୩୬ ବର୍ଷ ବୟସରେ ୪୪ ଶିଶୁଙ୍କୁ ଜନ୍ମ ଦେଇଥିବା ମହିଳାଙ୍କ ଉପରେ ଲାଗିଲା ନିଷେଧାଜ୍ଞା

କେପ ଟାଉନ୍‌,୨୦।୧୦: ଆଫ୍ରିକାର ମୋଷ୍ଟ ଫର୍ଟାଇଲ ଓମେନ ଭାବେ ପରିଚିତ ମହିଳା ଏବେ ଆଉ ସନ୍ତାନ ଜନ୍ମ କରିପାରିବେ ନାହିଁ। ପୂର୍ବ ଆଫ୍ରିକାର ଉଗାଣ୍ଡାରେ ରହୁଥିବା ମରିୟମ…

ଭିଜିଲାନ୍ସ ଜାଲରେ ଫରେଷ୍ଟର

ଭବାନୀପାଟଣା,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ରେଞ୍ଜ ମୋହନଗିରି ଫରେଷ୍ଟର ରୁଦ୍ରପ୍ରସାଦ ଗହୀର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ବିଭାଗର ଜଣେ ପୂର୍ବତନ କର୍ମଚାରୀଙ୍କୁ…

ସମୁଦ୍ରରେ ବୁଡ଼ିଯାଉଥିବା ଦୁଇ ପର୍ଯ୍ୟଟକ ଉଦ୍ଧାର

ପୁରୀ ଅଫିସ,୨୦।୧୦: ସମୁଦ୍ରରେ ବୁଡ଼ିଯାଉଥିବା ବେଳେ ଦୁଇ ପର୍ଯ୍ୟଟକ ରବିବାର ଉଦ୍ଧାର ହୋଇଛନ୍ତି। ସେମାନେ ହେଲେ ପଶ୍ଚିମବଙ୍ଗର ସନ୍ଧ୍ୟା କୁଣ୍ଡୁ ଓ ଟାଟା ନଗର ସେକ୍ଟର ୨ର…

ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଜଳେଶ୍ୱର ଷ୍ଟେଶନରେ ସମ୍ବର୍ଦ୍ଧନା

ଭୋଗରାଇ,୨୦।୧୦(ଡି.ଏନ୍‌.ଏ.): ପୁରୀ ଗୋବର୍ଦ୍ଧନ ପୀଠର ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ନନ୍ଦନକାନନ ଏକ୍ସପ୍ରେସ୍‌ରେ ରବିବାର ଜଳେଶ୍ୱର ଷ୍ଟେଶନରେ ପହଞ୍ଚିବା ପରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ…

ସଚିନ, ସେହ୍ବାଗଙ୍କ କ୍ଲବରେ ରୋହିତ

ରାଞ୍ଚି,୨୦।୧୦- ଦିନିକିଆ ଓ ଟେଷ୍ଟ ଫର୍ମାଟରେ ଦ୍ୱିଶତକ କରିବାରେ ରୋହିତ ଶର୍ମା ବିଶ୍ୱର ୪ର୍ଥ ବ୍ୟାଟ୍ସମ୍ୟାନ। ନୂଆ କରି ଓପନର ଭାବେ ଟେଷ୍ଟରେ ଖେଳୁଥିବା ରୋହିତ ଦକ୍ଷିଣ…

ଯୋଗୀଙ୍କୁ ଭେଟିଲେ କମଲେଶଙ୍କ ପରିବାର

ଲକ୍ଷ୍ନୌ,୨୦।୧୦: ହିନ୍ଦୁ ସମାଜ ପାର୍ଟିର ନେତା କମଲେଶ ତିଓ୍ବାରୀଙ୍କ ମା’ ସ୍ତ୍ରୀ ଓ ଭାଇ ରବିବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କୁ ଭେଟିଛନ୍ତି। ଏହି…

ଗଛ କରୁଛି ଟ୍ବିଟ୍‌

ଆଜିର ଏହି ସୋସିଆଲ ମିଡିଆ ଯୁଗରେ ସୋସିଆଲ ସାଇଟ୍ସକୁ ନେଇ ପ୍ରାୟ ସମସ୍ତେ ଅବଗତ। ଫେସବୁକ, ହ୍ବାଟ୍ସଆପ, ଟ୍ବିଟର ଭଳି ସୋସିଆଲ ସାଇଟ୍ସର ଏବେ ବହୁଳ ବ୍ୟବହାର…

ପରଫ୍ୟୁମରୁ ଜାଣନ୍ତୁ ବ୍ୟକ୍ତିତ୍ୱ

ପ୍ରସାଧନ ସାମଗ୍ରୀ ମଧ୍ୟରେ ଅତର ବା ପରଫ୍ୟୁମ୍‌ ଆମର ଏକ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ। ଏହା ଆମକୁ ଦିନ ତମାମ ସତେଜ ରଖିବା ସହ ସୁଗନ୍ଧ ମଧ୍ୟ…

ପ୍ଲାଷ୍ଟିକ ବିରୋଧରେ ଲଢେଇ: ଇଟାଲି ରେଷ୍ଟୁରାଣ୍ଟରେ ପାସ୍ତା ଷ୍ଟ୍ର’ ବ୍ୟବହାର

ପୃଥିବୀକୁ ପ୍ଲାଷ୍ଟିକ୍‌ ମୁକ୍ତ କରିବା ଅଭିଯାନ ଏବେ ଜୋର୍‌ ଧରିଛି। ତେଣୁ ବିଭିନ୍ନ ପ୍ଲାଷ୍ଟିକ୍‌ ଜିନିଷର ବିକଳ୍ପ ତିଆରି କରାଗଲାଣି। ନିକଟରେ ଇଟାଲିର କିଛି ରେଷ୍ଟୁରାଣ୍ଟରେ ବି…

ହାଇକୋର୍ଟଙ୍କ ନିର୍ଦ୍ଦେଶ ପ୍ରତିବାଦରେ କୋର୍ଟ ବର୍ଜନ

ଭବାନୀପାଟଣା,୨୦।୧୦(ଡି.ଏନ୍‌.ଏ.): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କୋର୍ଟ ବର୍ଜନକୁ ଅବମାନନା ଦର୍ଶାଇ ବିଭିନ୍ନ ଓକିଲ ସଂଘକୁ ନୋଟିସ ଦିଆଯାଇଛି। ଏହାର ପ୍ରତିବାଦରେ ଭବାନୀପାଟଣା ଓକିଲ ସଂଘ ପକ୍ଷରୁ ସମସ୍ତ…