ମଧୁମେହ ରୋଗୀଙ୍କ ପାଇଁ ଉପକାରୀ କ୍ୟାପ୍ସିକମ୍‌

ସାଧାରଣତଃ କ୍ୟାପ୍ସିକମକୁ ଚିଲି ତରକାରୀ କିମ୍ବା ସାଲାଡରେ ବ୍ୟବହାର କରାଯାଏ। କ୍ୟାପ୍ସିକମ କେବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହା ଶରୀର ପାଇଁ ବହୁ ଉପକାରୀ…

ପୋଡାଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଚାଷ

ମୁନିଗୁଡ଼ା, ୨୧।୧୧(ଡି.ଏନ୍‌.ଏ.)- ଅପରେଶେନ ଗ୍ରୀନ ଡାଇମଣ୍ଡର ଦିତୀୟ ଦିନରେ ରାୟଗଡ଼ାର ଉପାନ୍ତ ଅଞ୍ଚଳ ଚନ୍ଦ୍ରପୁରରେ ୫୬ ଏକର ଜମିରେ ହୋଇଥିବା ବେଆଇନ ଗଞ୍ଜେଇ ଚାଷକୁ ପୋଲିସ ଓ…

କେନ୍ଦ୍ର ବିରୋଧରେ କଂଗ୍ରେସର ବିଶାଳ ସମାବେଶ

ଫୁଲବାଣୀ ଅଫିସ, ୨୧ା୧୧-କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଗୁରୁବାର ଫୁଲବାଣୀରେ ବିଶାଳ ସମାବେଶ କରାଯାଇଛି । ବିଭିନ୍ନ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଫଳତା ଦର୍ଶାଇ ଦଳୀୟ କର୍ମୀମାନେ…

ଛତ୍ରପୁର ହସ୍ପିଟାଲରେ ଟ୍ୟୁମର ଅପରେଶନ ହେଲାନି: ନିରାଶରେ ଘରକୁ ଫେରିଲେ ସୀତାମ୍ମା

ଛତ୍ରପୁର,୨୧ା୧୧(ଡି.ଏନ୍‌.ଏ.)-ଛତ୍ରପୁର ହସ୍ପିଟାଲରେ ଟ୍ୟୁମର ଅପରେଶନ ନ ହେବାରୁ ଜଣେ ମହିଳା ଗୁରୁବାର ନିରାଶରେ ଘରକୁ ଫେରିବାକୁ ବାଧ୍ୟ ହୋଇଛନ୍ତି। ଆନାସ୍ଥେସିଆ ବିଶେଷଜ୍ଞ ନ ଥିବାରୁ ତାଙ୍କୁ ଫେରାଇ…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ: ନିରପେକ୍ଷ ତଦନ୍ତ ଦାବି କଲା ଭାଜପା ମହିଳା ମୋର୍ଚ୍ଚା

ହିଞ୍ଜିଳିକାଟୁ,୨୧ା୧୧(ଡି.ଏନ୍‌.ଏ): ହିଞ୍ଜିଳି ଥାନା ଅଞ୍ଚଳରେ ଗତ ଶନିବାର ଜଣେ ୧୦ବର୍ଷୀୟ ନାବାଳିକାଙ୍କୁ ନିଜ ଦୋକାନରେ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେ ହେଲେ…

ଶିଶୁଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ

ପୁରୀ ଅଫିସ, ୨୦ା୧୧ :  ବିଶ୍ୱମ୍ବର ବିଦ୍ୟାପୀଠ ପରିସରରେ ଗୁରୁବାର ଶିଶୁ ସମାଚାର ପକ୍ଷରୁ ବିଶ୍ୱ ଶିଶୁ ଅଧିକାର ଦିବସ ପାଳିତ ହୋଇଯାଇଛି। ଆଇନଜୀବୀ ଶରତ ରାୟଗୁରୁଙ୍କ…

ଐତିହାସିକ ପିଙ୍କ୍‌ ବଲ୍‌ ଟେଷ୍ଟ; ଭାରତ ଫେଭରାଇଟ୍‌

କୋଲକାତା,୨୧।୧୧(ପି.ଟି.)- ଐତିହାସିକ ଇଡେନ ଗାର୍ଡେନରେ ଶୁକ୍ରବାରଠାରୁ ଭାରତ ଓ ଭ୍ରମଣକାରୀ ବାଂଲାଦେଶ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ପ୍ରଥମ ଦିବାରାତ୍ର ଟେଷ୍ଟ। ଗୋଲାପୀ ବା ପିଙ୍କ୍‌ ବଲ୍‌ରେ…

ଗାବା ଟେଷ୍ଟ ପାକିସ୍ତାନ ୨୪୦ରେ ଅଲ୍‌ଆଉଟ୍‌

ବ୍ରିସବେନ୍‌, ୨୧।୧୧ (ଏଏଫ୍‌ପି)- ଭ୍ରମଣକାରୀ ପାକିସ୍ତାନ ବିପକ୍ଷରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନର ସମ୍ମାନ ଅଷ୍ଟ୍ରେଲିଆ ହାତେଇ ନେଇଛି। ଟସ୍‌ ଜିତି…

ଋଣ ଦେବା ନାଁରେ ଅର୍ଥ ହଡ଼ପ ଅଭିଯୋଗ

ରୂପ୍‌ସା, ୨୧।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ହାତିଆଡ଼ିହା ଗ୍ରାମବାସୀଙ୍କୁ ଋଣ ଯୋଗାଇ ଦେବା ନାଁରେ ‘ଅନ୍ନପୂର୍ଣ୍ଣା ଫାଇନାନ୍ସ ପ୍ରାଇଭେଟ୍‌ ଲିମିଟେଡ୍‌’ ସଂସ୍ଥା ଅର୍ଥ ହଡପ କରିଥିବା…

ନିମ୍ନମାନର ଓପିଡ଼ି ଗୃହ ନିର୍ମାଣ ଘଟଣା: ଅଭିଯୋଗ ପରେ ମରାମତି ଆରମ୍ଭ

ରୂପ୍‌ସା, ୨୧।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ଓପିଡ଼ି (ଆଉଟ୍‌ଡୋର ପେସେଣ୍ଟ ଡିପାର୍ଟମେଣ୍ଟ) ଗୃହର ମରାମତି କାର୍ଯ୍ୟ ଗୁରୁବାର ଆରମ୍ଭ ହୋଇଛି। ସ୍ଥାନୀୟ ସଚେତନ…