ଓଏମ୍‌ସି ଷ୍ଟାଫ୍‌ ବସ ଉପରକୁ ତୀରମାଡ଼, ଜଣେ ଗୁରୁତର

କେନ୍ଦୁଝର,୨୩।୧୦(ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକ ଦୈତାରୀ ମାଇନ୍ସରୁ କାମ ସାରି କର୍ମଚାରୀଙ୍କୁ ଧରି ଫେରୁଥିବା କମ୍ପାନୀ ବସ ଉପରେ ଦୁର୍ବୃତ୍ତଙ୍କ ଧନୁତୀରରେ ଆକ୍ରମଣ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି।…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ତୃତୀୟ ଭାରତୀୟ ଭାବେ ଟପ୍‌-୧୦ରେ ରୋହିତ୍‌

ଦୁବାଇ, ୨୩।୧୦ (ପି.ଟି.)- ବିରାଟ କୋହଲି ଓ ଗୌତମ ଗମ୍ଭୀରଙ୍କ ପରେ ତୃତୀୟ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ଷ୍ଟାର୍‌ କ୍ରିକେଟର୍‌ ରୋହିତ୍‌ ଶର୍ମା ଆଇସିସି ର଼୍ୟାଙ୍କିଙ୍ଗ୍‌ର ୩ଟି…

୫ ହଜାର ଲାଞ୍ଚ ନେବା ବେଳେ ଦର୍ପନାରାୟଣପୁର ଫରେଷ୍ଟର, ଓ୍ବାଚ୍‌ର୍‌ ଭିଜିଲାନ୍ସ ଦ୍ୱାରା ଗିରଫ

ରଣପୁର,୨୩ ।୧୦(ସ୍ବ.ପ୍ର.)-ଜଙ୍ଗଲରୁ ଜାଳେଣି କାଠ ବିକ୍ରି ପାଇଁ ଲାଞ୍ଚ ନେଉଥିବାବେଳେ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜ ଦର୍ପନାରାୟଣପୁର ଫରେଷ୍ଟର ଆଲୋକ କୁମାର ଗୁରୁ ଓ ୱାଚର ଜିତୁ…

ଦୁଇ ମାସ ଧରି ହଷ୍ଟେଲରେ ନାହିଁ ବିଦ୍ୟୁତ୍‌: ଲଣ୍ଠନକୁ ଭରସା କରି ପାଠ ପଢ଼ୁଛନ୍ତି ଛାତ୍ର

ମୁନିଗୁଡା,୨୩।୧୦(ଡି.ଏନ୍‌.ଏ.): ସରକାର ଆଦିବାସୀ ଛାତ୍ରୀଛାତ୍ର ମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ଅନେକ ଯୋଜନା କରୁଛନ୍ତି। ଛାତ୍ରୀଛାତ୍ର ମାନଙ୍କୁ ରହିବା ଓ ଖାଇବା ସହ ସମସ୍ତ…

ବଞ୍ଚିବା ପାଇଁ ସଂଘର୍ଷ : ପେଟ ଲାଗି ୮୦ ବର୍ଷର ବୃଦ୍ଧ ସଂଗ୍ରହ କରୁଛନ୍ତି ବର୍ଜ୍ୟବସ୍ତୁ

ମାଲକାନଗିରି,୨୩।୧୦(ଡି.ଏନ୍‌.ଏ.): ପରିଣତ ବୟସରେ ମାତାପିତା ଭଲରେ ଗଣ୍ଡେ ଖାଇବା, ରହିବା ପାଇଁ ପରିବାରରେ ପୁଅ ବୋହୂ, ନାତି ନାତୁଣୀଙ୍କ ହାତକୁ ଚାହିଁଥାନ୍ତି। କିନ୍ତୁ ଜଣେ ୮୦ ବର୍ଷର…

