କାହିଁକି ପାଳନ କରାଯାଏ ଦୀପାବଳି

ଆଲୋକର ପର୍ବ ଦୀପାବଳି ପୁରପଲ୍ଲୀ, ସହର ବଜାର ସବୁଠାରେ ଖୁବ୍‌ ଧୁମ୍‌ଧାମରେ ପାଳନ କରାଯାଇଥାଏ। ଓଡ଼ିଶାରେ ଏହିଦିନ ପିତୃପୁରୁଷଙ୍କୁ କାଉଁରିଆ କାଠି ଜଳାଇ ମନେପକାଯାଇଥାଏ। ହେଲେ ଏହାର…

ସ୍ବାସ୍ଥ୍ୟ ବିଭାଗ ଅଧୀନରେ ହେବ ଜନ୍ମ ମୃତ୍ୟୁର ଇ-ପଞ୍ଜୀକରଣ

ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ଏଣିକି ଜନ୍ମ ମୃତ୍ୟୁର ଇ-ପଞ୍ଜୀକରଣ କାର୍ଯ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ହାତକୁ ଆସିବ। ପୂର୍ବରୁ ଏହା ଗୃହ ନିର୍ମାଣ ଓ ନଗର…

ଟୋକିଓ ଜିଏଫ୍‌ଏସ୍‌ଇଏସ୍‌ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର: ବଢୁଥିବା ଚାହିଦା ଇସ୍ପାତ ଶିଳ୍ପକୁ ଦ୍ରୁତ ବିକାଶ ଆଡ଼କୁ ନେବ

ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ଭାରତରେ ବଢୁଥିବା ଇସ୍ପାତ ଚାହିଦା ଏହି ଶିଳ୍ପକୁ ଦ୍ରୁତ ବିକାଶ ଆଡକୁ ନେବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ପାଞ୍ଚଦିନିଆ ଜାପାନ ଗସ୍ତରେ…

ପ୍ରଦୀପ ଦାଶଙ୍କୁ ‘ଶାରଳା ପୁରସ୍କାର’

ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ଇମ୍ଫା ଦ୍ୱାରା ପରିଚାଳିତ ଇଣ୍ଡିଆନ୍‌ ମେଟାଲ୍ସ ଏଣ୍ଡ୍‌ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ୪୦ତମ ଶାରଳା ପୁରସ୍କାର ଉତ୍ସବ ଶନିବାର ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ ଅନୁଷ୍ଠିତ…

ନବୀନ ଅପରାଜେୟ: ଦାମ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ବରିଷ୍ଠ ନେତା ଦାମୋଦର ରାଉତ ନିୟମିତ ବ୍ୟବଧାନରେ ନିଜ ମନ୍ତବ୍ୟ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ଭାଜପାରୁ ଇସ୍ତଫା ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶନିବାର…

ମିଲିଟାରୀ ୱାର୍ଲଡ ଗେମ୍ସ: ଦୀପକ ରୌପ୍ୟ, ବାଲାଜୀ ବ୍ରୋଞ୍ଜ୍‌ ଜିତିଲେ

ଉହାନ୍‌ (ଚାଇନା), ୨୭ା୧୦(ପି.ଟି.)-ଏଠାରେ ଚାଲିଥିବା ୭ମ ମିଲିଟାରୀ ୱାର୍ଲଡ ଗେମ୍ସରେ ଭାରତୀୟ ବକ୍ସର ଦୀପକ ଏକ ରୌପ୍ୟ ଜିତିଥିବାବେଳେ ଟେନିସ ଖେଳାଳି ଏନ୍‌. ଶ୍ରୀରାମ ବାଲାଜୀ ଏକ…

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଏସ୍‌ପିଙ୍କ ନାମରେ ଥାନାରେ ଏତଲା

ଯାଜପୁର ଅଫିସ,୨୭ା୧୦: ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଜିଲା ଅଶାନ୍ତ ହେବାରେ ଲାଗିଛି। ଜିଲା…

ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ ଇସ୍ତଫା ଦାବିକଲା ଭାଜପା

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ପଦ ଏକ ସାମ୍ବିଧାନିକ ଦାୟିତ୍ୱ। ଏହା ବିଜେଡିର ରାଜନୈତିକ ପଦବୀ ନୁହେଁ । ଯାଜପୁର ଜିଲାର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କୁ…

ମଞ୍ଚେଶ୍ୱର ଥାନା ଅଧିକାରୀଙ୍କ ଅନୁଭୂତି: ଫାର୍ମାସିଷ୍ଟଙ୍କ ସୂଚନାରୁ ଧରାପଡ଼ିଲେ ହତ୍ୟା ଅଭିଯୁକ୍ତ

ରାଜ୍ୟରେ ଅନେକ ଅପରାଧ ଘଟୁଛି। କେତେକ ମାମଲାର ତଦନ୍ତରେ ପୋଲିସ ସଫଳ ହେଉଥିବାବେଳେ ଆଉ କେତେକରେ ବିଫଳ ହେଉଛି। ଜଣେ ଥାନା ଅଧିକାରୀଙ୍କ ଚାକିରି କାଳର ଅନୁଭୂତି…

ଚାଲିବ ୧୦ ସ୍ବତନ୍ତ୍ର ବିଳାସପୂର୍ଣ୍ଣ ଟ୍ରେନ୍‌: ରାଜକୀୟ ଆତିଥ୍ୟ ପାଇବା ସହ ପର୍ଯ୍ୟଟନସ୍ଥଳୀ ବୁଲିବେ ଯାତ୍ରୀ

ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ରାଜସ୍ବ ବୃଦ୍ଧି ସହ ବିଳାସପୂର୍ଣ୍ଣ ସେବା କ୍ଷେତ୍ରକୁ ଆହୁରି ଆଗକୁ ନେବାକୁ ଭାରତୀୟ ରେଳପଥ ନୂଆ ପଦକ୍ଷେପ ଗ୍ରହଣ କରିଛି। ଯାତ୍ରୀଙ୍କୁ ରାଜକୀୟ ଆତିଥେୟତା…