ସ୍ପେଶାଲ ସ୍କ୍ବାଡ୍‌ର ଚଢ଼ାଉ:ଜବତ ହେଲା ୭ ପେଟି ସିରପ୍‌

ଅନୁଗୋଳ ଅଫିସ, ୨୨ା୧୦ ନିଶା କବଳରେ ପଡ଼ିଥିବା ଯୁବପିଢ଼ି ଏବେ କଫ୍‌ ସିରପ୍‌କୁ ନିଶା ପାନୀୟ ଭାବେ ବ୍ୟବହାର କରୁଛନ୍ତି। ଫଳରେ ଅନୁଗୋଳ ସହରରେ ଏପରି କଫ୍‌…

କ୍ଷେତ୍ର ପରିଦର୍ଶନ କଲା ଏକ୍ସପର୍ଟ କମିଟି

ବଲାଙ୍ଗୀର ଅଫିସ,୨୨ା୧୦ ଓଡିଶା ସରକାରଙ୍କ ଏକ ଏକ୍ସପର୍ଟ ଟିମ୍‌ ସୋମବାର ବଲାଙ୍ଗୀର ଜିଲା ଗସ୍ତ କରି ଜିଲାର ବିଭିନ୍ନ ଗଁା ବୁଲି ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର…

ଛାର୍‌ରି ଝି’ର ଚିନ୍‌ତାରେ ବୁରୁଧ୍‌ ମା’ବାପ୍‌

ଲାଠୋର, ୨୨।୧୦(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ସଦର କର୍ତ୍ତିଆପଡ଼ାର ବାସିନ୍‌ଦା ବୁରୁଧ୍‌ ଦମ୍ପତି ବଂଶୀଧର ସାହୁ(୬୮) ଆର ସପୁର ସାହୁ(୬୨)। ଇ ଦମ୍ପତିକର…

ତୋଟାବନ୍ଧ ସାହିର ୨୫ ପରିବାରଙ୍କୁ ଥଇଥାନ ଦାବି: ବିଏମ୍‌ସି ଦ୍ୱାରସ୍ଥ ହେଲେ ଉଚ୍ଛେଦ ପରିବାର

ବ୍ରହ୍ମପୁର ଅଫିସ,୨୨ା୧୦-ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ରାସ୍ତା ପ୍ରଶସ୍ତୀକରଣ ନେଇ ଶନିବାର ଓ ରବିବାର ହୋଇଥିବା ଉଚ୍ଛେଦରେ ଅନେକ ପରିବାର ବାସହରା ହୋଇଛନ୍ତି। ଉଚ୍ଛେଦରେ ବିଏମ୍‌ସିର ୧୦…

ନ୍ୟାୟ ନ ପାଇ ମହିଳା ନିରାଶ :ଜିଲାପାଳଙ୍କ ଗାଡ଼ି ଆଗରେ ଆତ୍ମହତ୍ୟା ଉଦ୍ୟମ

ଭଞ୍ଜନଗର,୨୨।୧୦(ଡି.ଏନ.ଏ)-ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ଅଭିଯୋଗ ଶୁଣିଥିଲେ। ୩୫୪ଟି ଅଭିଯୋଗ…

ନାବାଳିକାଙ୍କୁ ବଳାତ୍କାର, ଜଣେ ଗିରଫ

ଆସିକା,୨୨ା୧୦(ଡି.ଏନ୍‌.ଏ.)- ଗାଙ୍ଗପୁର ଥାନା ଇଲାକାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୋଲିସ ସୋମବାର ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି।…

ମୋବାଇଲ ଫୋନ ଜରିଆରେ ଲକ୍ଷାଧିକ ଟଙ୍କା ଠକେଇ

ଶେରଗଡ,୨୨ା୧୦(ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଚିକିଲି ଗ୍ରାମର ସୁବାସ ଚନ୍ଦ୍ର ପାଢୀଙ୍କ ଆକାଉଣ୍ଟରୁ ଏକ ମୋବାଇଲ ଆପ୍‌ ଜରିଆରେ ୧ଲକ୍ଷ ୧୬ହଜାର ୬୩୦ ଟଙ୍କା ଠକେଇ ହୋଇଥିବା ସେ…

ପ୍ରସିଦ୍ଧ କାଳୀପୂଜା ପାଇଁ ସଜେଇ ହେଉଛି ଭଦ୍ରକ

ଭଦ୍ରକ ଅଫିସ, ୨୨।୧୦- ଆଉ ୫ ଦିନ ପରେ ଦୀପାବଳି। ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ପ୍ରସ୍ତୁତି ଜୋର ଧରିଛି। ବିଭିନ୍ନ ପୂଜା ମଣ୍ଡପରେ ଆକର୍ଷଣୀୟ…

ଆଇଏସ୍‌ଏଲ୍‌: ବେଙ୍ଗଲ- ନର୍ଥଇଷ୍ଟ ମ୍ୟାଚ୍‌ ଡ୍ର

ବେଙ୍ଗାଲୁରୁ,୨୨।୧୦(ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଗତଥରର ଚାମ୍ପିୟନ ବେଙ୍ଗାଲୁରୁ ଏଫ୍‌ସି ଓ ନର୍ଥ ଇଷ୍ଟ ୟୁନାଇଟେଡ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ…

ଭାରତ ଟୁର୍‌ ପୂର୍ବରୁ ବାଂଲାଦେଶ ଖେଳାଳିଙ୍କ ଧର୍ମଘଟ

ଢାକା, ୨୨ା୧୦ (ପି.ଟି.)- ଆଗାମୀ ଭାରତ ଟୁର୍‌ ପୂର୍ବରୁ ବାଂଲାଦେଶ ଖେଳାଳିମାନେ ଧର୍ମଘଟ କରିବେ। ଭାରତୀୟ କ୍ରିକେଟ କେଣ୍ଟ୍ରାଲ ବୋର୍ଡ (ବିସିସିଆଇ) ଏହା ଉପରେ ନଜର ରଖିଛି।…