ଡି.କେ. ଶିବକୁମାରଙ୍କୁ ଜାମିନ୍‌

ନୂଆଦିଲ୍ଲୀ,୨୩।୧୦: ବ୍ୟାପକ ଟଙ୍କା ହେରଫେର୍‌ ମାମଲାରେ କର୍ନାଟକ କଂଗ୍ରେସ ନେତା ଡି.କେ. ଶିବକୁମାରଙ୍କୁ ବୁଧବାର ଦିଲ୍ଲୀ ହାଇକୋର୍ଟ ପକ୍ଷରୁ ଜାମିନ ମିଳିଛି। ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ…

ବିଧାୟକଙ୍କ କାର୍‌ରୁ ଦଳୀୟ ପତାକା ହଟାଇଲା ଏଏମ୍‌ୟୁ ପ୍ରଶାସନ

ଲକ୍ଷ୍ନୌ,୨୩।୧୦: ପୁଣି ବିବାଦରେ ଅଲିଗଡ଼ ମୁସଲିମ୍‌ ୟୁନିଭର୍ସିଟି(ଏଏମ୍‌ୟୁ)। ଉତ୍ତରପ୍ରଦେଶ ଭାଜପା ବିଧାୟକ ଦଲବୀର ସିଂହ ମଙ୍ଗଳବାର ଏଏମ୍‌ୟୁକୁ ଯାଇଥିଲେ। ବିଧାୟକଙ୍କ କାର୍‌ ଏଏମ୍‌ୟୁ ପରିସରକୁ ପ୍ରବେଶ କରୁଥିବା…

ଫେସ୍‌ବୁକ୍‌ ବନ୍ଧୁତା ମହଙ୍ଗା ପଡ଼ିଲା: ଯବାନଙ୍କଠାରୁ ଦେଶର ଗୁପ୍ତ ତଥ୍ୟ ସଂଗ୍ରହ କରିନେଲେ ମହିଳା

ପାଟନା,୨୩।୧୦: ବିହାର ଦାନାପୁରରେ ଜଣେ ଯବାନଙ୍କଠାରୁ ଦେଶର ବହୁ ଗୁପ୍ତ ତଥ୍ୟ ଜଣେ ମହିଳା ସଂଗ୍ରହ କରିନେଇଛନ୍ତି। ଦାନାପୁରରେ ମୁତୟନ ଥିବା ଯବାନ୍‌ ସୁରଜିତ୍‌ ସିଂ ଝାଡ଼ଖଣ୍ଡର…

କୋରିଓଗ୍ରାଫର୍‌ ରେମୋ ଡି. ସୌଜାଙ୍କ ନାଁରେ ଜାମିନବୀହିନ ପରଓ୍ବାନା ଜାରି

ବଲିଉଡର ପ୍ରସିଦ୍ଧ କୋରିଓଗ୍ରାଫର ରେମୋ ଡିସୋଜାଙ୍କ ନାଁରେ ଜାମିନବୀହିନ ପରଓ୍ବାନା ଜାରି କରାଯାଇଛି। ୫ କୋଟି ଟଙ୍କା ହଡପ ଅଭିଯୋଗରେ ଗାଜିଆବାଦର ଜିଲା ଅଦାଲତ ଏହି ନିର୍ଦ୍ଦେଶ…

ବ୍ୟବସାୟୀଙ୍କ ବାଇକ୍‌ ଡିକି ଭାଙ୍ଗି ଲୁଟ୍‌: ସୁନାରୂପା ଗହଣା ସହ ୧୮ ହଜାର ନେଇଗଲେ ଲୁଟେରା, ପୋଲିସର ତଦନ୍ତ ଆରମ୍ଭ

ଭଣ୍ଡାରିପୋଖରୀ,୨୩।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦିନକୁ ଦିନ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ୧୬ନଂ ଜାତୀୟ ରାଜପଥ ପାର୍ଶ୍ୱ ବାରିକପୁର ବଜାର ରାସ୍ତାରେ ଜଣେ ବ୍ୟବସାୟୀଙ୍କଠାରୁ…