ଭାରତ, ପାକିସ୍ତାନ ଉଭୟ ଦେଶ ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି ଏହି ୩ କ୍ରିକେଟର

କ୍ରିକେଟର ସବୁଠୁ ବଡ ପ୍ଲାଟଫର୍ମ ହେଉଛି ଟେଷ୍ଟ କ୍ରିକେଟ। ତେବେ କ୍ରିକେଟର ସବୁଠୁ ରୋମାଞ୍ଚକ ମ୍ୟାଚ୍‌ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଏ। ଟେଷ୍ଟ ହେଉ କି…

ଟେଷ୍ଟରେ କାହିଁକି ଧଳା ଶର୍ଟ ପିନ୍ଧନ୍ତି କ୍ରିକେଟର

୧୯୦୦ ମସିହା ପୂର୍ବରୁ କ୍ରିକେଟରଙ୍କ ଡ୍ରେସ୍‌ କୋଡ୍‌ ନିର୍ଦ୍ଧାରଣ ନ ଥିଲା। ସାଧାରଣ ଡ୍ରେସ୍‌ ପିନ୍ଧି କ୍ରିକେଟରମାନେ ପଡିଆକୁ ଓହ୍ଲାଉଥିଲେ। ସେ ସମୟରେ କେବଳ ଟେଷ୍ଟ କ୍ରିକେଟ…

ପ୍ରଶାସନଠୁ ନିରାଶ ପରେ ରାସ୍ତା ମରାମତି ଲାଗି ଅଣ୍ଟା ଭିଡ଼ିଲେ ଗ୍ରାମବାସୀ

କେନ୍ଦୁଝର,୨୧।୧୦(ସ୍ବ.ପ୍ର.): ପ୍ରଶାସନର ପ୍ରତିଶ୍ରୁତି ବିଫଳ ପରେ ରାସ୍ତା ମରାମତି ଲାଗି ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଏଭଳି ଏକ ଘଟଣା ଘଟିଛି କେନ୍ଦୁଝର ସଦର ବ୍ଲକ କବିତ୍ରା ଗ୍ରାମ…

୨୯୨ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

କୋରାପୁଟ,୨୧।୧୦(ସ୍ବ.ପ୍ର.): କୋରାପୁଟ ଜିଲା ପୋଲିସ ପକ୍ଷରୁ ସୋମବାର ସ୍ଥାନୀୟ ପୋଲିସ ପଡିଆଠାରେ ୬୦ତମ ପୋଲିସ ଶହୀଦ ସ୍ମୃତି ଦିବସ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶ ମାତୃକାର ସୁରକ୍ଷା…

ପୋଲିସର ବିଫଳତା ବିରୋଧରେ ଅଭିନବ ପ୍ରତିବାଦ: ଜୋତା ପଲିସ କଲେ ପୂର୍ବତନ ଭିଜିଲାନ୍ସ ଏସ୍‌ପି

ବାଲେଶ୍ୱର ଅଫିସ, ୨୧।୧୦-ବାଲେଶ୍ୱର ସହରରେ ଦିନକୁ ଦିନ ବଢ଼ି ଚାଲିଛି ଲୁଟେରାଙ୍କ ରାଜ୍‌। ଦୁର୍ବୃତ୍ତମାନେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲୁଟ୍‌ତରାଜ ଚଳାଇଛନ୍ତି। ପୋଲିସ ଏହାକୁ ରୋକିପାରୁନାହିଁ।…

ମହିଳାଙ୍କ ମୃତ୍ୟୁକୁ ନେଇ ଗଣ୍ଡଗୋଳ, ସ୍ବାମୀ ଗିରଫ: ବାପଘର-ଶ୍ୱଶୁର ଘର ଲୋକେ ମୁହାଁମୁହିଁ

ବାଲେଶ୍ୱର ଅଫିସ/ରୂପ୍‌ସା, ୨୧।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ପରମାନନ୍ଦପୁର ଗ୍ରାମର ଜଣେ ମହିଳାଙ୍କର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମଧ୍ୟରାତ୍ରିରେ ମୃତ୍ୟୁ ହୋଇଛି। ଏହାକୁ…

ନିର୍ମାଣ ହେଉନି ସୁରେଶ୍ୱରୀ ପ୍ରକଳ୍ପ: ପ୍ରତିବାଦରେ ବ୍ଲକ ସମ୍ମୁଖରେ ଅହୋରାତ୍ର ଗଣଧାରଣା

ବଇଣ୍ଡା,୨୧।୧୦(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁରଠାରେ ସୁରେଶ୍ୱରୀ ପ୍ରକଳ୍ପ ନିର୍ମାଣ ହେଉନାହିଁ। ଫଳରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବାରମ୍ବାର ଦାବି ହୋଇ ଆସୁଥିଲେ…

ପାକିସ୍ତାନ ଦଳରେ କାଦିରଙ୍କ ପୁଅ ଉସ୍‌ମାନ

କରାଚୀ, ୨୧ା୧୦ (ପି.ଟି.)-ଅଷ୍ଟ୍ରେଲିଆ ବିପକ୍ଷ ଆଗାମୀ ଅନ୍ତର୍ଜାତୀୟ ଟି୨୦ ଏବଂ ଟେଷ୍ଟ ସିରିଜ ପାଇଁ ସୋମବାର ପାକିସ୍ତାନ କ୍ରିକେଟ ଦଳ ଘୋଷଣା କରାଯାଇଛି। ଟି୨୦ ଦଳରେ କିମ୍ବଦନ୍ତୀ…

କ୍ଲିନ୍‌ ସୁଇପ୍‌ଠାରୁ ଭାରତ ୨ ଉଇକେଟ ଦୂରରେ : ତୃତୀୟ ଦିନରେ ଦକ୍ଷିଣ ଆଫ୍ରିକାର ୧୬ ଉଇକେଟର ପତନ

ରଞ୍ଚି,୨୧।୧୦ (ପି.ଟି.)- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳ ଉପରେ ଭାରତ ଚଳିତ ସିରିଜରେ ସମ୍ପୂର୍ଣ୍ଣ ରୂପେ ଆଧିପତ୍ୟ ବିସ୍ତାର କରିବାରେ ସଫଳ ହୋଇଛି। କ୍ରମାଗତ ଦ୍ୱିତୀୟଥର…

୪ ମାସ ଧରି ସରୁନି ଡ୍ରେନ୍‌ କାମ: ମୁକୁଳା ଡ୍ରେନ୍‌ରେ ପଡ଼ି ବୃଦ୍ଧ ଗୁରୁତର

ଭଦ୍ରକ ଅଫିସ, ୨୧।୧୦- ଭଦ୍ରକ ପୌରାଞ୍ଚଳ ଅପର୍ତ୍ତିବିନ୍ଧା ଟ୍ରାଫିକ ଛକ ନିକଟସ୍ଥ ନିର୍ମାଣାଧୀନ ଖୋଲା ଡ୍ରେନ୍‌ରେ ପଡ଼ି ସୋମବାର ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ସେ…