ଖବରଦାତାଙ୍କୁ ପୋଲିସର ଦୁର୍ବ୍ୟବହାର ଘଟଣା: ଥାନାରେ ଏତଲା

କେନ୍ଦୁଝର,୨୬।୧୦(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନାରେ ଖବରଦାତାଙ୍କୁ ପୋଲିସର ଦୁର୍ବ୍ୟବହାର ଘଟଣାକୁ ନେଇ ଶନିବାର ଥାନାରେ ଏତଲା ଦିଆଯାଇଛି। ବୈଦ୍ୟୁତିକ ଗଣମାଧ୍ୟମ କ୍ୟାମେରା ମ୍ୟାନ୍‌ ତନ୍ମୟ କୁମାର ପାଲ…

ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ

ଚାନ୍ଦବାଲି,୨୬ା୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ମତୋ-ଚୌଧୁରୀଘାଟ ରାସ୍ତାର ମଉସୁଧା ବଜାର ନିକଟରେ ଶନିବାର ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ରାସ୍ତା ତଳକୁ…

ସ୍ଥାବର ସମ୍ପତ୍ତି ଆଧାର ସହିତ ହେବ ଲିଙ୍କ୍‌: ମୋଦି ସରକାର ଆଣିବେ ଆଇନ; ଡ୍ରାଫ୍ଟ୍‌ ପ୍ରସ୍ତୁତ

ନୂଆଦିଲ୍ଲୀ,୨୬।୧୦:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସ୍ଥାବର ସମ୍ପତ୍ତିକୁ ଆଧାର ସହିତ ଲିଙ୍କ୍‌ କରିବା ଲାଗି ଯୋଜନା କରିଛନ୍ତି। ଏନେଇ ପାଞ୍ଚ ଜଣିଆ ସଂସଦୀୟ କମିଟି ଗଠନ…

ଶରିଫ ଅସୁସ୍ଥ

ଇସ୍‌ଲାମାବାଦ,୨୬।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଶନିବାର ଏକ ହୃଦଘାତ ହୋଇଥିବା ସୂଚନା ମିଳିଛି। ସେ ଚିକିତ୍ସିତ ହେଉଥିବା ସର୍ଭିସେସ୍‌ ହସ୍ପିଟାଲ ପକ୍ଷରୁ ଏହି ସୂଚନା…

ବାରପାହାଡ଼ ଫେରୁଛନ୍ତି ହାତୀପଲ: ଚିନ୍ତାରେ ଚାଷୀ

ଭଟ୍‌ଲି,୨୬ା୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବାରପାହାଡ଼ ଜଙ୍ଗଲରୁ ଛତିଶଗଡ଼ ଜଙ୍ଗଲକୁ ଚାଲିଯାଇଥିବା ହାତୀପଲ ଶନିବାର ପୁଣିଥରେ ବାରପାହାଡ଼ ଜଙ୍ଗଲମୁହାଁ ହୋଇଛନ୍ତି। ବିଗତ ୩ଦିନ ଧରି ଭଟ୍‌ଲି ବନ ବିଭାଗ…

ଭାରସାମ୍ୟ ହରାଇ ଓଲଟିଲା କ୍ୟାମ୍ପର

ଯୋଡ଼ା,୨୬।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ବ୍ୟାଙ୍କ ଅଫ୍‌ ଇଣ୍ଡିଆ ନିକଟ ରାସ୍ତାରେ ଶନିବାର ଏକ କ୍ୟାମ୍ପର ଭାରସାମ୍ୟ ହରାଇ ଓଲଟି ପଡିଛି। ରାସ୍ତା କଡରେ ଥିବା…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଘର: ଶିଶୁପୁତ୍ର ମୃତ, ଦମ୍ପତିଙ୍କ ସମେତ ୪ ଆହତ

ଦିଗପହଣ୍ଡି,୨୬।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ର ଗୁମ୍ମା ଗାଁର ଦଳିତ ସାହିରେ ଲଗାଣ ବର୍ଷାରେ ଶନିବାର ଭୋରରୁ ଘର ଭୁଶୁଡ଼ି ପଡ଼ିବାରୁ…

ଖୋଲିଲା ରେଙ୍ଗାଳି ଡ୍ୟାମର୍‌ ୯ ନମ୍ବର ଗେଟ୍‌

କଣିହାଁ,୨୬।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀନଦୀର ରେଙ୍ଗାଳି ଡ୍ୟାମ୍‌ର ଗୋଟିଏ ଗେଟ୍‌ ଶନିବାର ଖୋଲାଯାଇଛି। ଜଳସ୍ତର ବୃଦ୍ଧି ଯୋଗୁ ପୂର୍ବାହ୍ନ ୯ଟା ୩୦ ମିନିଟ୍‌ରେ ଷଷ୍ଠ…

ବେଙ୍ଗାଲୁରୁରୁ ୩୦ ବାଂଲାଦେଶୀ ଗିରଫ: ବିନା ଭିଜାରେ ବାସ କରୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୧୦: କର୍ନାଟକ ବେଙ୍ଗାଲୁରୁରୁ ୩୦ ବାଂଲାଦେଶୀଙ୍କୁ ଗିରଫ କରାଯାଇଛି। ସେମାନେ ବିନା ଭିଜାରେ ସହରରେ ବାସ କରୁଥିବା ଅଭିଯୋଗ ହୋଇଛି। ସହରରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ସଂଖ୍ୟା ବୃଦ୍ଧି…

ବେତଡ଼ା ଦୃଷ୍ଟିହୀନ ସ୍କୁଲ ପରିଦର୍ଶନ କଲେ ଜିଲାପାଳ

ଭଦ୍ରକ ଅଫିସ,୨୬।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ ଶନିବାର ଆରଏନ୍‌ ବେତଡ଼ାସ୍ଥିତ ଅଭିନ୍ନ ସୁନ୍ଦର ଦୃଷ୍ଟିହୀନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ଜିଲାପାଳ ସେଠାରେ ସକାଳୁ ପହଞ୍ଚି ଅନ୍ତେବାସୀଙ୍କ…