ଚାଇନା ଛାଡୁଥିବା କମ୍ପାନୀଙ୍କୁ ଭାରତ ଆଣିବାକୁ ଯୋଜନା

ନୂଆଦିଲ୍ଲୀ,୨୧-୧୦: ନିବେଶ ଲାଗି ଚାଇନାରେ ବିଭିନ୍ନ ସମସ୍ୟା ସାମ୍ନା କରୁ୍‌ଥିବା କିମ୍ବା ଚାଇନା ଛାଡୁଥିବା କମ୍ପାନୀଙ୍କୁ ଭାରତ ଆଣିବା ଲାଗି ଯୋଜନା କରାଯାଉଛି। ସେହି କମ୍ପାନୀଗୁଡିକ ଲାଗି…

ପିଓକେରେ ଭାରତୀୟ ସେନାର ଜବାବୀ କାର୍ଯ୍ୟାନୁଷ୍ଠାନ: ୩୫ ଆତଙ୍କବାଦୀ, ୫ ସୈନ୍ୟ ନିହତ

ଶ୍ରୀନଗର/ଇସ୍‌ଲାମାବାଦ, ୨୧ା୧୦ (ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀର ସଂଲଗ୍ନ ନିୟନ୍ତ୍ରଣରେଖା (ଏଲ୍‌ଓସି)ରେ ଅସ୍ତ୍ରବିରତି ଉଲ୍ଲଂଘନ କରି ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଉଥିବା ପାକିସ୍ତାନକୁ ରବିବାର ଶକ୍ତ ଝଟ୍‌କା ଲାଗିଛି। ଭାରତୀୟ ସେନାର…

୪ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୧-୧୦: ଚଳିତ ସପ୍ତାହରେ ଦେଶର ବିଭିନ୍ନ ପ୍ରାନ୍ତରେ ୪ ଦିନ ବ୍ୟାଙ୍କ ବନ୍ଦ ରହିବ। ବ୍ୟାଙ୍କ ଧର୍ମଘଟ ଏବଂ ବିଧାନ ସଭା ନିର୍ବାଚନ ରହୁଥିବା ମହାରାଷ୍ଟ୍ର ଏବଂ…

ଷ୍ଟେଶନ୍‌ ବଜାର ମା’ଶ୍ୟାମାକାଳୀ ପୂଜା : ଚାନ୍ଦି ଅଳଙ୍କାର ମେଢ଼ ସଜ୍ଜା ଉପରେ ଗୁରୁତ୍ୱ

ଯାଜପୁର ରୋଡ, ୨୧ା୧୦(ନି.ପ୍ର.): ଯାଜପୁର ରୋଡ ସହର ସ୍ଥିତ ଷ୍ଟେଶନ୍‌ ବଜାରରେ ୧୯୫୮ରୁ ମା’ ଶ୍ୟାମାକାଳୀଙ୍କୁ ପୂଜା କରାଯାଉଛି। ଏଠାରେ ପୂଜା ଆରମ୍ଭ ହେବା ପୂର୍ବରୁ ସ୍ଥାନୀୟ…

ବାଲିଆରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ବରୀ,୨୧ା୧୦(ସ୍ବ.ପ୍ର.): ଯାଜପୁର ଜିଲାବରୀ ବ୍ଲକ ବାଲିଆ ପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟ ନିକଟରେ ରବିବାର ବରୀ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଅନୁଷ୍ଠିତ ହୋଇଯାଇଛି।…

ଟିପ୍ପର ଧକ୍କାରେ ଯୁବକଙ୍କ ମୃତ୍ୟୁ ମାମଲା, ଦୁଇ ଭାଇ ଗିରଫ

ଧର୍ମଶାଳା/ଜେନାପୁର,୨୧ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ବଳରାମପୁର ଛକଠାରେ ଟିପ୍ପର ଧକ୍କାରେ ତଳଗଡ଼ ଗ୍ରାମର ପ୍ରଦୀପ ମଲିକଙ୍କ…

ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ବିକ୍ଷୋଭ: ପୋଲିସ ଗୁଳିରେ ୪ ମୃତ, ୫୦ ଆହତ

ଢାକା,୨୧ା୧୦: ମୁସ୍‌ଲିମ ବହୁଳ ବାଂଲାଦେଶର ଭୋଲା ଜିଲାରେ ଏକ ଆପତ୍ତିଜନକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ରବିବାର ଦୁଇ ସମ୍ପ୍ରଦାୟ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି। ଏହାକୁ ନେଇ…

ବ୍ରାଡ୍‌ମ୍ୟାନଙ୍କ ୭୧ ବର୍ଷର ରେକର୍ଡକୁ ଟପିଲେ ରୋହିତ୍‌

ରାଞ୍ଚତ୍, ୨୧।୧୦- ଭାରତୀୟ ଷ୍ଟାର୍‌ ବ୍ୟାଟ୍ସମ୍ୟାନ ରୋହିତ୍‌ ଶର୍ମା (୨୧୨ ରନ) କ୍ୟାରିୟରର ପ୍ରଥମ ଟେଷ୍ଟ ଦ୍ୱିଶତକ ହାସଲ କରିବା ଅବସରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ…

ପୁଞ୍ଜି ବଜାରରେ ୫,୦୭୨ କୋଟି ନିବେଶ କଲେ ଏଫ୍‌ପିଆଇ

ନୂଆଦିଲ୍ଲୀ,୨୧-୧୦: ଚଳିତ ମାସ ବର୍ତ୍ତମାନ ପର୍ଯ୍ୟନ୍ତ ଫରେନ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ) ମାନେ ପୁଞ୍ଜି ବଜାରରେ ୫,୦୭୨ କୋଟି ଟଙ୍କାର ନିବେଶ କରିଛନ୍ତି। ନିବେଶକଙ୍କୁ ବଜାର ସହ ଜଡିତ…

କଙ୍ଗାରୁ କୋର୍ଟରେ ଶିକ୍ଷୟିତ୍ରୀଙ୍କ ପରିବାରକୁ ବାସନ୍ଦ ଘଟଣା ଭିଡିଓ ଭାଇରାଲ ପରେ ଗାଁ କମିଟି ବୈଠକ

ହିଞ୍ଜିଳିକାଟୁ,୨୧ା୧୦(ଡ଼ି.ଏନ୍‌.ଏ.)-ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ଗ୍ରାମ କମିଟି ନିଷ୍ପତ୍ତି କରି ଗ୍ରାମର ଏକ ପରିବାରକୁ ବାସନ୍ଦ କରିବା ଘଟଣାରେ ରବିବାର ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି।…