ପାକିସ୍ତାନକୁ ଭାରତର କଡ଼ା ଜବାବ, ୬-୧୦ ପାକିସ୍ତାନ ସେନା ନିହତ, ୩ ଆତଙ୍କବାଦୀ ଶିବିର ଧ୍ୱଂସ: ବିପିନ ରାଓ୍ବତ

ନୂଆଦିଲ୍ଲୀ,୨୦।୧୦: ପାକିସ୍ତାନ ବାରମ୍ବାର ସୀମାରେ ଅସ୍ତ୍ରବିରତି ଉଲ୍ଲଘଂନ କରିବା ପରେ ଭାରତୀୟ ସେନା ପକ୍ଷରୁ ରବିବାର କଡା ଜବାବ ଦିଆଯାଇଛି। ଭାରତୀୟ ସେନା ପାକ ଅଧିକୃତ କାଶ୍ମୀର(ପିଓକେ)…

ପୋଲିସ ଚାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲୁ, ନ୍ୟାୟ ନ ମିଳିଲେ ଉଠାଇବୁ ତଲୁଆର: କମଲେଶଙ୍କ ମା’

ଲକ୍ଷ୍ନୌ,୨୦।୧୦: ହିନ୍ଦୁବାଦୀ ନେତା କମଲେଶ ତିୱାରୀଙ୍କୁ ହତ୍ୟା ପରେ ତାଙ୍କ ପରିବାର ଲୋକ ରବିବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଥିଲେ। ତିୱାରୀଙ୍କ ମା’, ସ୍ତ୍ରୀ ଏବଂ…

କେଉଁଦିନ ପାଳନ କରାଯାଏ ଛୋଟ ଦୀପାବଳି

ଦୀପାବଳି ପାଳନର ମହତ୍ୱ ଯେପରି ରହିଛି ଠିକ୍‌ ସେହିପରି ଏହା ପୂର୍ବଦିନର ପର୍ବ ଗୁଡିକର ମହତ୍ୱ ମଧ୍ୟ ରହିଛି। ଯେମିତି ଧନତେରାସ୍‌ ସେମିତି ଛୋଟ ଦୀପାବଳି। ଏହାକୁ…

ଭାରତୀୟ ସେନାର ଆକ୍ରମଣରେ ୫ ପାକିସ୍ତାନ ସେନା ନିହତ: ବିଚଳିତ ହୋଇପଡିଲା ପାକିସ୍ତାନ

ନୂଆଦିଲ୍ଲୀ,୨୦।୧୦: ପାକିସ୍ତାନ ଅଧିକୃତ କଶ୍ମୀରରେ ଥିବା ଆତଙ୍କବାଦୀ କ୍ୟାମ୍ପ ଉପରେ ରବିବାର ଭାରତ ଆକ୍ରମଣ କରିଛି। ଭାରତୀୟ ସେନାର ଆକ୍ରମଣରେ ୫ ଜଣ ପାକିସ୍ତାନ ସେନା ନିହତ…

ଝାରସୁଗୁଡା ମୁଖ୍ୟ ଚିକିତ୍ସାଳୟରେ ଖୋଲିଲା ପୋଲିସ ବିଟ୍‌ ହାଉସ୍‌

ଝାରସୁଗୁଡା ଅଫିସ/ଲଖନପୁର, ୨୦।୧୦(ଡି.ଏନ.ଏ.)-ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରବିବାର ଏକ ପୋଲିସ ବିଟ୍‌ ହାଉସ ଖୋଲିଛି। ଉତରାଞ୍ଚଳ ପୋଲିସ ଡିଆଇଜି ହିମାଂଶୁଲାଲଙ୍କ ଅନୁମୋଦନ କ୍ରମେ ଏହି…

ହିଜାବ ପରିହିତା ଫୁଟ୍‌ବଲରଙ୍କୁ ସାହାଯ୍ୟ କଲେ ପ୍ରତିପକ୍ଷ ଖେଳାଳି

ପ୍ୟାରିସ,୨୦।୧୦- ନିକଟରେ ଏକ ମହିଳା ଫୁଟବଲ ମ୍ୟାଚ୍‌ରେ ଘଟିଥିବା ଘଟଣା ସୋସିଆଲ ମିଡିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଧୁ ପାଲଟିଛି। ଜୋର୍ଡାନର ଶାବାବ ଅଲ ଓର୍ଡନ କ୍ଲବ ଓ…

୧୫ ଚୋରା ବାଇକ୍‌ ଜବତ, ୩ ଗିରଫ

ଖୋର୍ଦ୍ଧା ଅଫିସ,୨୦।୧୦: ଖୋର୍ଦ୍ଧା ଜିଲାର ବାଣପୁର ଥାନା ପୋଲିସ ୧୫ ଚୋରା ବାଇକ୍‌ ଜବତ କରିବା ସହ ୩ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ…

ଶିବନାରାୟଣପୁରରୁ ବଞ୍ଚୋ ପର୍ଯ୍ୟନ୍ତ ବିଜେଡିର ଜନସମ୍ପର୍କ ଅଭିଯାନ

ହାଟଡିହୀ,୨୦।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩୬ନଂ. ଜୋନ୍‌ ଶିବନାରାୟଣପୁର ଠାରୁ ବଞ୍ଚୋ ଯାଏ ଜନସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବଞ୍ଚୋ ସରପଞ୍ଚଙ୍କ ତତ୍ତ୍ୱାବଧାନରେ…

କାଞ୍ଜିପାଣି ଘାଟିରେ ଓଲଟିଲା ବସ୍‌ : ୧୩ ଗୁରୁତର

କେନ୍ଦୁଝର,୨୦।୧୦ (ସ୍ବ.ପ୍ର.): କେନ୍ଦୁଝର ଜିଲା ବନ୍ତଳା ରାସ୍ତାର କାଞ୍ଜିପାଣି ଘାଟିରେ ରବିବାର ମଧ୍ୟାହ୍ନରେ ଏକ ଘରୋଇ ରିଜର୍ଭ ବସ ଓଲଟି ପଡି ୧୩ ଜଣ ଯାତ୍ରୀ ଗୁରୁତର…

ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବିରେ ୩୧୪ ବ୍ଲକ ପରିକ୍ରମା : ଯୋଡ଼ାରେ ପହଞ୍ଚିଲେ ସତ୍ୟବ୍ରତ

ଯୋଡ଼ା,୨୦।୧୦(ଡି.ଏନ୍‌.ଏ.): ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ପଦଯାତ୍ରା ଆରମ୍ଭ କରିଥିବା ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ ଭଗବାନସିଂଘ ଗ୍ରାମର ସତ୍ୟବ୍ରତ ଦାସ ରବିବାର…