ନିଜକୁ କଳ୍‌କି ଭଗବାନ କହୁଥିବା ବିଜୟଙ୍କ ଆଶ୍ରମରେ ଚଢ଼ାଉ: ୫ଶହ କୋଟି ଟଙ୍କା ଜବତ

ଚେନ୍ନାଇ,୨୨।୧୦: ନିଜକୁ ବିଷ୍ଣୁଙ୍କ ଅବତାର କହି କଳକି ଭଗବାନ ନାଁରେ ବେଶ୍‌ ପରିଚିତ ଥିବା ୭୦ ବର୍ଷୀୟ ବିଜୟ କୁମାରଙ୍କ ଭିନ୍ନ ଭିନ୍ନ ଆଶ୍ରମରେ ଆୟକର ବିଭାଗ…

ଫସଲ ବିକି ୫୦ ହଜାର ଟଙ୍କା ସାଇତି ରଖିଥିଲେ କୃଷକ, ମୂଷା ଟିକି ଟିକି କରିଦେଲା

ଚେନ୍ନାଇ,୨୨।୧୦: ତାମିଲନାଡୁର କୋଏମ୍ବାଟୁର ଜିଲାରେ ଏକ ଅଜବ ଘଟଣା ଘଟିଛି। ଫସଲ ବିକି ୫୦ ହଜାର ଟଙ୍କା ଜଣେ କୃଷକ ବାକ୍ସରେ ସାଇତି ରଖିଥିବାବେଳେ ତାକୁ ମୂଷା…

ଜମ୍ମୁ-କଶ୍ମୀର ଓ ଲଦାଖ ସରକାରୀ କର୍ମଚାରୀଙ୍କୁ ମୋଦିଙ୍କ ଦୀପାବଳି ଉପହାର: ୭ମ ବେତନ କମିଶନ ଲାଗୁ

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଜମ୍ମୁ-କଶ୍ମୀର ଓ ଲଦାଖରେ କାମ କରୁଥିବା ସରକାରୀ କର୍ମଚାରୀଙ୍କୁ ଦୀପାବଳି ଉପହାର ଦେଇଛନ୍ତି। ଏଠାରେ ୭ମ ବେତନ କମିଶନ ଲାଗୁ…

ବିଭିନ୍ନ ଦାବିନେଇ ଚାଷୀଙ୍କ ରିଲେ ଅନଶନ

ସମ୍ବଲପୁର,୨୨ା୧୦(ବ୍ୟୁରୋ): ପଶ୍ଚିମ ଓଡ଼ିଶା କୃଷକ ସଂଗଠନ ସମନ୍ବୟ ସମିତି ଓ ଜିଲା କୃଷକ ସଂଗଠନର ମିଳିତ ଡାକରାରେ ମଙ୍ଗଳବାର ସମ୍ବଲପୁର ଜିଲାପାଳଙ୍କ ଅଫିସ ନିକଟରେ ଚାଷୀମାନେ ୨୪ଘଣ୍ଟିଆ…

ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଯୋଡ଼ା, ୨୨।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ସହର ଓ୍ବାର୍ଡ ନଂ. ୩ ରେ ଥିବା ରାଉତ କମ୍ପ୍ଲେକ୍ସ ବିଲ୍ଡିଂର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ସକାଳେ…

ଟ୍ରେନ୍‌ ଲାଇନ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଜୟପୁର, ୨୨।୧୦(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ବବିୟା ଟ୍ରେନ୍‌ ଲାଇନ୍‌ରୁ ମଙ୍ଗଳବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ରାୟଗଡ଼ା ଜିଲା ଚିଲିକାମର…

ସେନା ମୁଖ୍ୟଙ୍କ ବିରୋଧରେ କହି ଗିରଫ ହେଲେ ନଓ୍ବାଜଙ୍କ ଜ୍ୱାଇଁ

ଲାହୋର,୨୨।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଜ୍ୱାଇଁ ମହମ୍ମଦ ଶଫଦର ଏବେ ଅଡୁଆରେ ପଡିଯାଇଛନ୍ତି। ଶଫଦର ପାକିସ୍ତାନ ସେନାମୁଖ୍ୟ ଓ ଦେଶର ଶାଇନ ଶୃଙ୍ଖଳା ପରିସ୍ଥିତିକୁ…

୨୦୧୭ରେ ଭାରତରେ ୨୮ ହଜାର ଲୋକଙ୍କୁ ହତ୍ୟା, ନମ୍ବର-୧ରେ ରହିଛି ଯୋଗୀଙ୍କ ରାଜ୍ୟ: ରିପୋର୍ଟ

ନୂଆଦିଲ୍ଲୀ,୨୨।୧୦: ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନ୍‌ସିଆର୍‌ବି)ପକ୍ଷରୁ ସୋମବାର ଅପରାଧିକ ମାମଲାର ଏକ ରିପୋର୍ଟ ପ୍ରକାଶ ପାଇଛି। ଏନ୍‌ସିଆର୍‌ବି ରିପୋର୍ଟ ଅନୁସାରେ ୨୦୧୭ରେ ଭାରତରେ ପ୍ରାୟ ୨୮ ହଜାର…

ଡ୍ରେସ୍‌ ସହ ମେକ୍‌ଅପ୍‌

ଦୀପାବଳିରେ ପରଫେକ୍ଟ ଲୁକ୍‌ ପାଇବାକୁ ହେଲେ କେବଳ ଜିନ୍ସ, ଡ୍ରେସ୍‌ କି ଶାଢ଼ି ଯଥେଷ୍ଟ ନୁହେଁ, ଏହାକୁ ମ୍ୟାଚିଂ କରି ମେକ୍‌ଅପ୍‌ ନେବାକୁ ପଡ଼ିଥାଏ। ଜାଣନ୍ତୁ ସେ…

ପ୍ରତିରକ୍ଷା କ୍ଷେତ୍ରରେ ସ୍ବଦେଶୀ ଜ୍ଞାନକୌଶଳକୁ ଗୁରୁତ୍ୱ: ୩୩ ଶହ କୋଟିର ପ୍ରସ୍ତାବକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୨।୧୦: ପ୍ରତିରକ୍ଷା କ୍ଷେତ୍ରରେ ସ୍ବଦେଶୀ ଜ୍ଞାନକୌଶଳକୁ ଗୁରୁତ୍ୱ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୋଜନା କରିଛନ୍ତି। ମେକ୍‌ ଇନ୍‌ ଇଣ୍ଡିଆ ଅନ୍ତର୍ଗତ ୩୩ ଶହ କୋଟି…