ଏଡିଏମ୍‌ଓଙ୍କୁ ନିଲମ୍ବନର ଅଭିନବ ପ୍ରତିବାଦ : ପୋଷାକରେ ପ୍ଲିଜ ସସ୍‌ପେଣ୍ଡ ମି ବ୍ୟାଜ୍‌ ଲଗାଇଲେ କାର୍ଯ୍ୟରତ ଡାକ୍ତର

ବରଗଡ଼ ଅଫିସ,୨୬।୧୦: ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ଆସିଥିବା ୨୭ଜଣ ମହିଳାଙ୍କୁ ନିଶ୍ଚେତକ ଇଞ୍ଜେକସନ ଦେଇ ସେମାନଙ୍କୁ ବିନା ଅସ୍ତ୍ରୋପଚାରରେ ଘରକୁ…

ରାଶିଫଳ: ରବିବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ ବାରମ୍ବାର ପ୍ରତିବନ୍ଧକ ମଧ୍ୟଦେଇ ବହୁପୂର୍ବରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଅର୍ଥଶ୍ରାଦ୍ଧ ଓ ବୁଦ୍ଧି ଖର୍ଚ୍ଚ କରିବାକୁ ପଡିବ। ବନ୍ଧୁମାନଙ୍କ ସଙ୍ଗ…

ନାବାଳିକାଙ୍କୁ ବଳାତ୍କାର: ଯୁବକ ଗିରଫ

ପୁରୁଣା ଭୁବନେଶ୍ୱର, ୨୬।୧୦(ଡି.ଏନ୍‌.ଏ.): ଭୁବନେଶ୍ୱର ଏୟାରଫିଲ୍ମ ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଉକ୍ତ ଅଞ୍ଚଳର ଜଣେ ଯୁବକ ବଳାତ୍କାର କରିଛନ୍ତି। ଏ ନେଇ ଶନିବାର ଏୟାରଫିଲ୍ମ ଥାନାରେ…

ବାଣ ବେପାର ନେଇ ଚିନ୍ତାରେ ବ୍ୟବସାୟୀ

ଆନନ୍ଦପୁର,୨୬।୧୦(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ପକ୍ଷରୁ ୨୩ରୁ ୨୭ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ବାଣ ବିକ୍ରି ପାଇଁ ଅନୁମତି ମିଳିଥିବା ବେଳେ ଜନବସତି ଠାରୁ…

ହ୍ବାଇଟ୍‌ ହାଉସରେ ଟ୍ରମ୍ପ ପାଳିଲେ ଦୀପାବଳି

ଓ୍ବାଶିଂଟନ,୨୬।୧୦: ଆମେରିକାର ରାଷ୍ଟ୍ରପତି ଭବନ ହ୍ବାଇଟ ହାଉସରେ ରାଷ୍ଟ୍ରପତି ଡୋନାଡ ଟ୍ରମ୍ପ ଶୁକ୍ରବାର ଦୀପାବଳି ଉତ୍ସବ ପାଳନ କରିଛନ୍ତି। ଭାରତରେ ପାଳନ କରାଯାଉଥିବା ଦୀପାବଳିର ୩ ଦିନ…

ଏମ୍‌ସିଏଲ୍‌ ଜଗନ୍ନାଥ କୋଇଲା ଖଣିରେ ଅଗ୍ନିକାଣ୍ଡ: ଜଳିଗଲା ପିସି ମେଶିନ

ତାଳଚେର,୨୬।୧୦(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଏମ୍‌ସିଏଲ୍‌ଠାରେ ଥିବା ଜଗନ୍ନାଥ କୋଇଲା ଖଣିରେ ଶନିବାର ଅଗ୍ନିକାଣ୍ଡ ଘଟି ଏକ ପିସି ମେଶିନ ସମ୍ପୂର୍ଣ୍ଣ ଜଳିଯାଇଛି। ଦୁର୍ଘଟଣାରେ ଗାଡ଼ିଚାଳକ ଅଳ୍ପକେ…

ବଢିଲା ଫଡନଭିଶଙ୍କ ସମସ୍ୟା

ମୁମ୍ବାଇ,୨୬।୧୦: ଗତ ୪୦ ବର୍ଷ ମଧ୍ୟରେ ଦେବେନ୍ଦ୍ର ଫଡନବିଶ ଏକ ମାତ୍ର ମୁଖ୍ୟମନ୍ତ୍ରୀ ଯିଏ ସୁରୁଖୁରୁ ଭାବେ ନିଜର ୫ ବର୍ଷ କାର୍ଯ୍ୟକାଳ ପୂରଣ କରିଛନ୍ତି। ଏବେ…

ପୋତା ଯାଇଥିବା ମୃତଦେହ ଉଦ୍ଧାର କଲା ପୋଲିସ

ଆନନ୍ଦପୁର,୨୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଅତା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ପରିବାର ଲୋକେ ତରବରିଆ ଭାବେ ମୃତଦେହ ପୋତି ଦେଇଥିଲେ। ତେବେ…

ବର୍ଷକୁ ଥରେ ମହାକାଳଙ୍କ ସେବା କରନ୍ତି ମହିଳା…

ମଧ୍ୟପ୍ରଦେଶ ଉଜ୍ଜୟନୀରେ ପ୍ରଭୁ ମହାକାଳଙ୍କ ସେବା ବର୍ଷରେ ଥରେ ମହିଳାମାନେ କରନ୍ତି। ଦୀପାବଳି ପୂର୍ବଦିନ ଦେବ ଦୀପାବଳି ଅବସରରେ ମହାକାଳଙ୍କ ପୂଜା କରୁଥିବା ସଦସ୍ୟଙ୍କ ପରିବାରର ମହିଳାମାନେ…

କୁସୁମୀ ନଦୀର ପ୍ରବଳ ସ୍ରୋତରେ ଭାସିଯାଇ ଯୁବକ ନିଖୋଜ

ଖଣ୍ଡପଡ଼ା,୨୬ା୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କୁସୁମୀ ନଦୀରେ ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ଜଳ ପତନ ବୃଦ୍ଧିପାଇଛି। ନଦୀର ପ୍ରବଳ ସ୍ରୋତରେ ଖଣ୍ଡପଡ଼ା…