ମାଲକାନଗିରି ଜିଲାରେ ମୋବାଇଲ ସେବା ବିପର୍ଯ୍ୟସ୍ତ : ଓଡ଼ିଶାର ଲୋକଙ୍କୁ କଥା ହେବାକୁ ଯିବାକୁ ପଡ଼ୁଛି ଆନ୍ଧ୍ର

ମାଲକାନଗିରି,୨୦।୧୦(ଡି.ଏନ.ଏ)- ମାଲକାନଗିରି ଜିଲାରେ ବିଏସଏନଏଲ ମୋବାଇଲ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି ା ଜିଲା ସଦର ମହକୁମାରେ ଗତ ୨୦ ଦିନ ଧରି ୩ଜି ସେବା ନ ଥିବାରୁ…

ରୋହିତଙ୍କ ଦ୍ୱିଶତକ: ଖେଳ ରୋକିଲା ଖରାପ ଆଲୋକ

ରାଞ୍ଚି,୨୦।୧୦- ଏଠାରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟର ଦ୍ୱିତୀୟ ଦିନ ମଧ୍ୟ ଖରାପ ଆଲୋକ ଯୋଗୁ ଶୀଘ୍ର ଖେଳ ବନ୍ଦ ହୋଇଯାଇଛି।…

ନେପାଳ ସୀମା ଦେଇ ଉତ୍ତର ପ୍ରଦେଶ ଆସୁଛନ୍ତି ଆତଙ୍କବାଦୀ

ଲକ୍ଷ୍ନୌ,୨୦।୧୦: ଆଗାମୀ ଦୀପାବଳିରେ ଉତ୍ତର ପ୍ରଦେଶର ପ୍ରମୁଖ ସହରରେ ଆକ୍ରମଣ ଯୋଜନା କରି ନେପାଳ ସୀମା ଦେଇ ଆତଙ୍କବାଦୀ ଉତ୍ତର ପ୍ରଦେଶରେ ପ୍ରବେଶ କରୁଥିବା ଅନୁମାନ କରାଯାଉଛି।…

ରାଶିଫଳ: ସୋମବାର, ଅକ୍ଟୋବର ୨୧ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ବୈଷମତାକୁ ଆପଣେଇବାକୁ ବାଧ୍ୟ ହେବେ। ଅବଶ୍ୟ ଅନାନ୍ୟ ଦୃଷ୍ଟିକୋଣରୁ ଆପଣଙ୍କ ପାଇଁ ଦିନଟି ବହୁତ ଭଲରେ ଭଲରେ ବିତିବ। କର୍ମ…

ଭାଇରାଲ ହେଉଛି ଭାଜପା ନେତାଙ୍କ ବିବାଦୀୟ ବୟାନ

ହରିୟାଣା,୨୦।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ସୋମବାର ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଏହା ପୂର୍ବରୁ ଜଣେ ଭାଜପା ନେତାଙ୍କ ବିବାଦୀୟ ବୟାନ ଭାଇରାଲ ହେବାରେ…

ଜମ୍ମୁ-କଶ୍ମୀରରୁ ଟ୍ରାନ୍ସଫର୍‌ ହେବେ ଲଦାଖ ବାସିନ୍ଦା ୩୮୦ ପୋଲିସ

ନୂଆଦିଲ୍ଲୀ,୨୦।୧୦: ଜମ୍ମୁ-କଶ୍ମୀରରେ ମୁତୟନ ଥିବା ୩୮୦ ପୋଲିସଙ୍କୁ ଲଦାଖକୁ ଟ୍ରାନ୍ସଫର କରାଯିବ। ସେମାନେ ଲଦାଖର ବାସିନ୍ଦା। ଲଦାଖରେ ବିଭିନ୍ନ ଅଞ୍ଚଳ ସମ୍ପର୍କରେ ଭଲଭାବେ ସେମାନେ ପରିଚିତ ଥିବାରୁ…

ଆସୁଛି ଦୀପାବଳି: ରାସ୍ତା କଡ଼ରେ ଦୀପର ପସରା

ଭବାନୀପାଟଣା,୨୦।୧୦(ଡି.ଏନ୍‌.ଏ.): ଆଲୋକର ପର୍ବ ଦୀପାବଳି। ଏହି ପର୍ବରେ ଦୀପର ମହତ୍ତ୍ୱ ଗୁରୁତ୍ୱପୂର୍ଣ୍ଣ। ତେବେ ଏହି ପର୍ବ ପାଖେଇ ଆସୁଥିବାରୁ କଳାହାଣ୍ଡି ଜିଲା ଭବାନୀପାଟଣା ଅଞ୍ଚଳରେ ମାଟି ଦୀପର…

ରିଲିଜ୍‌ ହେଲା ‘ଦ ଅନସଙ୍ଗ ଓ୍ବାରିୟର’ର ନୂଆ ପୋଷ୍ଟର

ମୁମ୍ବାଇ: ପୁଣି ଥରେ ବଡ ପରଦାରେ କାଜଲ ଓ ଅଜୟ ଦେବଗନଙ୍କ ଯୋଡି ଦେଖିବାକୁ ମିଳିବ। ଅଜୟ ଦେବଗନ ତାଙ୍କ ଟୁଇଟର ହ୍ୟାଣ୍ଡେଲରେ ‘ଦ ଅନସଙ୍ଗ ଓ୍ବାରିୟର’ର…

ସେହ୍ବାଗ ପାଳିଲେ ଜନ୍ମଦିନ

ନୂଆଦିଲ୍ଲୀ,୨୦।୧୦- ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ ରବିବାର ୪୧ତମ ଜନ୍ମଦିନ ପାଳନ କରିଛନ୍ତି। ନିଜ କ୍ରିକେଟିଂ କ୍ୟାରିୟରରେ ବୋଲରଙ୍କ ଦୁଃସ୍ବପ୍ନ ପାଲଟିଥିବା ସେହ୍ବାଗ ଭାରତ ପାଇଁ…

୧୨ମିନିଟରେ ଖାଇଲେ ୬୫ ପ୍ରକାର ଖାଦ୍ୟ

ଇଂଲଣ୍ଡର ଆଦାମ ମୋରାନ୍‌ ଜଣେ ୟୁ ଟ୍ୟୁବର୍‌। ସେ ତାଙ୍କ ଚ୍ୟାନେଲ୍‌ ‘ବିୟର୍ଡ ମିଟ୍ସ ଫୁଡ୍‌’ ପାଇଁ ବେଶ୍‌ ପରିଚିତ। ଏହି ଚ୍ୟାନେଲ୍‌ରେ ସେ ବିଭିନ୍ନ ଖାଦ୍ୟ…