ବ୍ରହ୍ମପୁର ଅଫିସ୍,୨୨ା୧୦- ରାଷ୍ଟ୍ରାୟାତ୍ତ ବ୍ୟାଙ୍କଗୁଡ଼ିକର ମିଶ୍ରଣ ପାଇଁ କେନ୍ଦ୍ର ସରକାର ଘୋଷଣା କରିବା ପରଠୁ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ବ୍ୟାଙ୍କ କର୍ମଚାରୀଙ୍କର ବିଭିନ୍ନ ୟୁନିୟନ୍…
ଦେବଗଡ଼, ୨୨।୧୦: ପାହାଡ଼ ପର୍ବତ ଘେରା ଦେବଗଡ଼ ଜିଲାର ଉପାନ୍ତ ତିଳେଇବଣି ବ୍ଲକ ସୋଡ଼ ଗ୍ରାମପଞ୍ଚାୟତ। ଦିନେ ଏହି ପଞ୍ଚାୟତ ମାଓବାଦୀମାନଙ୍କ ମୁଖ୍ୟ ଆଡ୍ଡାସ୍ଥଳ ଥିଲା। ଲାଲ…
ସୋନପୁର, ୨୨।୧୦(ନି.ପ୍ର.): ସୋନପୁର ବ୍ଲକସ୍ତରୀୟ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମଜିଏନଆରଇଜିଏସ) ଓ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ(ଏନଏସଏପି)ର ଜନଶୁଣାଣି ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଗତ…
ମୁମ୍ବାଇ,୨୨ା୧୦ (ପି.ଟି.)-ଦୀର୍ଘ ୩୩ମାସ ଧରି ଭାରତୀୟ କ୍ରିକେଟ ପରିଚାଳନା ଦାୟିତ୍ୱରେ ରହିଥିବା ସୁପ୍ରିମ୍କୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସକ କମିଟି (ସିଓଏ)ର ଅନ୍ତିମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି।…
ବଅଁରପାଳ,୨୨।୧୦(ଡି.ଏନ.ଏ.)-ବଅଁରପାଳ ଥାନା ହାଇସ୍କୁଲ ନିକଟରେ ସୋମବାର ସାରେ ଏକ କୋଇଲା ବୋଝେଇ ଟ୍ରକ ଧକ୍କାରେ ବଅଁରପାଳ ଥାନା ସାଲଗାଡ଼ିଆ ଗ୍ରାମର ଲକ୍ଷ୍ମଣ ଖଟୁଆ(୩୫)ଙ୍କ ମୃତ୍ୟୁ ହୋଇଛି। ସେ…
ରାଞ୍ଚି,୨୨।୧୦(ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ କ୍ରିକେଟ ଦଳ ଆଉ ୨ ଉଇକେଟ ହାସଲ କରି ଶେଷରେ ବିଜୟର ଔପଚାରିକତା ପୂରଣ କରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ…
ବାସୁଦେବପୁର, ୨୨ା୧୦(ଡି.ଏନ୍.ଏ.)- ଅଖିଳ ଭାରତ କୃଷକ ସଭା ବାସୁଦେବପୁର ଶାଖା ପକ୍ଷରୁ ମଙ୍ଗଳବାର ଚାଷୀଙ୍କ ୧୮ ଦଫା ଦାବି ପୂରଣ ଲାଗି ବିକ୍ଷୋଭ ଶୋଭାଯାତ୍ରା ଓ ପ୍ରତିବାଦ…
ତିହିଡ଼ି,୨୨ା୧୦(ଡି.ଏନ.ଏ.)-ଏକଦା ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଦୋଳସାହି ଗୋରୁହାଟ ଅଞ୍ଚଳରେ ପ୍ରସିଦ୍ଧି ଲାଭ କରିଥିଲା। ପ୍ରତି ମଙ୍ଗଳବାର ହାଟପାଳିରେ ରାତି ପର୍ଯ୍ୟନ୍ତ ଗହଳଚହଳ ଲାଗି ରହୁଥିଲା।…
ଭଣ୍ଡାରିପୋଖରୀ, ୨୨ା୧୦(ଡି.ଏନ୍.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବନ୍ଦାଳୋ-ମଢିଆଳି ପଞ୍ଚାୟତ ମଢିଆଳି ଗ୍ରାମରେ ଜଣେ ୧୭ ବର୍ଷର କଲେଜ ପଢୁଆ ଛାତ୍ର ଜାପାନୀ ଜ୍ୱରରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି।…
ଯୋଡ଼ା, ୨୨।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଥାନା ଅଞ୍ଚଳର ଜଣେ ଯୁବତୀଙ୍କର ଅଶ୍ଳିଳ ଭିଡିଓ ଭାଇରାଲ ହୋଇଛି। ପୋଲିସ ଏହାର ପ୍ରାରମ୍ଭିକ ତଦନ୍ତ ଆରମ୍ଭ କରିଛି। ତେବେ ପୋଲିସ…