ହାଇକୋର୍ଟ ଆଇନଜୀବୀଙ୍କ କୋର୍ଟ ବର୍ଜନ ଆନ୍ଦୋଳନ ପ୍ରସଙ୍ଗ: ୧ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ

କଟକ ଅଫିସ,୨୨ା୧୦: ହାଇକୋର୍ଟ ସମେତ ରାଜ୍ୟର ବିଭିନ୍ନ ଅଦାଲତରେ ରହିଥିବା ସମସ୍ୟାର ସମାଧାନ ନେଇ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ କୋର୍ଟ ବର୍ଜନ ଆନ୍ଦୋଳନ ଜାରି…

 ଥରିଲା ନିକୋବର

ପୋର୍ଟବ୍ଲେୟାର,୨୨।୧୦: ନିକୋବର ଦ୍ୱୀପରେ ମଙ୍ଗଳବାର ଭୋର୍‌ ୬ଟା ୩୬ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ…

ଅଦାଲତ ଅବମାନନା ମାମଲା: ୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ, ୨୨ା୧୦: ଆଇନଜୀବୀଙ୍କ କୋର୍ଟ ବର୍ଜନ ଆନ୍ଦୋଳନକୁ ନେଇ ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ପକ୍ଷରୁ ରୁଜୁ ହୋଇଥିବା ଅଦାଲତ ଅବମାନନା ମାମଲାର ପରବର୍ତ୍ତୀ ଶୁଣାଣି…

ଆତଙ୍କବାଦୀ ଶିବିର ଧ୍ୱଂସ ଘଟଣା: ଭାରତର ଦାବିକୁ ପାକ୍‌ର ଖଣ୍ଡନ

ଇସ୍‌ଲାମାବାଦ,୨୨ା୧୦(ପି.ଟି.)- ପିଓକେରେ ପଶି ଭାରତ ୩ ଆତଙ୍କବାଦୀ ଶିବିର ଧ୍ୱଂସ କରିବା ସହ ଅନେକ ପାକ୍‌ ସୈନ୍ୟ ଓ ଆତଙ୍କବାଦୀଙ୍କୁ ମାରିଥିବା ଦାବି କରୁଥିବାବେଳେ ପାକିସ୍ତାନ ପକ୍ଷରୁ…

ଗୁମୁଡୁମାହା ଗୁଳିକାଣ୍ଡ: ଦୋଷୀ ପୋଲିସ ଉପରେ କାର୍ଯ୍ୟାନୁଷ୍ଠାନ ଦାବି; ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ ସତ୍ତ୍ୱେ ମିଳୁନି କ୍ଷତିପୂରଣ

ଭୁବନେଶ୍ୱର,୨୨ା୧୦:(ବ୍ୟୁରୋ) କନ୍ଧମାଳ ଜିଲା ଗୁମୁଡ଼ୁମାହାରେ ପୋଲିସ ଗୁଳିରେ ମୃତ ବ୍ୟକ୍ତିଙ୍କ ପରିବାର ଓ ଆହତଙ୍କୁ ଏଯାଏ ମିଳିନି ନ୍ୟାୟ। ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ନିର୍ଦ୍ଦେଶ ସତ୍ତ୍ୱେ…

ଲଦାଖରେ ବ୍ରିଜ୍‌ ଉଦ୍‌ଘାଟନ କଲେ ରାଜନାଥ: ପାକ୍‌ ଅନୁପ୍ରବେଶ ନ ରୋକିଲେ ଠିକଣା ଜବାବ ଦିଆଯିବ

ଲେହ,୨୨ା୧୦(ପି.ଟି.): ଭାରତ ବିରୋଧୀ କାର୍ଯ୍ୟକଳାପ ବନ୍ଦ କରିବା ଲାଗି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ଇସ୍‌ଲାମାବାଦ ଯଦି ଅନୁପ୍ରବେଶ ବନ୍ଦ ନ କରେ…

୨୩ରେ କର୍‌ତାରପୁର କରିଡର ଚୁକ୍ତି: ସେବା ଟିକସ ହଟାଇବାକୁ କହିଲା ଭାରତ

ନୂଆଦିଲ୍ଲୀ,୨୨ା୧୦(ପି.ଟି.):କର୍‌ତାରପୁର କରିଡର କାର୍ଯ୍ୟକାରିତା ଲାଗି ୨୩ ତାରିଖରେ ପାକିସ୍ତାନ ସହ ଚୁକ୍ତିନାମା ସ୍ବାକ୍ଷର ପାଇଁ ଭାରତ ପ୍ରସ୍ତୁତ ଥିବା ସୋମବାର କହିଛି। ତେବେ ତୀର୍ଥଯାତ୍ରୀଙ୍କ ଉପରେ ୨୦…

ରାଜ୍ୟସ୍ତରୀୟ ପୋଲିସ ଶହୀଦ ସ୍ମୃତି ଦିବସ: ଶହୀଦ ଯବାନଙ୍କୁ ତୋପ ସଲାମି

କଟକ ଅଫିସ, ୨୨ା୧୦: କଟକ ବକ୍ସିବଜାରସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୦ତମ ରାଜ୍ୟସ୍ତରୀୟ ପୋଲିସ ଶହୀଦ ସ୍ମୃତି ଦିବସ ସୋମବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି…

ଆରେ ଗଛକଟା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ: ମେଟ୍ରୋ ଶେଡ୍‌ ପ୍ରକଳ୍ପ ବନ୍ଦ ହେବନି

ନୂଆଦିଲ୍ଲୀ,୨୨ା୧୦(ପି.ଟି.): ମୁମ୍ବାଇର ଆରେ କଲୋନିରେ ମେଟ୍ରୋ ଶେଡ୍‌ ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ବନ୍ଦ କରାଯିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଉକ୍ତ କଲୋନିରେ ଗଛକଟାକୁ ବିରୋଧକରି…

୧୨ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡାଦେଶ

ଢାକା, ୨୨ା୧୦(ପି.ଟି.): ବାଂଲାଦେଶର ବାଜିତ୍‌ପୁରରେ ଜମି ବିବାଦକୁ ନେଇ ୨୦୧୫ ଅକ୍ଟୋବର ୨୨ରେ ଜଣେ ଆଇନଜୀବୀଙ୍କ ସହାୟକ ମୁବାରକ ହୋସେନ୍‌ଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ଶୁଣାଣି…