ମାଡ଼ି ଆସୁଛି ବାତ୍ୟା ‘କୟାର’: କର୍ନାଟକରେ ପ୍ରବଳ ବର୍ଷା; ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ବେଙ୍ଗାଲୁରୁ,୨୬।୧୦: ବାତ୍ୟା ‘କୟାର’ ମାଡ଼ି ଆସୁଛି। ପଶ୍ଚିମ-କେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହୋଇଥିବା ଏହି ବାତ୍ୟା ପ୍ରଭାବରେ କର୍ନାଟକରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି। ସୁରକ୍ଷା ଦୃଷ୍ଟିରୁ…

ଚୌଦ୍ୱାର ସର୍କଲ ଜେଲ: ଆଧୁନିକୀକରଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): କଟକ ଜିଲାର ଚୌଦ୍ୱାର ସର୍କଲ ଜେଲ୍‌ର ଉନ୍ନତି କରାଯାଇ ଓଡ଼ିଶାରେ ଏକ ମଡେଲ ଜେଲରେ ପରିଣତ କରାଯିବ। ଏ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର…

ଧୂଳିମାଟି ଖେଳ କମାଇବ ପାଠପଢ଼ା ବୋଝ

ସୁରତ: ସକାଳ ସାଢ଼େ ୬ରୁ ୭ଟା ଭିତରେ ଟ୍ୟୁଶନ୍‌। ୧୦ଟାରୁ ୪ଟା ସ୍କୁଲ। ଏହା ପରେ ପୁଣି ୫ଟାରୁ ଟ୍ୟୁଶନ୍‌। ଘରକୁ ଫେରି ହୋମ୍‌ଓ୍ବାର୍କ। ଏହା ହେଉଛି…

ଦୁଷ୍ୟନ୍ତଙ୍କ ମା’ ହୋଇପାରନ୍ତି ହରିୟାଣାର ଉପ ମୁଖ୍ୟମନ୍ତ୍ରୀ

ହରିୟାଣା,୨୬।୧୦: ଜନନାୟକ ଜନତା ପାର୍ଟି(ଜେଜେପି)ର ମୁଖ୍ୟ ଦୁଷ୍ୟନ୍ତ ଚୌତାଲାଙ୍କ ମା’ ନୈନା ସିଂ ଚୌତାଲା ହରିୟାଣାର ଉପ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ…

ବାଜି ମାରିଲେ ଶାହ, ଚାହିଁ ରହିଲା କଂଗ୍ରେସ

ନୂଆଦିଲ୍ଲୀ,୨୬।୧୦: ହରିୟାଣାରେ ହୋଇଥିବା ବିଧାନସଭା ନିର୍ବାଚନରେ କୌଣସି ଦଳକୁ ବହୁମତ ମିଳି ନ ଥିବା ବେଳେ ଭାଜପା ଏବେ ସରକାର ଗଢିବାକୁ ଯାଉଛି। ଅସଲ କଥା ହେଲା…

ବିଦ୍ୟୁତ ସଂସ୍ପର୍ଶରେ ଆସି ଲାଇନମ୍ୟାନ ଆହତ

ଭଦ୍ରକ ଅଫିସ,୨୬।୧୦: ଭଦ୍ରକ ଚରମ୍ପାରେ ଶନିବାର ସକାଳେ ଜଣେ ଠିକା କର୍ମଚାରୀ ବିଦ୍ୟୁତ ସଂସ୍ପର୍ଶରେ ଆସି ଆହତ ହୋଇଥିବା ଜଣାପଡ଼ିଛି। ଚରମ୍ପା ନିକଟରେ ଥିବା ଏକ ବିଦ୍ୟତ…

ଏଟିଏମ ଭାଙ୍ଗି ଲୁଟ ଉଦ୍ୟମ

ଭଦ୍ରକ ଅଫିସ,୨୬।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ବଜାର ଅଧିନସ୍ତ ବଜାର ରାନ୍ଦିଆ ବଜାରରେ ଥିବା ଏସବିଆଇ ଏଟିଏମରୁ ଲୁଟ ଉଦ୍ୟମ। କେହି ଦୁର୍ବୃତ୍ତ ଏଟିଏମ୍‌ର ସମ୍ମୁଖ କବାଟକୁ…

ସ୍ବିଗି ମୁସଲମାନ୍‌ ଡେଲିଭରି ବୟଠାରୁ ଖାଦ୍ୟ ଗ୍ରହଣ କରିବା ମନା କରିବା ପଡ଼ିଲା ମହଙ୍ଗା: ଗ୍ରାହକଙ୍କ ନାମରେ ମାମଲା ଦାଏର

ହାଇଦ୍ରାବାଦ୍‌,୨୬।୧୦: ତେଲେଙ୍ଗାନାରେ ଜଣେ ମୁସଲମାନ୍‌ ଡେଲିଭରି ବୟଠାରୁ ଖାଦ୍ୟ ଗ୍ରହଣ କରିବା ମନା କରି ଗ୍ରାହକଙ୍କୁ ହଟହଟା ହେବାକୁ ପଡ଼ିଛି। ସ୍ବିଗିର ଡେଲିଭରି ବୟ ମୁଦସିର୍‌ଙ୍କ ଠାରୁ…

କିରଣ ହେଲେ ହିନ୍ଦୁ ସମାଜ ପାର୍ଟିର ଅଧ୍ୟକ୍ଷା

ଲକ୍ଷ୍ନୌ,୨୬।୧୦: ଉତ୍ତର ପ୍ରଦେଶ ହିନ୍ଦୁ ସମାଜ ପାର୍ଟିର ଅଧ୍ୟକ୍ଷ କମଲେଶ ତିଓ୍ବାରିଙ୍କ ମୃତ୍ୟୁ ପରେ ଏବେ ତାଙ୍କ ସ୍ତ୍ରୀ କିରଣ ତିଓ୍ବାରି ଦଳର ମଙ୍ଗ ଧରିଛନ୍ତି। ଅର୍ଥାତ୍‌…

ପାରିବାରିକ କଳହ: ଆତ୍ମହତ୍ୟା କଲେ ୪ସ୍ତ୍ରୀଙ୍କ ସ୍ବାମୀ

ଭଦ୍ରକ ଅଫିସ,୨୬।୧୦: ପାରିବାରିକ ଅଶାନ୍ତିକୁ ସହ୍ୟ କରି ନ ପାରି ଶେଷରେ ୪ ସ୍ତ୍ରୀ ଗ୍ରହଣ କରିଥିବା ସ୍ବାମୀ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ଭଦ୍ରକ…