ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହେଲା ବର୍ଷା; ରାଜଧାନୀରେ ବି ବଦଳିଲା ପାଗ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ମାଲକାନଗିରି, ଗଜପତି,…

ନଓ୍ବାଜ୍‌ ଶରିଫ୍‌ଙ୍କୁ ଜେଲ୍‌ରେ ଦିଆଯାଇଛି ଜହର: ପୁଅ ଆଣିଲେ ଅଭିଯୋଗ

ଇସଲାମାବାଦ୍‌,୨୩।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଏନେଇ ତାଙ୍କ ପୁଅ ହୁସେନ୍‌ ନଓ୍ବାଜ୍‌ ଲଣ୍ଡନରୁ ଟୁଇଟ୍‌ କରି ପାକିସ୍ତାନ ସରକାରଙ୍କ ଉପରେ…

ଶାକାହାରୀ ହେଲେ ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅନ୍ୟତମ। କେବଳ ନିଜ ବ୍ୟାଟିଂ ପାଇଁ ନୁହେଁ, ଫିଟନେସ୍‌ରେ ମଧ୍ୟ ସେ…

ବନ୍ଧୁକ ଉଠାଇଲେ ମିଳିବ ମୃତ୍ୟୁ: ଡିଜିପି ଦିଲ୍‌ବାଗ ସିଂଙ୍କ ଚେତାବନୀ

ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀରରେ ଜାରି ରହିଥିବା ଆତଙ୍କବାଦ ବିରୋଧୀ ଅପରେଶନ୍‌ ସମ୍ପର୍କରେ ଡିଜିପି ଦିଲ୍‌ବାଗ ସିଂ ଚେତାବନୀ ଦେଇଛନ୍ତି। ସେ ଆତଙ୍କବାଦୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, ବନ୍ଧୁକ ଉଠାଇଲେ…

ବ୍ୟାଙ୍କ୍‌ ମ୍ୟାନେଜରଙ୍କ ଘରୁ ଡକାୟତି : ଦୁର୍ବୃତ୍ତ ଲୁଟିନେଲେ ୨୦ ହଜାର ଟଙ୍କା, ସୁନା ଗହଣା

ଭୁବନେଶ୍ୱର,୨୩।୧୦(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର (ଡି.ଏନ.ଏ): ଶ୍ରୀଲିଙ୍ଗରାଜ ଥାନା ଅଧୀନ ସାମନ୍ତରାପୁର ଦିବ୍ୟବିହାର ଲେନ୍‌-୭ ପ୍ଲଟ ନଂ. ୫୩/୧୩୯ରେ ଭଡ଼ା ରହୁଥିବା ବ୍ୟାଙ୍କ୍‌ ମ୍ୟାନେଜର ଶର୍ମିଷ୍ଠା ସ୍ବାଇଁଙ୍କ ଘରୁ…

ଉଠାଣୀନୂଆଗାଁ ଗ୍ରାମରେ ଅବକାରୀ ବିଭାଗର ଚଢ଼ାଉ: ଲକ୍ଷାଧିକ ଟଙ୍କାର ନକଲି ମଦ, ସରଞ୍ଜାମ ସହ ଗଞ୍ଜେଇ ଜବତ

ବଡ଼ସାହି,୨୩।୧୦(ସ୍ବ.ପ୍ର.)- ମୟୂରଭଞ୍ଜ ଜିଲା, ବଡ଼ସାହି ଥାନା ଅଧୀନ ଉଠାଣୀନୂଆଗାଁ ଗ୍ରାମରୁ ବୁଧବାର ସକାଳେ ଅବକାରୀ ବିଭାଗ ବିପୁଳ ପରିମାଣର ନକଲି ବିଦେଶୀ ମଦ, ବିଭିନ୍ନ ବ୍ରାଣ୍ଡର ମଦ…

ଲୁଟ୍‌ ଉଦ୍ୟମ ବିଫଳ: ଏଟିଏମ୍‌ ଭାଙ୍ଗିଲେ ଦୁର୍ବୃତ୍ତ

ନରାଜ,୨୩।୧୦(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ମୁଖ୍ୟ ଫାଟକ ପାଖରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (ପିଏନ୍‌ବି) ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ…

ପିଇବା ପାଣି ପାଇଁ ହିଂସାକାଣ୍ଡ: ୧୨ ରାଜ୍ୟରେ ଗଡ଼ିଛି ୫୦ ମୁଣ୍ଡ; ମଧ୍ୟପ୍ରଦେଶ-ମହାରାଷ୍ଟ୍ରରେ ସର୍ବାଧିକ

ନୂଆଦିଲ୍ଲୀ,୨୩।୧୦: ପିଇବା ପାଣି ଏବେ ମୁଖ୍ୟ ସମସ୍ୟା ଭାବେ ଦେଖାଦେଇଛି। ଏହାକୁ ନେଇ ୨୦୧୭ରେ ଦେଶର ୧୨ଟି ରାଜ୍ୟରେ ୫୦ ଜଣଙ୍କୁ ହତ୍ୟା କରାଯାଇଥିବା ଜାତୀୟ ଅପରାଧ…

ଆରମ୍ଭ ହେଲା ଦାଦାଙ୍କ ରାଜୁତି: ବିସିସିିଆଇ ଅଧ୍ୟକ୍ଷ ପଦ ସମ୍ଭାଳିଲେ

ମୁମ୍ବାଇ,୨୩।୧୦: ଭାରତର ସବୁଠାରୁ ସଫଳ ଅଧିନାୟକ ସୌରଭ ଗାଙ୍ଗୁଲି ବୁଧବାର ବାର୍ଷିକ ସାଧାରଣ ବୈଠକରେ ବିସିସିଆଇର ୩୯ତମ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି। ଫଳରେ ସୁପ୍ରିମ କୋର୍ଟଙ୍କ…

ନିଯୁକ୍ତି ଦାବିରେ ଖଣି ବନ୍ଦ ଆନ୍ଦୋଳନକୁ ଓହ୍ଲାଇଲେ ମଲ୍ଲିବନ୍ଧ ଗ୍ରାମବାସୀ

ତାଳଚେର,୨୩।୧୦(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବ୍ଲକ ମଲ୍ଲିବନ୍ଧ ଗ୍ରାମବାସୀ ଖଣିରେ ନିଯୁକ୍ତି ଦାବିରେ ବୁଧବାର ଖଣି ବନ୍ଦ ଆନ୍ଦୋଳନ କରିଛନ୍ତି। ଫଳରେ ହିଙ୍ଗୁଳା କୋଇଲା ଖଣିି କାର୍ଯ୍ୟ…