ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଚୋରି : ଥାନାରେ ଅଭିଯୋଗ

ଯୋଡ଼ା,୨୩।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡ଼ି କଳିଙ୍ଗ ମାଇନିଂ କର୍ପୋରେଶନ ଖଣିର ପରିବହନ ଗେଟ୍‌ ସମୁଖରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଚୋରି ହୋଇଥିବା ନେଇ…

ଉଷୁରେ ପ୍ରବୀଣଙ୍କ କୃତିତ୍ୱ

ସାଂଘାଇ, ୨୩।୧୦ (ପି.ଟି.)- ପ୍ରଥମ ଭାରତୀୟ ପୁରୁଷ ଖେଳାଳି ଭାବେ ପ୍ରବୀଣ କୁମାର ବିଶ୍ୱ ଉଷୁ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ଜିତିବାର କୀର୍ତ୍ତିମାନ କରିଛନ୍ତି। ଏଠାରେ ଚାଲିଥିବା…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଭାକୁରଗୁଡ଼ା ବିଦ୍ୟାଳୟ ବୁଲି ଦେଖିଲେ ପର୍ଯ୍ୟଟନ ମନ୍ତ୍ରୀ

ରାୟଗଡ଼ା,୨୩।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଚାନକ ମନ୍ତ୍ରୀମାନେ ବିଦ୍ୟାଳୟ ଗସ୍ତକରି ଖାଦ୍ୟର ମାନ ପରଖିବାକୁ ମଙ୍ଗଳବାର ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ବୁଧବାର ରାୟଗଡ଼ା ଜିଲା ଗସ୍ତରେ…

ବୋହୂଙ୍କ ଖୁସି ପାଇଁ ଏହି ମନ୍ଦିରକୁ ଶାଶୂ କରିଥିଲେ ନିର୍ମାଣ…

ମଧ୍ୟପ୍ରଦେଶର ଗ୍ବାଲିୟରଠାରେ ରହିଛି ଶାଶୂ-ବୋହୂ ମନ୍ଦିର। ଏହାର ଆକାର ପିରାମିଡ୍‌ ସଦୃଶ। ଏହାର ଲମ୍ବ ୩୨ ମିଟର ହୋଇଥିବାବେଳେ ଓସାର ୨୨ ମିଟର। ଶାଶୂ-ବୋହୂ ଦୁଇଟିଯାକ ମନ୍ଦିରର…

ହରିଦାସପୁର ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣା: ବୃତ୍ତିଗତ ଦିଗକୁ ଦେଖାଯାଉ ନ ଥିବା ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ଆତ୍ମହତ୍ୟା ବୋଲି କୁହାଯାଉଥିବା ବେଳେ ପରିବାରଲୋକେ ଏହାକୁ ହତ୍ୟାକାଣ୍ଡ…

ରାଶିଫଳ: ଗୁରୁବାର, ଅକ୍ଟୋବର ୨୪ ତାରିଖ – Daily Horoscope

ମେଷ ଆଜି ଏକାଧାରରେ କାର୍ଯ୍ୟସିଦ୍ଧି ସାଙ୍ଗକୁ ହସଖୁସିରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ଦୂରାଗତ ବନ୍ଧୁଙ୍କର କେତେକ ସମସ୍ୟା ସମାଧାନ ପାଇଁ ନିଜକୁ…

ମାଲକାନଗିରି ସୀମାନ୍ତରେ ମାଓବାଦୀ ହିଂସା: ଯୁବକଙ୍କୁ ୩ ରାଉଣ୍ଡ ଗୁଳି

ମାଲକାନଗିରି,୨୩।୧୦(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି । ବିଚ୍ଛିନ୍ନାଞ୍ଚଳ ନିକଟ ଆନ୍ଧ୍ରପ୍ରଦେଶ ବିଶାଖା ଜିଲାର ଗୁଡ଼େମ ଥାନା ଅନ୍ତର୍ଗତ କୁମକୁମପୋଡ଼ି ଗ୍ରାମର…

ଶ୍ରମିକଙ୍କ ଛଟେଇକୁ ନେଇ କାର୍ଯ୍ୟ ବନ୍ଦ ଆନ୍ଦୋଳନ

ସୁନ୍ଦରଗଡ଼,୨୩।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରସ୍ଥିତ ଡାଲ୍‌ମିଆ ସିମେଣ୍ଟରେ କେତେକ ଶ୍ରମିକଙ୍କ ଛଟେଇକୁ ନେଇ ଅଶାନ୍ତ ଦେଖାଦେଇଛି। ଏ ନେଇ ବୁଧବାର ଶ୍ରମିକମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରି ମୁଖ୍ୟ…

ଥାନାଧିକାରୀ ୧୦ ହଜାର ଲାଞ୍ଚ ନେବା ମାମଲା: ଅଭିଯୁକ୍ତଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡ

ଜୟପୁର,୨୩।୧୦(ଡି.ଏନ୍‌.ଏ): କୋରାପୁଟ ଜିଲା ଜୟପୁରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଥାନାଧିକାରୀ ୧୦ ହଜାର ଲାଞ୍ଚ ନେଉଥିବା ମାମଲାରେ ବୁଧବାର ରାୟ ପ୍ରକାଶ ପାଇଛି । ଏଥିରେ ରାୟଗଡ଼ା…

କ୍ରିକେଟ୍‌କୁ ବାଏ ବାଏ କଲେ ଅଭିଷେକ ନାୟାର

ମୁମ୍ବାଇ, ୨୩।୧୦ (ପି.ଟି.)- ମୁମ୍ବାଇ ଦଳର ଭେଟେରାନ ଅଲ୍‌ରାଉଣ୍ଡର ଅଭିଷେକ ନାୟାର ବୁଧବାର କ୍ରିକେଟ୍‌ର ସମସ୍ତ ପ୍ରକାର ଫର୍ମାଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୬ ବର୍ଷୀୟ ଏହି…