ବାପାଙ୍କ ସହ ଗାଡି ସଫା କଲେ ଜିଭା

ରାଞ୍ଚି, ୨୫।୧୦: ୨୦୧୯ ବିଶ୍ୱକପ୍‌ ପରେ କ୍ରିକେଟରୁ କିଛିଦିନ ହେବ ଦୂରେଇ ଯାଇଛନ୍ତି ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଏବେ ସେ ନିଜ ପରିବାର…

ନିର୍ବାଚନରେ ପରାସ୍ତ ହେବାପରେ କାନ୍ଦିଲେ ଟିକ୍‌ଟକ୍‌ ଷ୍ଟାର୍‌ ସୋନାଲି

ଚଣ୍ଡିଗଡ,୨୫।୧୦: ଟିକ୍‌ଟକ୍‌ ଷ୍ଟାର ସୋନାଲି ଫୋଗାଟ ନିର୍ବାଚନ ମୈଦାନରେ ଫେଲ୍‌ ମାରିବା ପରେ ଚିରାଚରିତ ଟିକ୍‌ଟକ୍‌ ଭିଡିଓ କରି ନିଜ ପ୍ରତିକ୍ରିୟା ଦେଇଛନ୍ତି। ପରାଜୟ ପରେ ତାଙ୍କର…

୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କ ବଦଳି

କଟକ ଅଫିସ,୨୫ା୧୦ : ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍‌ମେଣ୍ଟ ବୋର୍ଡ ପକ୍ଷରୁ ଓପିଏସ୍‌ସ୍ତରରେ ୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପଦୋନ୍ନତି…

ଆଇନଜୀବୀଙ୍କ ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ : ହାଇକୋର୍ଟ ବାର୍‌ ସଭାପତି, ଓଡ଼ିଶା ବାର୍‌ କାଉନସିଲ ଅଧ୍ୟକ୍ଷଙ୍କୁ ବ୍ୟକ୍ତିଗତ ହାଜର ନୋଟିସ

କଟକ ଅଫିସ,୨୫ା୧୦ : ଆଇନଜୀବୀ ଆନ୍ଦୋଳନ ପ୍ରସଙ୍ଗକୁ ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। ଗୁରୁବାର ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ବିଚାରପତି ସଞ୍ଜୟ କିଶାନ…

କାନ୍ଥପଡ଼ି ସ୍ବାମୀ ମୃତ, ସ୍ତ୍ରୀ ଆହତ

ଆଳି,୨୫।୧୦(ଡି.ଏନ୍‌.ଏ.): ଲଗାଣବର୍ଷା ଯୋଗୁ ଗୁରୁବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅନ୍ତର୍ଗତ ଧୋୟା ଅଞ୍ଚଳର ଗଣେଶ୍ବରପୁର ନୂଆସାହି ଗ୍ରାମରେ କାନ୍ଥପଡ଼ି…

ହରିୟାଣାରେ ସରକାର ଗଢିପାରେ ଭାଜପା

ଚଣ୍ଡିଗଡ,୨୫।୧୦: ମହାରାଷ୍ଟ୍ର ଏବଂ ହରିୟାଣାରେ ଭାଜପା ସବୁଠୁ ଅଧିକ ଆସନ ପାଇଁ। ମହାରାଷ୍ଟ୍ରରେ ଶିବସେନା ସହ ମେଣ୍ଟ କରି ସରକାର ଗଢିବାକୁ ଯାଉଥିବାବେଳେ ହରିୟାଣା ଗଣିତ କିଛିଟା…

ମେଣ୍ଢାଶାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏମ୍‌ସକୁ ହସ୍ତାନ୍ତର

ବାରଙ୍ଗ,୨୫ା୧୦(ଡି.ଏନ୍‌.ଏ.) : ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ମେଣ୍ଢାଶାଳର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସିଜୁଆସ୍ଥିତ ଏମ୍‌ସ ସଂସ୍ଥାକୁ ହସ୍ତାନ୍ତର କରାଯାଇଛି। ଗୁରୁବାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି…

ଟ୍ରେନ୍‌ରେ ବାଣ ନେଲେ ୩ବର୍ଷ ଜେଲ : ଦୀପାବଳି ପାଇଁ ଯାଞ୍ଚ, ଯାତ୍ରୀଙ୍କୁ ସଚେତନ କଲା ରେଲ୍‌ଓ୍ବେ

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ଆସନ୍ତା ରବିବାର ଦୀପାବଳି। ଏଥିପାଇଁ ବାଣ ଓ ବିସ୍ଫୋରକ ଟ୍ରେନ୍‌ ଯୋଗେ ବେଆଇନ ଭାବେ ପରିବହନ କରାଯିବାର ଆଶଙ୍କା ରହିଛି। ଏଥିଯୋଗୁ ସମ୍ଭାବ୍ୟ ବିସ୍ଫୋରଣଜନିତ ଦୁର୍ଘଟଣାକୁ…

ଠିକ୍‌ ସମୟରେ ବିଫଳ : ରାଜଧାନୀ ଜଳମୟ

ଭୁବନେଶ୍ୱର,୨୫ା୧୦ : ଦକ୍ଷିଣ ଓ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଥିବାବେଳେ ରାଜଧାନୀ ଭୁବନେଶ୍ୱର…

ଗୁମୁଡୁମାହା ଗୁଳିକାଣ୍ଡ ମାମଲା : ମୃତକଙ୍କ ପରିବାରକୁ ଅତିରିକ୍ତ ୨ଲକ୍ଷ ଦେବାକୁ ସରକାର ବାଧ୍ୟ

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ) : କନ୍ଧମାଳ ଜିଲା ଗୁମୁଡ଼ୁମାହାରେ ପୋଲିସ ଗୁଳିରେ ମୃତକଙ୍କ ପରିବାରକୁ ଅଧିକ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) ଓଡ଼ିଶା…