ଚେତୁନି ପାକିସ୍ତାନ ପୁଣି କଲା ଅସ୍ତ୍ରବିରତି ଉଲ୍ଲଂଘନ

ଜମ୍ମୁ,୨୨।୧୦: ଭାରତ ପକ୍ଷରୁ ପିଓକେରେ ନିକଟରେ କରାଯାଇଥିବା ମିନି ସର୍ଜିକାଲ ଷ୍ଟ୍ରାଇକ ପରେ ବି ଚେତୁନି ପାକିସ୍ତାନ। ମଙ୍ଗଳବାର ମେନ୍ଧରର ବାଲାକୋଟ ସେକ୍ଟରରେ ପୁଣି ଥରେ ଅସ୍ତ୍ରବିରତି…

ଆଲିଆ-ରଣବୀର କପୁରଙ୍କ ଫେକ୍‌ ବିବାହ କାର୍ଡ ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମୁମ୍ବାଇ,୨୨।୧୦: ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଫେକ୍‌ ବିବାହ କାର୍ଡ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହି କାର୍ଡରେ ବିବାହ ୨୦୨୦ ଜାନୁୟାରୀ…

ଟ୍ରମ୍ପ ପାଳିବେ ଦୀପାବଳି

ଓ୍ବାଶିଂଟନ,୨୨।୧୦: ଆସନ୍ତା ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ ଦୀପାବଳି ପାଳନ କରିବେ ବୋଲି ଜଣାପଡିଛି। ଭାରତରେ ପାଳନ କରାଯାଉଥିବା ଦୀପାବଳି ଉତ୍ସବର ୩…

ବିଶ୍ୱକପ୍‌ ପରେ ପ୍ରଥମଥର ପାଇଁ ଭାରତୀୟ ଡେସିଂ ରୁମ୍‌ରେ ପହଞ୍ଚିଲେ ଧୋନୀ

ରାଞ୍ଚି,୨୨।୧୦: ବିଶ୍ୱକପ୍‌ ପରେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ପ୍ରଥମଥର ପାଇଁ ଭାରତୀୟ ଦଳର ଡ୍ରେସିଂ ରୁମରେ ଦେଖିବାକୁ ମିଳିଛି। ରାଞ୍ଚି…

ସୋସିଆଲ୍‌ ମିଡ଼ିଆର ଦୂରୁପଯୋଗ ସମ୍ପର୍କିତ ୮ ମାମଲା ସୁପ୍ରିମ୍‌କୋର୍ଟ ସ୍ଥାନାନ୍ତର: ୨୦୨୦ ସୁଦ୍ଧା ଆସିବ ଆଇନ

ନୂଆଦିଲ୍ଲୀ,୨୨।୧୦: ସୋସିଆଲ୍‌ ମିଡ଼ିଆର ଦୂରୁପଯୋଗ ସମ୍ପର୍କିରେ ହାଇକୋର୍ଟରେ ଦାଖଲ ହୋଇଥିବା ୮ ମାମଲାକୁ ସୁପ୍ରିମ୍‌କୋର୍ଟକୁ ସ୍ଥାନାନ୍ତର କରାଯାଇଛି। ଏଣିକି ଏହାର ଶୁଣାଣି ସର୍ବୋଚ୍ଚ ଆଦାଲତରେ କରାଯିବ। ଏନେଇ…

ଦୀପିକା, ସିନ୍ଧୁଙ୍କୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୨୨।୧୦: ବଲିଉଡ୍‌ କୁଇନ୍‌ ଦୀପିକା ପାଦୁକୋନ ନିଜ ଅଭିନୟ ପାଇଁ ବେଶ୍‌ ପରିଚିତ। ଏହାସହ ସୋସିଆଲ ଇସ୍ୟୁକୁ ନେଇ ସେ ଖୋଲାଖୋଲି ଚର୍ଚ୍ଚା କରିଥାଆନ୍ତି। ତେବେ ପ୍ରଧାନମନ୍ତ୍ରୀ…

ବଲାଙ୍ଗୀର ବନ୍ୟା ପୀଡ଼ିତଙ୍କ ଲାଗି ହଜାରେ କୋଟିର ସ୍ବତନ୍ତ୍ର ଆର୍ଥିକ ପ୍ୟାକେଜ ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବଲାଙ୍ଗୀର ଅଫିସ,୨୨।୧୦: ବଲାଙ୍ଗୀର ଜିଲା ବନ୍ୟା ପୀଡ଼ିତଙ୍କ ଲାଗି ହଜାରେ କୋଟିର ସ୍ବତନ୍ତ୍ର ଆର୍ଥିକ ପ୍ୟାକେଜ ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ ପକ୍ଷରୁ ମଙ୍ଗଳବାର ବିକ୍ଷୋଭ…

ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ, ଛାତ୍ରୀଛାତ୍ର

ଘଣ୍ଟାପଡ଼ା,୨୨।୧୦(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଘଣ୍ଟାପଡ଼ା ସମଲେଶ୍ୱରୀ ହାଇସ୍କୁଲରେ ବିଜ୍ଞାନ, ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ଦାବିରେ ମଙ୍ଗଳବାର ଅଭିଭାବକ ଏବଂ ଛାତ୍ରୀଛାତ୍ର ବିଦ୍ୟାଳୟର ମୁଖ୍ୟ ଫାଟକରେ…

ଉତ୍ତରପ୍ରଦେଶରେ ଚାଲିଛି ଜଙ୍ଗଲ ଆଇନ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୨।୧୦: ଉତ୍ତରପ୍ରଦେଶରେ ଜଙ୍ଗଲ ଆଇନ ଚାଲିଛି ବୋଲି ମଙ୍ଗଳବାର ସୁପ୍ରିମ୍‌କୋର୍ଟ ଏକ ମାମଲାର ଶୁଣାଣି ସମୟରେ ବିରକ୍ତ ହୋଇ କହିଛନ୍ତି। ରାଜ୍ୟ ପ୍ରଶାସନ ପାଖରେ କୌଣସି ମାମଲା…

ବାହା ହେବେ ହାର୍ଦ୍ଦିକ ପାଣ୍ଡ୍ୟା

ଭାରତୀୟ କ୍ରିକେଟ ଦଳର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି ଜଣାପଡିଛି। ସେ ଅଭିନେତ୍ରୀ ନତାଶା ଷ୍ଟାନକୋବିଚଙ୍କୁ ବିବାହ କରିପାରନ୍ତି…