ମଲାଡ଼ ସରପଞ୍ଚଙ୍କୁ ଆକ୍ରମଣ, ଘରକୁ ପଥର ମାଡ଼

ଗଞ୍ଜାମ/ଛତ୍ରପୁର,୨୬ା୧୦(ଡି.ଏନ୍‌.ଏ.)-ରମ୍ଭା ଥାନା ଗଞ୍ଜାମ ବ୍ଲକ ମଲାଡ ସରପଞ୍ଚ ପ୍ରଭାତ କୁମାର ସେଠୀଙ୍କୁ ଶୁକ୍ରବାର ରାତି ପ୍ରାୟ ୧୦ଟାରେ ଆକ୍ରମଣ ହୋଇଛି। ଏଥିସହ ତାଙ୍କ ଘରେ କୌଣସି ବିଷୟରେ…

ଦିନକ ପରେ ଦୀପାବଳି: ବ୍ୟବସାୟୀଙ୍କୁ ମିଳିଲାନି ଲାଇସେନ୍ସ, ବାଣ ବଜାର ଖୋଲିବା ନେଇ ଅନିଶ୍ଚିତତା

ବ୍ରହ୍ମପୁର ଅଫିସ,୨୬ା୧୦-ଦିନକ ପରେ ରବିବାର ପବିତ୍ର ଦୀପାବଳି। ଦକ୍ଷିଣ ଓଡ଼ିଶାର ଏକମାତ୍ର ବୃହତମ ବାଲୁଙ୍କେଶ୍ୱର ବାଣ ବଜାର ଏ ଯାଏ ଖୋଲିନାହିଁ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ବାଲୁଙ୍କେଶ୍ୱର…

ଦଶପଲ୍ଲା ଏନ୍‌ଏସିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି: ଅଭିଯୋଗ କରିବାରୁ ପରିବାରବର୍ଗଙ୍କୁ ଆକ୍ରମଣ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ଜିଲା ଦଶପଲ୍ଲା ଏନ୍‌ଏସିର ୧୬ ନମ୍ବର ୱାର୍ଡ଼ ଖଣ୍ଡପଡ଼ା ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ରେ ଦୁର୍ନୀତି ହୋଇଥିବା ନେଇ ଉକ୍ତ ଗ୍ରାମର…

ନାବାଳିକାଙ୍କ ଆଖି ନଷ୍ଟ ହେବା ଘଟଣା: ଜିଲାପାଳ, ସିଡିଏମ୍‌ଓଙ୍କୁ ଭେଟିଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନଛିପୁର ଗ୍ରାମର ଚନ୍ଦ୍ରକାନ୍ତ ଗୋଛାୟତଙ୍କ ଝିଅ ରିଙ୍କି ଗୋଛାୟତ (୬)ଙ୍କ ଆଖି ନଷ୍ଟ ହେବା ଘଟଣାରେ ଶୁକ୍ରବାର ଗ୍ରାମବାସୀ…

ଅଜଣା ରୋଗ:୧୦ ଗୋରୁ ମୃତ, ୫୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ରଣପୁର,୨୬।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଳକ ଓ ଏନ୍‌ଏସି ଅଞ୍ଚଳରେ ଗୋରୁଙ୍କୁ ଅଜଣା ରୋଗ ବ୍ୟାପିବାରେ ଲାଗିଛି । ଅଜଣା ରୋଗରେ ଆକ୍ରାନ୍ତ ହୋଇ ୧୫ଦିନ ମଧ୍ୟରେ…

ପାଣିଘେରରେ ବିଦ୍ୟାଳୟ

ରଣପୁର,୨୬।୧୦(ସ୍ବ.ପ୍ର.): ରଣପୁର ବ୍ଳକ ଓ ଏନ୍‌ଏସି ଅଞ୍ଚଳରେ ୩ଦିନ ଧରି ଲାଗି ରହିଥିବା ବର୍ଷାରେ ବହୁ ଘରର କାନ୍ଥ ଭାଙ୍ଗିପଡିଛି। ଏକର ଏକର ଜମିର ଧାନ ଫସଲ…

ଅନ୍‌ଲାଇନ୍‌ରେ ଠକେଇ, ୬୯ ହଜାର ଟଙ୍କା ଗାଏବ

ଗୋପାଳପୁର,୨୬ା୧୦: ଏକ ପାର୍ସଲର ଟ୍ରାକିଙ୍ଗ୍‌ ନମ୍ବର ଜାଣିବାକୁ ଉଦ୍ୟମ କରି ଜଣେ ମହିଳାଙ୍କ ଆକାଉଣ୍ଟରୁ ୬୯ ହଜାର ଟଙ୍କା ଠକେଇ ହୋଇଥିବା ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି।…

ନିଷ୍କାସନ ପଥ ବନ୍ଦ : ବିଦ୍ୟାଳୟ ପରିସରରେ ବର୍ଷା ପାଣି

ଖଣ୍ଡପଡା,୨୬।୧୦(ସ୍ବ.ପ୍ର.): ଗତ ୩ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ନୀଳମାଧବ ବିଦ୍ୟାପୀଠ ପରିସରରେ ବର୍ଷାପାଣି ଜମି…

ଘର ଭାଙ୍ଗିଲା, ଫସଲ ଉଜୁଡ଼ିଲା

ପାଟଣା,୨୬।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ପାଟଣା ବ୍ଲକରେ ଗତ ୨୪ ଘଣ୍ଟା ମଧ୍ୟରେ ଲଘୁଚାପଜନିତ ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଠାରେ ୪୮. ୫ ମିଲିମିଟର ବୃଷ୍ଟିପାତ…

ବିପଦସଙ୍କୁଳ ଅବସ୍ଥାରେ କାନଝାରୀ ଡ୍ୟାମ୍‌

କେନ୍ଦୁଝର, ୨୬।୧୦(ଡି.ଏନ.ଏ.)- କେନ୍ଦୁଝର ସଦର ବ୍ଲକରେ ପ୍ରାୟ ୩୯ ବର୍ଷ ତଳେ ନିର୍ମିତ କାନଝାରୀ ଡ୍ୟାମର ସ୍ଥାୟିତ୍ୱ ନେଇ ଚାଷୀମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି। ୨୦୧୧ରେ ଡ୍ୟାମ୍‌…