ବେତଡ଼ା ଦୃଷ୍ଟିହୀନ ସ୍କୁଲ ପରିଦର୍ଶନ କଲେ ଜିଲାପାଳ

ଭଦ୍ରକ ଅଫିସ,୨୬।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ ଶନିବାର ଆରଏନ୍‌ ବେତଡ଼ାସ୍ଥିତ ଅଭିନ୍ନ ସୁନ୍ଦର ଦୃଷ୍ଟିହୀନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ଜିଲାପାଳ ସେଠାରେ ସକାଳୁ ପହଞ୍ଚି ଅନ୍ତେବାସୀଙ୍କ…

ପ୍ରେମ ପାଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ରବୀନା ଟଣ୍ଡନ୍‌ ସୁନ୍ଦର ଅଭିନୟ ଯୋଗୁ ବଲିଉଡ୍‌ରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛନ୍ତି। ଏଥିପାଇଁ ଜାତୀୟ ପୁରସ୍କାର ପାଇଥିବା ରବୀନାଙ୍କର ଆଜି…

ସମୁଦ୍ର ମଝିରେ ଡଙ୍ଗାବୁଡ଼ି ଘଟଣା: ନିଖୋଜ ମତ୍ସ୍ୟଜୀବୀ ଉଦ୍ଧାର

ମହାକାଳପଡ଼ା, ୨୬।୧୦ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ସମୁଦ୍ରକୁ ମାଛ ଧରିବାକୁ ଯାଇଥିବା ଏକ ଇଞ୍ଜିନ୍‌ଚାଳିତ ଡଙ୍ଗା ଶୁକ୍ରବାର ଅପରାହ୍ନରେ ଭାରସାମ୍ୟ ହରାଇ ବୁଡ଼ି…

ମୁଖ୍ୟମନ୍ତ୍ରୀ ଆସନ ଉପରେ ଶିବସେନାର ନଜର: ଅଢେଇ ବର୍ଷ ପାଇଁ ମାଗିପାରେ ଗାଦି

ମୁମ୍ବାଇ,୨୬।୧୦: ମହାରାଷ୍ଟ୍ରରେ ରାଜନୀତି ଏବେ ସରଗରମ। କାରଣ ବିଧାନସଭା ନିର୍ବାଚନ ପରେ ଏବେ ରାଜ୍ୟରେ ଭାଜପା-ଶିବସେନା ମେଣ୍ଟ ସରକାର ଗଠନ ହେବାକୁ ଯାଉଛି। ପୂର୍ବରୁ ୫୦-୫୦ ଆସନ…

ଭାରତ ରତ୍ନକୁ ନେଇ ଭାଜପା-କଂଗ୍ରେସ ଟଣାଓଟରା: ଭଗତ ସିଂ,ସୁଖଦେବ, ରାଜଗୁରୁଙ୍କୁ ମିଳୁ ଭାରତ ରତ୍ନ; ଦାବି କଲା କଂଗ୍ରେସ

ନୂଆଦିଲ୍ଲୀ,୨୬।୧୦: ଭାରତ ରତ୍ନକୁ ନେଇ ଭାଜପା-କଂଗ୍ରେସ ମଧ୍ୟରେ ଟଣାଓଟରା ଜାରି ରହିଛି। ପୂର୍ବରୁ ଭାଜପା ପକ୍ଷରୁ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଘୋଷଣା ପତ୍ରରେ କୁହାଯାଇଥିଲା କି ଦଳ…

ଖଟ୍ଟର ବିଧାୟକ ଦଳ ନେତା ନିର୍ବାଚିତ: ଦୀପାବଳିରେ ନେଇ ପାରନ୍ତି ଶପଥ

ଚଣ୍ଡିଗଡ଼,୨୬।୧୦: ହରିୟାଣାର ରାଜନୈତିକ ସ୍ଥିତି ଏବେ ରୋଚକ ମୋଡ଼ରେ ପହଞ୍ଚିଛି। ଭାଜପା ନବନିର୍ବାଚିତ ବିଧାୟକଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟରଙ୍କୁ ନେତା ଭାବେ ନିର୍ବାଚିତ କରାଯାଇଛି। ଶନିବାର…

ମହାରାଷ୍ଟ୍ର ଅପେକ୍ଷା ହରିୟାଣା ବିଧାୟକ ଅଧିକ ପାଠୁଆ

ନୂଆଦିଲ୍ଲୀ : ସଦ୍ୟସମାପ୍ତ ବିଧାନସଭା ନିର୍ବାଚନରେ ମହାରାଷ୍ଟ୍ର ଅପେକ୍ଷା ହରିୟାଣାରେ ଅଧିକ ଶିକ୍ଷତ ବିଧାୟକ ଅଛନ୍ତି। ପିଆର୍‌ଏସ୍‌ ଲେଜିସ୍‌ଲେଟିଭ୍‌ ରିସର୍ଚ୍ଚ ରିପୋର୍ଟରେ ଏନେଇ ଉଲ୍ଲେଖ କରାଯାଇଛି। ମହାରାଷ୍ଟ୍ରର…

ଦୁର୍ବଳ ହେଉଛି ଲଘୁଚାପ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହୋଇଥିବାବେଳେ ଏହା ଘୂର୍ଣ୍ଣିବଳୟରେ ପରିଣତ ହୋଇ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଏବଂ କେନ୍ଦ୍ରୀୟ…

ଜେଜେପି ଛାଡିଲେ ତେଜ୍‌ବାହାଦୂର ଯାଦବ: ଭାଜପା ସହିତ ମେଣ୍ଟ ହରିୟାଣାବାସୀଙ୍କ ସହିତ ବିଶ୍ୱାସଘାତକତା

ଚଣ୍ଡିଗଡ଼,୨୬।୧୦: ହରିୟାଣାରେ ଭାଜପା ଜେଜେପି ସହିତ ମେଣ୍ଟ ସରକାର ଗଠନକୁ କଡ଼ା ସମାଲୋଚନା କରିଛନ୍ତି ତେଜ୍‌ବାହାଦୂର ଯାଦବ । ଏହାକୁ ବିରୋଧ କରି ସେ ଜେଜେପି ଛାଡିଥିବା…

ସରକାରୀ ଅର୍ଥ ହେରଫେର ମାମଲାରେ ମଉସୁଧା ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ଗିରଫ

ଚାନ୍ଦବାଲି,(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଉସୁଧା ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ତଥା ପ୍ରାକ୍ତନ ସରପଞ୍ଚ ବ୍ରଜ ମଲ୍ଲିକଙ୍କୁ ବାଂଶଡ଼ା ପୋଲିସ ଶୁକ୍ରବାର ବିଳମ୍ବିତ ରାତିରେ ଗିରଫ…