୍କ ମଧ୍ୟରୁ ଅଧିକାଂଶ ଅପରାଧୀ ବୋଲି ଜଣାପଡିଛି। ୨୮୮ ବିଧାୟକଙ୍କ ମଧ୍ୟରୁ ୧୭୬ ଜଣଙ୍କ ନାଁରେ ଆପରାଧୀକ ମାମଲା…

ଆମ ପରମ୍ପରାର ସୁନ୍ଦର ନିଦର୍ଶନ ଝୋଟି

ଆମ ଓଡ଼ିଆ ସଂସ୍କୃତିରେ ଝୋଟି ବା ଚିତାର ରହିଛି ଏକ ସ୍ବତନ୍ତ୍ର ମହତ୍ତ୍ୱ। ଓଡ଼ିଆ ଘରର ଯେକୌଣସି ପର୍ବପର୍ବାଣିରେ ଝୋଟି, ଚିତା ବା ରଙ୍ଗୋଲିର ଏକ ପ୍ରମୁଖ…

ଦୀପାବଳି ଖୁସି ବଦଳରେ ଚାଷୀଙ୍କୁ ଚିନ୍ତା, ୨୫୦ ଏକର ଜମି ଜଳମଗ୍ନ

କାଶୀନଗର,୨୭ା୧୦(ଡି.ଏନ୍‌.ଏ.): ଲଘୁଚାପ ପ୍ରଭାବରେ ଗତ ୩ ଦିନର ଲଗାଣ ବର୍ଷା ଚାଷୀଙ୍କ ବର୍ଷକର ଶ୍ରମ ଉପରେ ଦାଉ ସାଧିଛି। ଉଜାଡ଼ିଦେଇଛି ଏକର ଏକର ଫସଲ। ଅମଳ ବେଳ…

ଦୀପାବଳୀ ପାଇଁ ଜୟପୁରରେ ଫୁଲ, ବାଣ ବଜାର

ଜୟପୁର,୨୭ା୧୦(ଡି.ଏନ୍‌.ଏ.): ଦୀପାବଳି ପାଇଁ ଜୟପୁର ସହରର ବଜାର ଚଳଚଞ୍ଚଳ ହୋଇଛି ା ରବିବାର ଦୀପାବଳି ପର୍ବ ପାଳନ ଲାଗି ସହରର ଦୈନିକ ବଜାର ମୁଖ୍ୟରାସ୍ତାରେ ମଣ୍ଡା, ସେବତୀ…

ଲାଇକ୍‌, ଭିଉଜ୍‌ ଜିଣୁଛି ଜୟପୁର ବିଧାୟକଙ୍କ ଗୀତ

ଜୟପୁର,୨୭ା୧୦(ନି.ପ୍ର.): ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଗୀତ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପୂର୍ବରୁ ବାହିନୀପତି ନିଜ ନିର୍ବାଚନମଣ୍ଡଳୀର ବିଭିନ୍ନ କାର୍ଯ୍ୟକ୍ରମ ମଞ୍ଚରେ ଲୋକଙ୍କ…

ବେଦମାତା ବେଶରେ ପୂଜା ପାଇଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୨୭।୧୦ : ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ପରମ ବୈଷ୍ଣବୀ ମା’ ଭଦ୍ରକାଳୀଙ୍କ ସପ୍ତ ମାତୃକା ବେଶ ପୂଜା ଉତ୍ସବ ରବିବାରଠାରୁ ଆରମ୍ଭ ହୋଇଛି। ସକାଳେ ପବିତ୍ର…

ପରିବା ବିକାଳିରୁ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୭।୧୦: ଦୀପାବଳୀ ଅବସରରେ ଭାଜପା ନେତା ମନୋହର ଲାଲ ଖଟ୍ଟର ଦ୍ୱିତୀୟ ଥର ଲାଗି ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ତାଙ୍କ ସହ ଭାଜପାକୁ…

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ପୁଣି ୫ ପରିବାର ଜମି ହସ୍ତାନ୍ତର କଲେ

ପୁରୀ ଅଫିସ,୨୭ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଜାରି ରହିଛି। ଗତ ୨୧ ତାରିଖରେ ପ୍ରଥମକରି ୫ ପରିବାର ସରକାରଙ୍କୁ ପ୍ରତ୍ୟକ୍ଷ ଜମି ବିକିଥିବାବେଳେ ୨୨ତାରିଖରେ…

କଣ୍ଢେଇ ନାଚରେ ପର୍ଯ୍ୟଟନ ସଚେତନ କରୁଛନ୍ତି ତେଲେଙ୍ଗାନାର ମାଧବୀଲତା

କୋରାପୁଟ,୨୭ା୧୦(ସ୍ବ.ପ୍ର.): ପ୍ରତି ଗ୍ରାମ ଓ ସହରାଞ୍ଚଳରେ ରୋଡ ଶୋ ହେଉଛି। ପାରମ୍ପରିକ ଷ୍ଟେଜ ଶୋ କରାଯାଉଛି। ଏହି ଶୋଗୁଡ଼ିକରେ କଣ୍ଢେଇ ନାଚ ପ୍ରଦର୍ଶନ କରି ପର୍ଯ୍ୟଟନସ୍ଥଳୀ ସମ୍ପର୍କରେ…