ଜନପ୍ରତିନିଧିଙ୍କ ଆକ୍ରମଣରେ ଯୁବକ ଆହତ

ନୟାଗଡ଼ ଅଫିସ,୨୨ା୧୦: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗାତେରୀ ପଞ୍ଚାୟତର ଜନପ୍ରତିନିଧିଙ୍କ ଆକ୍ରମଣରେ ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ ଉକ୍ତ ପଞ୍ଚାୟତ ଆଡ଼ିପଡ଼ା ଗ୍ରାମର…

ରାସ୍ତା ପୁନରୁଦ୍ଧାର ଦାବିରେ ରାଜପଥ ଅବରୋଧ

ବୋଲଗଡ଼,୨୨ା୧୦(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଫାସୀଓଦା ପଞ୍ଚାୟତ କୋଟପଲ୍ଲା ଗ୍ରାମ ରାସ୍ତା ପୁନରୁଦ୍ଧାର ଦାବିରେ ସୋମବାର ଭୀମପଡାଠାରେ ଗ୍ରାମବାସୀ ୫୭ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଭୀମପଡାଠାରୁ କୋଟପଲ୍ଲା…

ଜିଲାରେ ପ୍ରଥମ: ସରପଞ୍ଚଙ୍କ ଅଭିଯୋଗ ଶୁଣାଣି

ନୟାଗଡ଼ ଅଫିସ,୨୨ା୧୦: ନୟାଗଡ଼ ଜିଲା ସଦର ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ସରପଞ୍ଚଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଜିଲାପାଳ ଓ ବିଭିନ୍ନ…

କମ୍‌ସଂଖ୍ୟକ ଉପସ୍ଥାନ ଯୋଗୁ ବନ୍ଦ ହେଲା ୨ ସ୍କୁଲ

ଗଣିଆ,୨୨।୧୦(ଡି.ଏନ.ଏ.)-ନୟାଗଡ଼ ଜିଲା ଗଣିଆ ବ୍ଲକରେ କମ୍‌ସଂଖ୍ୟକ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଯୋଗୁ ୨ଟି ସ୍କୁଲ ସୋମବାରଠାରୁ ବନ୍ଦ କରାଯାଇଥିବା ଦେଖିବାକୁ ମିଳିଛି । ବନ୍ଦ ହୋଇଥିବା ୨ଟି ପ୍ରାଥମିକ…

ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ୭୪୮ ଅଭିଯୋଗ ପଞ୍ଜୀକୃତ

ମହାକାଳପଡା, ୨୨ା୧୦(ଡି.ଏନ୍‌.ଏ.): ମହାକାଳପଡ଼ା ବ୍ଲକ ସଭାଗୃହରେ ସୋମବାର ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ରେକର୍ଡ ସଂଖ୍ୟକ ୭୪୮ ଅଭିଯୋଗ ପଞ୍ଜିକୃତ ହୋଇଥିଲା।…

ଔଷଧ ଦୋକାନରେ ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଆଳି,୨୨।୧୦- କେନ୍ଦ୍ରାପଡ଼ା ଜିଲା କଟକ- ଚାନ୍ଦବାଲି ରାସ୍ତାର ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରାସ୍ତାରେ ଥିବା ଦି କେୟାର ଔଷଧ ଦୋକାନରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି…

ସାତକୋଶିଆରେ ଏନ୍‌ଟିସିଏର ୩ ଜଣିଆ ଟିମ୍‌:୨୫ ହେକ୍ଟରରେ ସୁନ୍ଦରୀ ଏନକ୍ଲୋଜର ଯୋଜନା

ବନ୍ତଳା, ୨୨ା୧୦(ଡି.ଏନ.ଏ.) ଶିଥିଳ ପଡ଼ିଥିବା ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସ୍ଥିତି ସହ ଏନ୍‌କ୍ଲୋଜର ମଧ୍ୟରେ ବର୍ଷେ ହେଲା ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀରର…

ଆଜି ସରିବ ଅନୁଗୋଳ ଲକ୍ଷ୍ମୀପୂଜା:ମଣ୍ଡପରୁ ମେଳା, ସବୁଠି ଗହଳି

ଅନୁଗୋଳ ଅଫିସ, ୨୨ା୧୦ ଲକ୍ଷ୍ମୀ ପୂଜା ପାଇଁ ଅନୁଗୋଳ ସହର ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଦିନକୁ ଦିନ ଅଧିକ ଶ୍ରଦ୍ଧାଳୁଙ୍କ ଗହଳି ହେଉଛି। ପୂଜା ମଣ୍ଡପଠାରୁ ଆରମ୍ଭ…

ପୁଣି ବିଦ୍ୟାଳୟରେ ଭୂତଭୟ

ବୁଗୁଡା,୨୨ା୧୦(ଡି.ଏନ୍‌.ଏ.)-ବୁଗୁଡା ବ୍ଲକ ବାଲିପଦର ଶ୍ରୀରଘୁନାଥ ସ୍ବାମୀ ବାଳିକା ବିଦ୍ୟାଳୟରେ ସୋମବାର ପୁଣି ଛାତ୍ରୀମାନଙ୍କ ଠାରେ ଅସ୍ବାଭାବିକ ଆଚରଣ ଦେଖା ଦେଇଛି। ସକାଳେ ପ୍ରାର୍ଥନା ସଭା ଚାଲିଥିବାବେଳେ ୧୦ମ…

୨୪ରେ ଢେଙ୍କାନାଳ ଲକ୍ଷ୍ମୀପୂଜା ଭସାଣି

ଢେଙ୍କାନାଳ ଅଫିସ,୨୨ା୧୦ ଢେଙ୍କାନାଳ ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବର ଭସାଣି ଉତ୍ସବ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ଗୃହରେ ସୋମବାର…